ଆମ ଜିଲା ଖବର

୨୫ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ଚଳିତ ମାସ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ବୁଧବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ସଦ୍‌ଦ୍ଭାବନା ସଭାଗୃହ ପ୍ରକୋଷ୍ଠଠାରେ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା, ଗୋପାଳପୁର ବେଳାଭୂମି…

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ବିଡିଓଙ୍କୁ ଭେଟିଲେ ଗ୍ରାମର ମହିଳା

କେନ୍ଦୁଝର,୧୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଗୋବର୍ଦ୍ଧନ ଗ୍ରାମରେ ସ୍ଥାନୀୟ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବାକୁ ପଞ୍ଚାୟତର ସରପଞ୍ଚଙ୍କ ଜରିଆରେ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ା ଏହି ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଥିବାରୁ ବିଶେଷ ମହିଳାମାନେ…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୦ା୧(ଦୁର୍ଯ୍ୟୋଧନ ପାତ୍ର): ଜଣେ ମହିଳା ମାଓବାଦୀ ବୁଧବାର ମାଲକାନଗିରି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ମହିଳା ମାଓବାଦୀ ଜଣକ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲା କଟକକଲ୍ୟାଣ ଥାନା ପିତାଦାବ ଗ୍ରାମ ନିବାସୀ ଉଙ୍ଗି ମାଡବି…

ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…

ଭିତରକନିକାର ୪ଟି ରେଞ୍ଜରେ  ଚାଲିଛି କୁମ୍ଭୀର ଗଣନା 

କେନ୍ଦ୍ରାପଡ଼ା,୧୦।୧: କେନ୍ଦ୍ରାପଡ଼ା ଜିଲା ଭିତରକନିକାର ୪ଟି ରେଞ୍ଜରେ କୁମ୍ଭୀର ଗଣନା କାର୍ଯ୍ୟ ବୁଧବାର ସକାଳୁ ଆରମ୍ଭ ହୋଇଛି। ଗହିରମଥା, ଭିତରକନିକା, ରାଜନଗର ଓ ମହାକାଳପଡ଼ା ଗଣନା କାର୍ଯ୍ୟରେ ୨୨ଟି ଟିମ୍‌ ସାମିଲ ହୋଇଛନ୍ତି। ଏହା ଆଗାମୀ ୩ ଦିନ ଯାଏଁ ଚାଲିବ।…

କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର

କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି। ତେବେ ହରିଣଙ୍କ ମୃତ୍ୟୁକୁ ନେଇ ଚନ୍ଦକା ଡିଏଫଓ ଶରତ ଚନ୍ଦ୍ର ବେହେରା ପ୍ରତିକ୍ରିୟା…

୬୩.୨୫ କୋଟିର ହିସାବ ମିଳିନି

ଯାଜପୁର,୧୦।୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌର ପରିଷଦରେ ଦୁର୍ନୀତିର ଗନ୍ଧ ବାରି ହୋଇପଡିଛି। ଏଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ସମେତ ଏକ ମେଗା ପ୍ରକଳ୍ପ କାର୍ଯ୍ୟରେ ୧ କୋଟି ୩୦ ଲକ୍ଷ…

ଆଜିଠୁ ଢେଙ୍କାନାଳ ଜିଲାରେ ପକ୍ଷୀ ଗଣନା

ଢେଙ୍କାନାଳ,୧୦।୧(ରତନ ନାୟାର): ଢେଙ୍କାନାଳ ଜିଲାରେ ବୁଧବାରଠାରୁ ବନବିଭାଗ ପକ୍ଷରୁ ସମସ୍ତ ୮ଟି ରେଞ୍ଜ୍‌ରେ ପକ୍ଷୀ ଗଣନା ହେବ। ଏଥିପାଇଁ ମଙ୍ଗଳବାର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କେବଳ ଗୋଟିଏ ଦିନ ପାଇଁ ଜିଲାରେ ଏହି ପକ୍ଷୀ ଗଣନା ହେବ ବୋଲି ବନବିଭାଗ…

ଫେବୃଆରୀ ୬ରୁ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୦।୧(ପ୍ରଦୀପ୍ତ କୁମାର ପୃଷ୍ଟି): ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଆସନ୍ତା ଫେବୃଆରୀ ୬ରୁ ଆରମ୍ଭ ହେବ। ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସ ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥିରେ ପଡୁଥିବାରୁ ପରମ୍ପରା ଅନୁଯାୟୀ ସେଦିନଠାରୁ ଓଳାଶୁଣୀ ଗୁମ୍ଫା…

ଆଜିଠୁୁ ମୟୂରଭଞ୍ଜରେ ପକ୍ଷୀ ଗଣନା

ବାରିପଦା,୧୦।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବୁଧବାରଠାରୁ ପକ୍ଷୀ ଗଣନା ଆରମ୍ଭ ହେବ। ଜିଲାର ଶିମିଳିପାଳ ଅଭୟାରଣ୍ୟ ଓ ସମସ୍ତ ବନଖଣ୍ଡରେ ଏହି ଗଣନା କାର୍ଯ୍ୟ ଆରମ୍ଭ ହେବ। ପ୍ରତି ବର୍ଷ ଶୀତ ଋତୁର ପ୍ରାରମ୍ଭରେ ଏହି ପକ୍ଷୀ ଗଣନା କାର୍ଯ୍ୟ…

କାଉଣ୍ଟର ଖୋଲୁ ଖୋଲୁ ଟିକେଟ ଶେଷ

କେନ୍ଦୁଝର,୧୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ କାଉଣ୍ଟର ଖୋଲୁ ଖୋଲୁ ରୋଗୀ ଦେଖା ଟିକେଟ ସରିଯାଉଥିବା ଅଭିଯୋଗ ହୋଇଛି। ଫଳରେ ଦୂର ଦୁରାନ୍ତରୁ ଆସୁଥିବା ଏବଂ ଲାଇନରେ ଠିଆ ହେଉଥିବା ରୋଗୀଙ୍କୁ ଟିକେଟ ମିଳୁ ନ ଥିବାରୁ ନିରାଶ…

ପ୍ରେମିକ ପାଇଁ ସ୍ବାମୀଙ୍କୁ ହତ୍ୟା

ଉଦଳା,୧୦।୧(ସନ୍ତୋଷ କୁମାର ବାଚ୍ଛିିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ନୟାରଙ୍ଗାମାଟିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ପାଇଁ ସ୍ବାମୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ପୋଲିସ ଅଭିଯୁକ୍ତ ସ୍ତ୍ରୀ ପାନ ମୁର୍ମୁ ଏବଂ ପ୍ରେମିକ ଚନ୍ଦ୍ରମୋହନ ହେମ୍ବ୍ରମଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?