ଆମ ଜିଲା ଖବର

ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅବାଧ ଗଛକଟା

କେନ୍ଦ୍ରାପଡ଼ା, ୧୬ା୬ (ଜଗନ୍ନାଥ ଧଳ): ପରିବେଶକୁ ନେଇ ସାରା ବିଶ୍ୱରେ ଚିନ୍ତା ପ୍ରକଟ କରାଯାଉଛି। ବର୍ଜ୍ୟବସ୍ତୁ, ଯାନବାହନ ଚଳାଚଳ, ଶିଳ୍ପ ଆଦି ମାଧ୍ୟମରେ ପରିବେଶ ପ୍ରଦୂଷିତ ହେଉଛି। ସମ୍ଭାବ୍ୟ ପରିସ୍ଥିତିକୁ ନେଇ ବିଶ୍ୱବ୍ୟାପୀ ସମ୍ମିଳନୀ ହେବା ସହ ପ୍ରତି ଦେଶ ଦାୟିତ୍ୱବାନ…

ରୂପ ବଦଳୁଛି, ବ୍ୟବସ୍ଥା ସୁଧୁରୁନି

ପାରାଦୀପ,୧୬।୬(ଶରତ ରାଉତ): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ଏବେ ନବକଳେବର ହେବାକୁ ଯାଉଛି। ନୂତନ ଅକ୍ସନ ହଲ (ନିଲାମ କେନ୍ଦ୍ର), ମାର୍କେଟ କମ୍ପ୍ଲେକ୍ସ, ଶୀତଳ ଭଣ୍ଡାର, ପୋତାଶ୍ରୟ ଉନ୍ନତି ଓ ବର୍ଥ ନବୀକରଣ ଆଦି ନିର୍ମାଣ ଚାଲିଛି। ପ୍ରଧାନମନ୍ତ୍ରୀ…

ରଜରେ ପୂଜା ପାଆନ୍ତି ମୁଣ୍ଡ ନ ଥିବା ଗୋପୀନାଥ

କେନ୍ଦ୍ରାପଡ଼ା,୧୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରର ତଳବାରଙ୍ଗସ୍ଥିତ ମୁଣ୍ଡକଟା ଗୋପୀନାଥଙ୍କ ୩ ଦିନିଆ ମହୋତ୍ସବ ବୁଧବାରଠାରୁ ଆରମ୍ଭ ହୋଇଛି। ଭଜନ କୀର୍ତ୍ତନ ସହ ପୂଜା ଆରାଧନାରେ ପୀଠରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏଠାକାର ବିଶେଷତ୍ୱ ହେଉଛି, ମୁଣ୍ଡ ନ ଥିବା…

ବେସରକାରୀ ଅଲ୍‌ଟ୍ରାସାଉଣ୍ଡ ମେଶିନ ଭରସା

ଯାଜପୁର,୧୬ା୬(ହର୍ଷବର୍ଦ୍ଧନ ବେହେରା): ଗର୍ଭବତୀ ଓ ପ୍ରସୂତି ମହିଳା ମୃତ୍ୟୁହାର କମାଇବା ଉଦ୍ଦେଶ୍ୟରେ ସରକାର ବହୁବିଧ ଯୋଜନା ପ୍ରଣୟନ କରିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା ପ୍ରଦାନ ପରିପ୍ରେକ୍ଷୀରେ ଯାଜପୁର ଜିଲାରେ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌) କାର୍ଯ୍ୟ କରୁଛି। ଏହି ଯୋଜନା ଗର୍ଭବତୀ ଓ…

ଶୋଇପଡ଼ିଲେ ଫାଣ୍ଡି ଅଧିକାରୀ, ଚମ୍ପଟ ମାରିଲେ ଅଭିଯୁକ୍ତ

ଗୋପ,୧୬।୬(ଭାରତୀ ଭୂଷଣ ଉପାଧ୍ୟାୟ): ପୁରୀ ଜିଲା ଗୋପ ଥାନାର ନୟାହାଟ ଫାଣ୍ତିରୁ ବୁଧବାର ଅପରାହ୍ନରେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ଫାଣ୍ଡି ଅଧିକାରୀ ଓ କର୍ମଚାରୀମାନେ ଶୋଇଥିବାବେଳେ ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ବାହାର ପଟୁ କବାଟରେ ଶିକୁଳି ଦେଇ…

