ଆମ ଜିଲା ଖବର

ପାଟଣାରେ ଘନ କୁହୁଡ଼ି, ଗାଡ଼ି ଚଳାଚଳରେ ସମସ୍ୟା

ପାଟଣା,୮ା୧(ବୀରକିଶୋର ଦାଶ): ସୋମବାର ସକାଳୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ଫଳରେ ରାଜପଥରେ ୩ଶହ ମିଟର ପର୍ଯ୍ୟନ୍ତ ଗାଡ଼ିମୋଟର ଦେଖି ହେଉନାହିଁ। ଦୁର୍ଘଟଣାକୁ ଏଡ଼ାଇବାକୁ ଚାଳକମାନେ ରାଜପଥରେ ଇଣ୍ଡିକେଟର ଦେଇ…

ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କ ଜୀବନ ଗଲା

ଝାରସୁଗୁଡ଼ା,୮ା୧: ବେଲପାହାଡ଼ ଗୌରପଡ଼ା ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ୩ ବାଇକ୍‌ଆରୋହୀଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ଡ୍ରାଇଭର…

ଆଶାୟୀ ପ୍ରାର୍ଥୀଙ୍କ ପୋଷ୍ଟର ଯୁଦ୍ଧ

ଯାଜପୁରରୋଡ୍‌,୮ା୧(ପବିତ୍ର ରଞ୍ଜନ ମହାନ୍ତି): ଆଗକୁ ବିଧାନସଭା ନିର୍ବାଚନ। ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳର ଆଶାୟୀମାନଙ୍କ ମଧ୍ୟରେ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ପାଇଁ ପୋଷ୍ଟର ଯୁଦ୍ଧ ଦେଖିବାକୁ ମିଳୁଛି। କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀର ସହରଠୁ ଗାଁ ଯାଏ ବିଭିନ୍ନ ଛକରେ…

ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ

ଗମ୍ଭାରୀମୁଣ୍ଡା,୮ା୧(ଦିଲୀପ ସ୍ବାଇଁ): ସରକାର ବିଭିନ୍ନ ମନ୍ଦିର ଓ ମଠର ପୁନରୁଦ୍ଧାର କରିବା ସହ ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଖୋର୍ଦ୍ଧା ଜିଲା ବାଣପୁରରେ ଥିବା ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ ଅବସ୍ଥାରେ…

ବେଧଡ଼କ ବାଲି ଚୋରା ଚାଲାଣ

ଯାଜପୁର ସଦର,୮ା୧(ସମର ବିଜୟ ଶରଣ): ଯାଜପୁର ବ୍ଲକ୍‌ ୨୦ ନମ୍ବର ଜାତୀୟ ରାଜପଥର ଯାଜପୁର-କୁଆଖିଆକୁ ସଂଯୋଗ କରୁଥିବା ଖରସ୍ରୋତା ନଦୀର ରାଜଘାଟଠାରେ ଥିବା ସେତୁ ନିକଟରୁ ବେଧଡ଼କ ବାଲି ଉଠାଯାଇ ଚୋରା ଚାଲାଣ କରାଯାଉଛି। ଏଥିଯୋଗୁ ସେତୁ ଭୁଶୁଡ଼ିବା ଆଶଙ୍କା ଦେଖାଦେଇଛି।…

ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା,୮ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଶୁକ୍ରବାରଠାରୁ ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିବ। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ୍‌ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ୍‌ ରହିବ ବୋଲି ପ୍ରାଥମିକ…

ପୁରୁଣା ଚାକୁଣ୍ଡା ଗଛ ପାଲଟିଛି ମୂକସାକ୍ଷୀ

ମହାକାଳପଡ଼ା,୮ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗରଠାରେ ମା’ ରାମଚଣ୍ଡୀଙ୍କ ମନ୍ଦିର ପରିସରରେ ରହିଥିବା ପୁରୁଣା ଚାକୁଣ୍ଡା ଗଛ ମୂକସାକ୍ଷୀ ଭାବେ ଠିଆ ହୋଇଛି। ଇତିମଧ୍ୟରେ ଏହି ଗଛ ଅନେକ ବିପର୍ଯ୍ୟୟକୁ ସାମ୍ନା କରିଛି। ଭାଙ୍ଗି ଯାଇଛି ଶାଖା ପ୍ରଶାଖା, ତଥାପି…

