ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ
କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଶକ୍ତ…
ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ, ଡେପୁଟେଶନରେ ଯିବାକୁ ଜାରି ହେଲା ଅର୍ଡର
ନୀଳଗିରି,୧୯ା୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରିର ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତଚନ୍ଦ୍ର ଉପାଧ୍ୟାୟ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକକୁ ଡେପୁଟେଶନରେ ବଦଳି ଅର୍ଡର ହୋଇଥିବା ଜଣାଯାଇଛି। ଆଇଟିଡିଏ କାର୍ଯ୍ୟରତ ଥିବାବେଳେ ଆଦିବାସୀ ଟଙ୍କାରେ ଅୟସ କରୁଥିଲେ…
ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା: ତାପମାତ୍ରା ରହିଛି…
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଶୀତରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୨ ସହର। ୮.୫ ଡିଗ୍ରୀ ସହ ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ପାଲଟିଥିବା ବେଳେ ଫୁଲବାଣୀରେ ତାପମାତ୍ରା ୯ ଡିଗ୍ରୀ ରହିଛି। ସେହିପରି କଟକରେ ତାପମାତ୍ରା ୧୪.୪…
ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା: ନଭେମ୍ବର ୨୪ରେ ଶୁଭସ୍ତମ୍ଭ ସ୍ଥାପନ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏହି…
ଚୋରି କରିବାକୁ ଯାଇ ମାଡ଼ରେ ଗଲା ପ୍ରାଣ: ପରେ…
ଉଦଳା,୧୯।୧୧(ସନ୍ତୋଷ କୁମାର ବାଚ୍ଛିନୀ): ଗାଁ କୁ ଚୋରି କରିବାକୁ ପଶିଥିଲେ, ଆଉ ଗାଁ ଲୋକଙ୍କ ହାବୁଡ଼ରେ ଧରା ପଡିଯିବା ପରେ ଖାଇଲେ ନିର୍ଘାତ ମାଡ଼। ମାଡ଼ରେ ଚାଲିଗଲା ଚୋରଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର। ଏଭଳି ଘଟଣା ଘଟିଛି ଉଦଳା ଥାନା…
ସଫଳ ମତ୍ସ୍ୟ ଚାଷୀମାନଙ୍କୁ ପୁରସ୍କୃତ
ପାରଳାଖେମୁଣ୍ଡି,୧୯।୧୧(ଗିରିଧାରୀ ପରିଚ୍ଛା): ଗୁମ୍ମାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ପଞ୍ଚାୟତ ସମିତି ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ମେଳାରେ ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗର ପ୍ରଦର୍ଶନୀ ସହ ଚାଷୀ ବିଶେଷଜ୍ଞମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ…
ଭୁବନେଶ୍ବର ଏଜି ଛକରେ ଲାଗିବ ସଡ଼କ ଦୁର୍ଘଟଣା ଘଣ୍ଟା
ଭୁବନେଶ୍ୱର,୧୯।୧୧: ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା। ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକଙ୍କ ଚିଠି କରିଛନ୍ତି। ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା। ସଚେତନ ସହ ସକରାତ୍ମକ…
ବାଇକ୍ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଗାଡ଼ି ଚକ: ଆଉ ତା’ପରେ ଘଟିଲା…
ପାଟଣା,୧୯।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାର ପଡ଼ା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପରମେଶ୍ବର ଶିବ ମନ୍ଦିର ନିକଟରେ ବୁଧବାର ଭୋରରