ଆମ ଜିଲା ଖବର

ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା

ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ…

ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ

ପାଟଣା,୫।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକର ଯୁବ ନେତା ତଥା ଜିଲା ବିଜେଡି ଉପ ସଭାପତି କରୁଣା ସାଗର ଖଟୁଆ ଓରଫ ଦିପୁଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ଗଞ୍ଜାମ ଜିଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ଛତ୍ରପୁର,୫ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସମସ୍ତ ରାଜନୈତିକ ଦଳ ଉପସ୍ଥିତିରେ ଏହି ଚୂଡାନ୍ତ ତାଲିକା ପ୍ରକାଶ କରିଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ପରେ ୨୯ ଲକ୍ଷ ୪୬ହଜାର…

ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର

ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍‌ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୫ା୧(ସୁନୀଲ ମହାନ୍ତି): ଘରୋଇ କଳିରୁ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ରହ୍ମପୁରାଠାରେ। ନଦୀକୁ ଗାଧୋଇ ଯାଉଥିବା ବେଳେ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ । ହତ୍ୟା କରିବା ପରେ ସ୍ବାମୀ…

ଓଲଟିଲା ସଂକୀର୍ତ୍ତନ ଦଳ ପିକ୍‌ଅପ୍‌: ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ

ସୁନ୍ଦରଗଡ଼,୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅନ୍ତର୍ଗତ ଗୁଲଠାଠାରେ ଶୁକ୍ରବାର ମଧ୍ୟାହ୍ନରେ ଏକ ପିକ୍‌ଅପ୍‌ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ତେବେ ମୃତକ ଜଣକ ହେଲେ…

ଚାଷୀ ସମସ୍ୟାକୁ ନେଇ ନୂଆପଡ଼ା ବନ୍ଦ

ନୂଆପଡ଼ା,୫।୧(ମକାରୁ ବେମାଲ): ରାଜ୍ୟ ସରକାରଙ୍କ କୃଷିମାରଣ ନୀତି, ଧାନର କଟନି ଛଟନି, କପାର ଅଭାବୀ ବିକ୍ରି, ଅହେତୁକ ବିଦ୍ୟୁତ୍‌ ଦର ବୃଦ୍ଧି, ଚାଷୀ ସମସ୍ୟା ତଥା ଧାନକିଣାରେ ହେଉଥିବା ଦୁର୍ନୀତିର ସିବିଆଇ ତଦନ୍ତ ଦାବିରେ ନୂଆପଡ଼ା ଭାଜପା ପକ୍ଷରୁ ଶୁକ୍ରବାର ବନ୍ଦ…

ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣା: ଛାରଖାର ହୋଇଗଲା ଦୁଇ ପରିବାର, ମୃତଦେହ କାହାର ତାହାକୁ ନେଇ ଚର୍ଚ୍ଚା

ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ହସ୍ପିଟାଲରେ ଗତ ୨୯ ତାରିଖରେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲ୍ଲୀପ ସାମନ୍ତରାୟ ମୃତ ନୁହେଁ ବରଂ ଜୀବିତ। ବିସ୍ଫୋରଣରେ ଆହତ ୪ଜଣଙ୍କ ମଧ୍ୟରୁ…

କଂଗ୍ରେସରେ ଯୋଗଦେଇପାରନ୍ତି ହେମା

ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳବଦଳ କଥା ସେତେ ଉଠୁଛି। ଏବେ ଗୁଣପୁର କଂଗ୍ରେସରେ ଆରମ୍ଭ ହୋଇଗଲାଣି ଟଣାଓଟରା। ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ପରଠାରୁ ଦଳର ପ୍ରଭାବ କମି ଆସିଥିଲା।…

ଓ୍ବାର୍ଡେନ ମୃତ୍ୟୁ ଘଟଣାରେ ୧୨ ଘଣ୍ଟିଆ ରାୟଗଡା ବନ୍ଦ

ଟିକିରି,୫।୧( ପ୍ରଫୁଲ କୁମାର ବେହେରା): ଓ୍ବାର୍ଡେନ ମୃତ୍ୟୁ ଘଟଣାରେ ଆଜି ୧୨ ଘଣ୍ଟିଆ ରାୟଗଡା ବନ୍ଦ ଡାକରା ଦିଆଯାଇଛି। ରାୟଗଡା ଜିଲା କାଶିପୁର ବ୍ଲକରେ ଆଜି ସକାଳୁ ସକାଳୁ ବଦ ପ୍ରଭାବ ଦେଖିବାକୁ ମିଳିଛି। ଗତ ୨୧ରେ ନକଟିଗୁଡ଼ା ଗ୍ରାମ ନିବାସୀ…

ଖୋଲା କୂଅ ପାଣି ପିଉଛନ୍ତି ଗ୍ରାମବାସୀ

ଯାଜପୁର,୫ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ଐତିହାସିକ ବଳରାମପୁରଗଡ଼ ଗ୍ରାମବାସୀ ଖୋଲା କୂପ ପାଣି ପିଉଛନ୍ତି। ରାଜନୈତିକ ନେତୃବର୍ଗଙ୍କ ଆନ୍ତରିକତାର ଅଭାବ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗୀୟ…

ଅବହେଳିତ ଅବସ୍ଥାରେ ବିଡ଼ି ଶ୍ରମିକ

ବ୍ରହ୍ମବରଦା,୫ା୧(ଯଯାତି କେଶରୀ ବେହେରା):ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବ୍ରହ୍ମବରଦା ପଞ୍ଚାୟତରେ ଥିବା ବିଡ଼ି ଶ୍ରମିକମାନେ ଅବହେଳିତ ଅବସ୍ଥାରେ ରହିଥିବା ଅଭିଯୋଗ କରିଛନ୍ତି। ପରିବାର ପ୍ରତିପୋଷଣ ପାଇଁ ବିଡ଼ି ନିର୍ମାଣକୁ ସେମାନେ ବେଉଷା ଭାବେ ବାଛିନେଇ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଦୈନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?