ଖଣି, ଶିଳ୍ପାଞ୍ଚଳ ବାସିନ୍ଦା ଯକ୍ଷ୍ମା କବଳିତ

ଯାଜପୁର,୮ା୧ (ହର୍ଷବର୍ଦ୍ଧନ ବେହେରା: ଯାଜପୁର ଜିଲାର କଳିଙ୍ଗନଗର ଅଞ୍ଚଳରେ ୧୯୯୫ରୁ ଶିଳ୍ପାୟନ ଆରମ୍ଭ ହୋଇଛି। ଏହାର ବହୁ ପୂର୍ବରୁ ଜିଲାର ସୁକିନ୍ଦା ଅଞ୍ଚଳରେ ଖଣି ଖନନ ଆରମ୍ଭ ହୋଇଥିଲା। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଊର୍ଦ୍ଧ୍ୱ ଇସ୍ପାତ…

୮ରୁ ହୀରାକୁଦରେ ପକ୍ଷୀ ଗଣନା

ସମ୍ବଲପୁର,୭ା୧(ପ୍ରମୋଦ ବହିଦାର): ପ୍ରତିବର୍ଷ ଭଳି ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ସାମଗମ ଆରମ୍ଭ ହୋଇଯାଇଛି। ତେଣୁ ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଏଠାରେ ପକ୍ଷୀଙ୍କ ଗଣନା ପାଇଁ ନିଷ୍ପତ୍ତି ହୋଇଛି। ସୋମବାର ୮ ତାରିଖ ପ୍ରାତଃରୁ ପକ୍ଷୀ ଗଣନା ଆରମ୍ଭ…

ଦିଲ୍ଲୀରେ ଚମକିଲେ କଳାହାଣ୍ଡିର ବୋହୂ

ଭବାନୀପାଟଣା,୭।୧(ଉତ୍ତମ କୁମାର ଦାଶ): ନୂଆଦିଲ୍ଲୀରେ ଦିକେ ପ୍ରେଜେଣ୍ଟସ ଦ୍ୱାରା ଆୟୋଜିତ ହୋଇଥିବା ପ୍ରାଇଡ଼ ଅଫ ଇଣ୍ଡିଆ ପ୍ରତିଯୋଗିତାରେ ଭବାନୀପାଟଣା ସହରର ପି.ଲକ୍ଷ୍ମୀ ରାଇଜିଂ ଷ୍ଟାର ବିଜେତା ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଛନ୍ତି। ୧୯୮୪ରେ ଭବାନୀପାଟଣା ମନ୍ଦାରବଗିଚା ପଡ଼ାରେ ଜନ୍ମ ହୋଇଥିଲେ।…

ଯଦୁମଣି ହେଲେ ଜିଲା କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ

କେନ୍ଦୁଝର,୭।୧୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ଯଦୁମଣି ବାରିକ ପୁଣି ଜିଲା କଂଗ୍ରେସ ପଛୁଆବର୍ଗ ବିଭାଗ ଅଧ୍ୟକ୍ଷ ଭାବେ ମନୋନୀତ ହେଇଛନ୍ତି। ଯଦୁମଣି ପୂର୍ବରୁ ଯୋଡ଼ା ବ୍ଲକର ଭଦ୍ରାସାହି ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ସେ…

ଏଟିଏମ୍‌ ଲୁଟ୍‌ ଉଦ୍ୟମ, ଏନ୍‌ଏଚ୍‌ଏମ୍‌ କର୍ମଚାରୀଙ୍କୁ ଗିରଫ କଲା ପୋଲିସ

ଫୁଲବାଣୀ,୭ା୧(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଞ୍ଜୟ ସ୍ମୃତି ମହିଳା ବିଦ୍ୟାଳୟ ସମ୍ମୁଖରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ହୋଇଛି । ଟଙ୍କା ଲୁଟିବା ଲାଗି ଏଟିଏମ୍‌ କାଉଣ୍ଟର ଭଙ୍ଗାରୁଜା କରାଯାଇଛି । ଏହି ଘଟଣାରେ ଜିଲା ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?