ଆମ ଜିଲା ଖବର

ଷଣ୍ଢ କଚାଡ଼ି ମାରିଲା

ଯାଜପୁର,୯।୧: ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଦେଓଦାଗାଁରେ। ମୃତକ ଦେଓଦା ଗ୍ରାମର ଅଲେଖ ମଲିକ (୬୫)। ଷଣ୍ଢ ଫସଲ ନଷ୍ଟ କରୁଥିବା ବେଳେ ଅଲେଖ ତାଙ୍କୁ…

ଘନ କୁହୁଡ଼ିରେ ବନ୍ଧ ତଳକୁ ଖସିଲା କାର

ବାଙ୍କୀ,୯।୧: ଘନ କୁହୁଡି ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଦିନ ୯ଟା ଯାଏ ରାସ୍ତାଘାଟ ଭଲ ଭାବେ ଦେଖାଯାଉ ନାହିଁ। ଏହି ଘନ କୁହୁଡିରେ ଅନେକ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର କଟକ ଜିଲା ଯାତମୁଣ୍ଡିଆ ଛକ ନିକଟରେ ବନ୍ଧ…

ରବି ଚାଷ ପାଇଁ ଛଡ଼ାଗଲା ପାଣି

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀରୁ ଚଳିତ ରବି ଚାଷ ପାଇଁ ଜଳସେଚନ ଆରମ୍ଭ ହୋଇଛି। ଏଥିରେ ଇନ୍ଦ୍ରାବତୀ ବାମ, ଦକ୍ଷିଣ ଓ ମେଗା ଲିଫ୍ଟ କେନାଲ ମାଧ୍ୟମରେ ଚାଷୀଙ୍କୁ ଜଳ ଯୋଗାଣ କରାଯାଇଛି। ଇନ୍ଦ୍ରାବତୀ ଜଳସେଚନ ଜିଲାର ଅର୍ଥନୀତି…

ମାଲକାନଗିରି ବିମାନବନ୍ଦର ଲୋକାର୍ପଣ ଆଜି

ମାଲକାନଗିରି,୯ା୧(ଦୁର୍ଯ୍ୟୋଧନ ପତ୍ର):ମାଲକାନଗିରି ବିମାନବନ୍ଦରକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଶାସନ ପକ୍ଷରୁ ଏନେଇ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଛି। ରବିବାର ମାଲକାନଗିରି…

ବଢୁଛି ଅସନ୍ତୋଷ: ୧୮ରେ କୃଷକଙ୍କ ବିଶାଳ ସମାବେଶ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ କ୍ଷେତ୍ରର ଘରୋଇକରଣ, ଧାନ ବିକ୍ରି ସମସ୍ୟାକୁ ନେଇ କୃଷକ ମହଲରେ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଜାନୁୟାରୀ ୧୮ ତାରିଖରେ ଭଟଲି ବ୍ଲକରେ ଜୟ କିଷାନ ଆନ୍ଦୋଳନ ତରଫରୁ ଏକ…

ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ନୟାଗଡ଼,୯।୧(ଲୋକନାଥ ମିଶ୍ର):ଆୟ ବର୍ହିଭୂତ ସମ୍ପତ୍ତିର ମାଲିକାନା ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ପଞ୍ଚାନନ ବେହେରାଙ୍କ ଏକକାଳୀନ ୭ଟି ଘର ଉପରେ ଚଢ଼ାଉ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦେଶରେ ଚଢାଉ କରାଯାଇଛି। ଏନେଇ…

ଆନ୍ଧ୍ରରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଗଲେ ସମ୍ପର୍କୀୟ

ଝରିଗାଁ,୯।୧(କିଶୋର ଚନ୍ଦ୍ର ମଣ୍ଡଳ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ଭଦ୍ରାଚଳମ୍‌ର ମିଳିଆଲଗୁଡାରେ ଏକ କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅଧୀନ ଚିକିଲି ଗ୍ରାମର ବଳି ଜାନୀ(୫୫)।…