ଦଣ୍ଡ ପ୍ରଣାମ କରି ରାଜସ୍ଥାନରୁ ପୁରୀ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ ଉଦ୍ଦେଶ୍ୟରେ ରାଜସ୍ଥାନରୁ ଜଣେ ଭକ୍ତ ଦଣ୍ଡ ପ୍ରମାଣ କରି ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ଏହି ଭକ୍ତ ଜଣଙ୍କ ହେଉଛନ୍ତି ରାଜସ୍ଥାନର ଶ୍ରୀରାମ ଗୁଜ୍ଜର। ଶ୍ରୀରାମ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…

ଗୋରୁଙ୍କୁ ବ୍ୟାପୁଛି ଏକଟାଙ୍କିଆ ରୋଗ

ସାକ୍ଷୀଗୋପାଳ,୧୬।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର): ସତ୍ୟବାଦୀର କିଛି ଅଞ୍ଚଳରେ ଗୋରୁ ବାଛୁରୀଙ୍କୁ ଏକଟାଙ୍କିଆ ରୋଗ ବ୍ୟାପୁଥିବା ନେଇ ଗୋପାଳକ ଅଭିଯୋଗ କରିଛନ୍ତି। ଗୋରୁଙ୍କୁ ହଠାତ୍‌ ପ୍ରବଳ ଜ୍ୱର ଆସି ପାଟିରୁ ଲାଳ ବାହାରିବା ସହ ଗୋଡ଼ ଫୁଲି ଦରଜ ହୋଇ ଅଚଳ ହେବାରୁ…

ରାସ୍ତାରେ ପାର୍କିଂରୁ ବଢୁଛି ଦୁର୍ଘଟଣା

ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର ସହର ଉପକଣ୍ଠ ବୀରମୁଣ୍ଡା ଛକ ନିକଟରେ ମଙ୍ଗଳବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ପୁଣି ଥରେ ବଲାଙ୍ଗୀର ବାଇପାସ୍‌ ନିର୍ମାଣ…

ମହିମା ପୀଠ କାୟାକଳ୍ପ ବଦଳିବ

ଭୁବନେଶ୍ୱର/ଢେଙ୍କାନାଳ, ୧୬।୬(ଅନିଲ ଦାସ/ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଯୋରନ୍ଦାସ୍ଥିତ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠର କାୟାକଳ୍ପ ସମ୍ପୂର୍ଣ୍ଣ ବଦଳିବ। ଏହାର ଉନ୍ନତୀକରଣ ସମ୍ପର୍କିତ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଗତ…

ଏ ପାନ୍‌ବାଲା ବାବୁ…କଣ୍ଠଶିଳ୍ପୀଙ୍କ ପରଲୋକ

ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ନବେ ଦଶକରେ ପ୍ରସିଦ୍ଧି ଲାଭ କରିଥିବା ଲୋକପ୍ରିୟ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍‌ବାଲା ବାବୁର ଗାୟକ ତଥା ଲେଖକ, ସଙ୍ଗୀତଜ୍ଞ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଅନିଲ ହରିପାଲ(୫୮)ଙ୍କ ଗୁରୁବାର ପରଲୋକ ଘଟିଛି। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବୁଧବାର…

୩ ଘଣ୍ଟା ନବଯୌବନ ଦର୍ଶନ

ପୁରୀ,୧୬ା୬(ଅଜିତ୍‌ ମହାନ୍ତି): ଚଳିତ ମାସ ୧୯ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନବଯୌବନ ଦର୍ଶନ ଓ ୨୦ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ନବଯୌବନ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡ଼ାନ୍ତ ହୋଇଛି। ଭକ୍ତମାନେ ମାତ୍ର ୩ଘଣ୍ଟା…

ଏସି ଅଚଳକୁ ନେଇ ହଙ୍ଗାମା: ୨ଘଣ୍ଟା ଟ୍ରେନ୍‌ ଅଟକ

ରାଉରକେଲା,୧୫।୬(ବିପ୍ଳବ ରଞ୍ଜନ ଦାଶ): କୋଏମ୍ବାଟୁର-ବଡୋନୀ (ନଂ-୦୩୩୫୮) ଟ୍ରେନ୍‌ର ଏ-୧ ବଗିର ଏସି କାମ ଦେଉ ନ ଥିବାରୁ ରାଉରକେଲା ରେଲଓ୍ବେ ଷ୍ଟେଶନରେ ଯାତ୍ରୀମାନେ ଗୁରୁବାର ଅପରାହ୍ନରେ ହଙ୍ଗାମା କରିଛନ୍ତି। ଫଳରେ ୨ଘଣ୍ଟା ଧରି ଟ୍ରେନ ଷ୍ଟେଶନରେ ଅଟକି ରହିବାରୁ ଯାତ୍ରୀମାନେ ଗରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri