ଯୁବପିଢ଼ି ହିଁ ବଡ଼ଧରଣର ସମାଧାନ କରିପାରିବେ
କେନ୍ଦ୍ରାପଡ଼ା/ଡେରାବିଶ, ୧୮ା୮(ଜଗନ୍ନାଥ ଧଳ/ବେବର୍ତ୍ତା ଅଜୟ ଦାସ): ଆମମାନଙ୍କ ମଧ୍ୟରେ ପ୍ରଶ୍ନ ପଚାରିବାର ମାନସିକତା ପିଲାବେଳେ ଦେଖାଦେଇଥାଏ। ପିଲାମାନେ ପଚାରି ପଚାରି ସବୁକଥା ଜାଣିବାକୁ ପାଇଥାନ୍ତି। ପରବର୍ତ୍ତୀ ସମୟରେ ଆମେ ଯେତେବେଳେ ସମାଜ ଭିତରକୁ ପ୍ରବେଶ କରୁ, ଶିକ୍ଷାନୁଷ୍ଠାନ ଯାଉ ଏବଂ ବୟସ୍କ…
ସୁରକ୍ଷା ବଳୟରେ ଖଣି ଖନନ
କେନ୍ଦୁଝର,୧୮ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ପଳାଶପଙ୍ଗା ରାଜସ୍ବ ସର୍କଲ ଅନ୍ତର୍ଗତ ମୁରୁସୁଆଁ ପଥର ଖଣି ପରିବେଶ ଓ ଖଣି ପ୍ଲାନ୍ ନୀତିନିୟମ ଉଲ୍ଲଂଘନ କରି ଖନନ କରୁଥିବା ଅଭିଯୋଗ ହେଉଛି। ମାଇନିଂ ପ୍ଲାନ୍ ଉଲ୍ଲଂଘନ କରାଯାଇ ଅସୁରକ୍ଷିତ ପ୍ରଣାଳୀରେ…
ଅସ୍ତିତ୍ୱ ଖୋଜୁଛି ଖୋର୍ଦ୍ଧାଗଡ଼
ଖୋର୍ଦ୍ଧା,୧୮ା୮(ପ୍ରଭାତ ପାଣିଗ୍ରାହୀ): ଐତିହ୍ୟ, ସଂସ୍କୃତି ହେଉଛି ଗୋଟିଏ ଜାତିର ପରିଚୟ। ଏହା ଲୁପ୍ତ ହୋଇଗଲେ, ସେହି ଜାତିର ଅସ୍ତିତ୍ୱ ହଜିଯାଏ। ଏହିକ୍ରମରେ ଗରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା ଏହି…
ଅଭିନୟରେ ଗ୍ରାମ ଦୁଃଖ ଜଣାଇଲେ କୁନି କଳାକାର
କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ପୋଲିସ ପଡିଆଠାରେ ଆୟୋଜିତ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଫ୍ୟାନ୍ସି ଡ୍ରେସ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଖୁଣ ଅଭିନୟ ମାଧ୍ୟମରେ ନିଜ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଜଣାଇଛନ୍ତି ଜଣେ…
ଲଣ୍ଡା ପାହାଡ଼ରେ ସବୁଜିମା
ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସହର ଉପକଣ୍ଠରେ ସବୁଜ ବନାନୀ ସୃଷ୍ଟି କରିବା ପାଇଁ ସମ୍ବଲପୁର ବନଖଣ୍ଡ ପକ୍ଷରୁ ବିଭିନ୍ନ ଯୋଜନାରେ ବୃକ୍ଷ ରୋପଣ କରାଯାଉଛି। ଲଣ୍ଡା ପାହାଡ଼କୁ ସବୁଜ ସୁନ୍ଦର କରିବା ସହ ପୁନରୁଦ୍ଧାର କରାଯାଉଛି। ତଥ୍ୟ ଅନୁଯାୟୀ ୩ବର୍ଷ ଭିତରେ ପ୍ରାୟ…
ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର
କେନ୍ଦ୍ରାପଡ଼ା,୧୮ା୮(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବେଆଇନ ଦେଶୀ ଓ ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ଅଫିମ, ବ୍ରାଉନସୁଗାର କାରବାର କାୟା ମେଲିଛି। ମାତ୍ର ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହଁି ବୋଲି ସାଧାରଣରେ ଅସନ୍ତୋଷ…
କଂଗ୍ରେସ ଭୋଟ ଉପରେ ସମସ୍ତଙ୍କ ନଜର
ଜଗତ୍ସିଂହପୁର, ୧୮ା୮(ପ୍ରମୋଦ କୁମାର ନାୟକ): ୨୦୨୪ସାଧାରଣ ନିର୍ବାଚନକୁ ନେଇ ଏବେଠାରୁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ସମୟ ଯେତିକି ପାଖେଇ ଆସୁଛି ରାଜନୈତିକ ଚର୍ଚ୍ଚା ମଧ୍ୟ ସେତିକି ହେଉଛି। ଏ ପରିସ୍ଥିତିରେ ଜଗତ୍ସିଂହପୁର ଜିଲା ପାରାଦୀପ ବିଧାନସଭା…
ବିପଦପୂର୍ଣ୍ଣ ଅବସ୍ଥାରେ ପୋଲିସ ବିଟ୍ ହାଉସ
ଯାଜପୁରରୋଡ୍,୧୮ା୮(ପବିତ୍ର ମହାନ୍ତି): କ୍ରମବର୍ଦ୍ଧିଷ୍ଣୁ ବ୍ୟାସନଗର ସହରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଆଇନଶୃଙ୍ଖଳା ରକ୍ଷା କରିବା ପାଇଁ ଏହି ସହରରେ ଦୁଇଟି ଥାନା ଆବଶ୍ୟକତା ଥିବାବେଳେ ଗୋଟିଏ ଥାନା କାର୍ଯ୍ୟକରୁଛି। ବ୍ୟାସନଗର ସହରଟି ଯାଜପୁରରୋଡ୍ ଥାନା ଅଧୀନରେ ଥିବାରୁ…
ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ
ମହାକାଳପଡ଼ା,୧୮ା୮ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗାଁକୁ ରାସ୍ତା ନାହିଁ ବୋଲି କହିଛନ୍ତି ଗ୍ରାମବାସୀ। ଗ୍ରାମର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପାଇଁ ୨ କି.ମି. ଦୂର ନିକଟ ଉଚ୍ଚ ବିଦ୍ୟାଳୟକୁ ଯାତାୟାତ ପାଇଁ ବର୍ଷାଦିନରେ…
ବଳରାମପୁରରେ ପୁଣି ଧସିଲା ବୈତରଣୀ ନଦୀବନ୍ଧ
ଝୁମ୍ପୁରୀ/ଦଶରଥପରୁ,୧୮ା୮(ସରୋଜ ନାୟକ/ମନୋଜ ପୃଷ୍ଟି): ପୁଣି ବୈତରଣୀ ନଦୀ ବନ୍ଧରୁ ପ୍ରାୟ ୫୦ ଫୁଟ୍ରୁ ଊର୍ଦ୍ଧ୍ୱ ନଦୀଗର୍ଭରେ ଲୀନ ହୋଇଯାଇଛି। ଫଳରେ ୩ ପଞ୍ଚାୟତର ଅଧିବାସୀଙ୍କ ମନରେ କୋକୁଆ ଭୟ ଖେଳିଯାଇଛି। ଏପରି ଅବସ୍ଥା ସୃଷ୍ଟି ହୋଇଛି ଦଶରଥପୁର ବ୍ଲକ୍ କମାରଡ଼ିହ ପଞ୍ଚାୟତସ୍ଥ…
କମିଗଲା ୯ କି.ମି. ରାସ୍ତା ନିର୍ମାଣ
ଯାଜପୁର,୧୮ା୮(ହର୍ଷବର୍ଦ୍ଧନ ବେହେରା): ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ ବିଭାଗ ପକ୍ଷରୁ ଯାଜପୁର ଜିଲା ଦେଇ ଏକ ନୂତନ ଜାତୀୟ ରାଜପଥ(ଏନଏଚ)ର ପରିକଳ୍ପନା କରାଯାଇଛି । ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ସଂଯୋଗ କରୁଥିବା…
୧୦୧ କିଲୋ ଗଞ୍ଜେଇ ଜବତ
ନନ୍ଦପୁର,୧୭ା୮(ଶଙ୍କର ପୂଜାରୀ): ଚୋରା ଚାଲାଣ ପାଇଁ ଜଙ୍ଗଲରେ ଗଚ୍ଛିତ ରଖିଥିବା ଗଞ୍ଜେଇକୁ ଗୁରୁବାର ପାଡୁଆ ପୋଲିସ ଜବତ କରିଛି। ଏହାର ପରିମାଣ ୧୦୧ କେଜି। ତେବେ ୨ ଚାଲାଣକାରୀ ଖସି ପଳାଇଛନ୍ତି। ଏନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା…
Archives