ଟାର୍ଗେଟରେ ଥିଲେ ଯବାନ: ସୀମାନ୍ତରୁ ମିଳିଲା ୪ ଆଇଇଡି ବୋମା

ମାଲକାନଗିରି,୯ା୧(ଦୁର୍ଯ୍ୟୋଧନ ପତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ୪ ଆଇଇଡି ବୋମା ଜବତ କରି ଯବାନମାନେ ନିଷ୍କ୍ରିୟ କରିଛନ୍ତି। ଛତିଶଗଡ ବିଜାପୁର ଜିଲାର ଧର୍ମରାମ ଏବଂ ଚିନ୍ତଗୁଫା ମଧ୍ୟରେ ସିଆରପିଏଫ ଓ ବିଡିଏସ୍‌ର…

ରାସ୍ତାରେ ନ ହେଲେ ଗଛମୂଳେ ପିଲା

ଜଳେଶ୍ୱର,୯ା୧(ନବୀନ କୁମାର୍‌ ସାହୁ: ଶିଶୁମାନେ କିପରି ଆବଶ୍ୟକ ପୋଷଣରୁ ବଞ୍ଚିତ ନ ହେବେ ସେନେଇ ସରକାର ଶହ ଶହ ଯୋଜନା କରୁଛନ୍ତି। ପୋଷାକଠାରୁ ଆରମ୍ଭ କରି ପୁଷ୍ଟିକର ଖାଦ୍ୟ ପର୍ଯ୍ୟନ୍ତ ସମସ୍ତ ସାମଗ୍ରୀ ଯୋଗାଇ ଦେଉଛନ୍ତି। ହେଲେ ବାଲେଶ୍ବର ଜିଲା ଜଳେଶ୍ୱର…

ଆମ୍ବାଗୁଡା ରାସ୍ତାରେ ୪ ଭାଲୁ

ଜୟପୁର, ୮ା୧ (ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକରେ ଭାଲୁ ଆତଙ୍କ ଦେଖାଦେଇଛି। ଏନେଇ ଜୟପୁର ବନାଞ୍ଚଳର ଆମ୍ବାଗୁଡା, କୁମୁଲିପୁଟ, ପୁଟ୍ରା, ହାଡିଆ, ସିନ୍ଧିଗାଁରେ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ୪ଟି ଭାଲୁ ରାତିରେ ଗ୍ରାମାଞ୍ଚଳଗୁଡିକରେ ବୁଲୁଛନ୍ତି। ଚାରି ଦିନ ହେବ…

ଭିଜିଲାନ୍ସ ଜାଲରେ ଟାଉନ ଥାନା ଏଏସ୍‌ଆଇ

ଜୟପୁର/କୋରାପୁଟ, ୮ା୧ (ପବନ ପାଣିଗ୍ରାହୀ/ଅମିତାଭ ବେହେରା): ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସୋମବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଜୟପୁର ଟାଉନ ଥାନା ଏଏସ୍‌ଆଇ ଅନିଲ କୁମାର ନାୟକ। ଗାଡି ମୁକୁଳାଇବାକୁ ଥାନାକୁ ଆସିଥିବା ଜଣେ ଗାଡିଚାଳକଙ୍କୁ ଏଏସ୍‌ଆଇ…

ନାବାଳିକା ଗର୍ଭବତୀ, ଥାନାରେ ଏତଲା

ପାତ୍ରପୁର,୮ା୧(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ୍‌ ଅଞ୍ଚଳରେ ଜଣେ ୧୬ ବର୍ଷିୟା ନାବାଳିକା ଗର୍ଭବତୀ ହେବା ସମ୍ପର୍କରେ ଜରଡ଼ା ଥାନାରେ ସୋମବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଆରମ୍ଭ ହୋଇଛି। ଏ ନେଇ ଜରଡ଼ା ଥାନା ଅଧିକାରୀଙ୍କୁ ପଚାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?