କେନ୍ଦୁଝରରେ ଅନାହାର ମୃତ୍ୟୁ
କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ଅନାହାରରୁ ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ସ୍ଥିତି ଏପରି ହୋଇଥିଲା ଯେ ବିଛଣାରୁ ଉଠିବାକୁ ବଳ ପାଉ ନ ଥିଲା। ୩ ଛୁଆ ମଧ୍ୟ ଖାଦ୍ୟ ଅଭାବରୁ ରୋଗାଗ୍ରସ୍ତ ହୋଇଯାଇଥିଲେ। ଅବଶ୍ୟ ପ୍ରଶାସନ ପକ୍ଷରୁ ଉକ୍ତ…
ଗୋପପୁରରେ ଭୟାବହ ଅଗ୍ନିକାଣ୍ଡ: ଘର ସହ ୧୩ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ
ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଗୃହ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଘରେ ଥିବା ୧୮ଟି ଛେଳି ମଧ୍ୟରୁ…
ବିଏସ୍କେୱାଇ ନବୀନ କାର୍ଡ ପାଇଁ ୬ରୁ ପଞ୍ଜୀକରଣ, ମେ ୧ରୁ ମିଳିବ ସୁବିଧା
ନୟାଗଡ଼,୪।୧(ଲୋକନାଥ ମିଶ୍ର): ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍କେୱାଇ)ର ପରିସରକୁ ସମ୍ପ୍ରସାରିତ କରି ବିଏସ୍କେୱାଇ ନବୀନ ଓଡ଼ିଶା କାର୍ଡ ଯୋଜନାରେ ଗ୍ରାମୀଣ ପରିବାରକୁ ସାମିଲ କରିବାକୁ ନାମ ପଞ୍ଜୀକରଣ କରିବାକୁ ବ୍ୟବସ୍ଥା କରିଛନ୍ତି । ବିଏସ୍କେୱାଇ ଅର୍ନ୍ତଭୁକ୍ତ ହୋଇ ନ…
ପୁରୀରୁ ଅଯୋଧ୍ୟାକୁ ଟ୍ରେନ୍ ଚଳାଚଳ କରାଯାଉ
ପୁରୀ, ୪ା୧(ଅଜିତ୍ ମହାନ୍ତି): ଶ୍ରୀଜଗନ୍ନାଥ ଧାମ ପୁରୀ ଏବଂ ପ୍ରଭୁ ଶ୍ରୀରାମଙ୍କ ପବିତ୍ର ଜନ୍ମଭୂମି ଅଯୋଧ୍ୟା ମଧ୍ୟରେ ନୂଆ ଟ୍ରେନ ଚଳାଚଳ ପାଇଁ ପୁରୀ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ପରିଷଦ ସଭାପତି ଜଗନ୍ନାଥ ବସ୍ତିଆ ଏଥିପାଇଁ ରେଳମନ୍ତ୍ରୀ ଅଶ୍ୱିନୀ…
ଚିଲିକାରେ ପକ୍ଷୀ ଗଣନା ଆଜି, ସାମିଲ୍ ହେବେ ୨୧ ଟିମ୍
ବାଲୁଗାଁ, ୪ା୧(ସଂଗ୍ରାମ ପାଇକରାୟ): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଆନୁକୂଲ୍ୟରେ ଗୁରୁବାର ଚିଲିକାରେ ପକ୍ଷୀଗଣନା କାର୍ଯ୍ୟ ହେବ। ଏଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହି ପରିପ୍ରେକ୍ଷୀରେ ବୁଧବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିିଏ ଗବେଷଣା କେନ୍ଦ୍ର ଗୃହରେ ଗଣନାକାରୀଙ୍କୁ ସବିଶେଷ…
ଗୋପବନ୍ଧୁଙ୍କ ପାଇଁ ସରକାରୀ ଯୋଜନା ସାତସପନ: ପଲିଥିନ ତଳେ ଶୀତ, କାକରରେ ବିତୁଛି ଜୀବନ
ରାଜକନିକା,୪ା୧ (ସଞ୍ଜୟ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାର ସାଧାରଣ ଗରିବ ଲୋକଙ୍କ ପାଇଁ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଆବାସ ଯୋଜନା, ବିଜୁ ପକ୍କାଘର ଅନ୍ୟତମ। ସାଧାରଣ ଗରିବଙ୍କୁ ଏହି ଯୋଜନାରେ ଗୃହ ଯୋଗେଇ…
ଜଗତ୍ସିଂହପୁର ଜିଲା: ଅଚଳ ଶତାଧିକ ଅନୁଷ୍ଠାନ
ଜଗତ୍ସିଂହପୁର, ୪ା୧ (ପ୍ରମୋଦ କୁମାର ନାୟକ): ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ଅଭିଯାନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା ଓ ୟୁନିୟନ ଆଦି ସୃଷ୍ଟି ହୁଏ। ଏହି ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ…
ମହାନଦୀ, ଲୁଣା, ପାଇକାରୁ ଡଙ୍ଗାରେ ବେଆଇନ ବାଲି ଚାଲାଣ; ବିପଦରେ ଶ୍ରମିକମାନଙ୍କ ଜୀବନ ଜୀବିକା
ମହାକାଳପଡ଼ା,୪।୧( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ମଧ୍ୟରୁ ବାଲି ଉତ୍ତୋଳନ କରି ବେଆଇନ ଭାବେ ଡଙ୍ଗାରେ ଚାଲାଣ ହେଉଛି। ଅପରପକ୍ଷରେ ନଦୀ ମଧ୍ୟରେ ଥିବା ବାଲିକୁ କେତେଜଣ ବାଲି…
କେନ୍ଦ୍ରାପଡ଼ା ଜିଲାରେ ବଢ଼ୁଛି ଚିଙ୍ଗୁଡ଼ି ଘେରି, କମୁଛି ଜଙ୍ଗଲ, ଚାଷ ଜମି
କେନ୍ଦ୍ରାପଡ଼ା, ୪ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡି ଘେରିର ଅହେତୁକ ଭାବେ ବୃଦ୍ଧି ସ୍ଥାନୀୟ ଅଞ୍ଚଳବାସୀ ସହ ପରିବେଶବିତ୍ଙ୍କ ଉଦ୍ବେଗର କାରଣ ସାଜିଛି। ଜିଲାରେ ମାତ୍ର ୭୨୯ ଚାଷୀ ଚିଙ୍ଗୁଡ଼ି ଘେରି ପାଇଁ ଜିଲା ମତ୍ସ୍ୟ ବିଭାଗରୁ ଅନୁମତି ନେଇଥିବା…
ଢେଙ୍କାନାଳର ମଗଜି ଲଡୁକୁ ଜିଆଇ ଟ୍ୟାଗ୍
ଢେଙ୍କାନାଳ,୪।୧(ରତନ ନାୟାର): ଦୀର୍ଘଦିନ ପ୍ରତୀକ୍ଷାର ଘଟିଛି ଅନ୍ତ। ଶେଷରେ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ମଗଜି ଲଡୁକୁ ମିଳିଛି ଜିଓଗ୍ରାଫିକାଲ ଇଣ୍ଡିକେଶନ (ଜିଆଇ) ଟ୍ୟାଗ୍ ମାନ୍ୟତା। ବୁଧବାର ସନ୍ଧ୍ୟାରେ ଏହି ଖବର ଜଣାପଡ଼ିବା ପରେ ଜିଲାବାସୀ ଖୁସିରେ ଆତ୍ମହରା ହୋଇପଡ଼ିଛନ୍ତି। ଏହି ଲଡ଼ୁ…
ଗଞ୍ଜାମ: ୮ ବର୍ଷରେ ଆସିଛନ୍ତି ୧.୪୦ ଲକ୍ଷ ବିଦେଶୀ ପକ୍ଷୀ
ବ୍ରହ୍ମପୁର,୪ା୧ (ସ୍ମୃତି ରଞ୍ଜନ ମହାଲିକ): ଶୀତ ଋତୁ ଆସିଲେ ଗଞ୍ଜାମକୁ ବିଦେଶୀ ପକ୍ଷୀଙ୍କ ଆଗମନ ଦେଖିବାକୁ ମିଳିଥାଏ, ଯାହାକୁ ଦେଖିବା ପାଇଁ ପ୍ରକୃତି ପ୍ରେମୀଙ୍କ ଭିଡ଼ ଲାଗେ। ବିଶେଷ କରି ସାଇବେରିଆ, ଋଷିଆ ଓ ଉତ୍ତର ଚାଇନା ଭଳି ସୁଦୂର ବିଦେଶରୁ…
୬ରେ ଦଶପଲ୍ଲାକୁ ଗଡ଼ିବ ରେଳ
ନୟାଗଡ଼/ଦଶପଲ୍ଲା,୪।୧ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଜାନୁଆରୀ ୬ରେ ଦଶପଲ୍ଲା ରେଳ ଷ୍ଟେଶନ ଉଦ୍ଘାଟନ ହେବ। ଏଥିପାଇଁ ପୂର୍ବତଟ ରେଳ ବିଭାଗର ମହାପ୍ରବନ୍ଧକ ମନୋଜ ଶର୍ମା ନୟାଗଡ଼ ଜିଲାର ଦଶପଲ୍ଲା ଗସ୍ତ କରିଛନ୍ତି। ମହାପ୍ରବନ୍ଧକ ଭୁବନେଶ୍ୱରରୁ ଦଶପଲ୍ଲାକୁ ରେଳ ଇଞ୍ଜିନରେ ଆସି…

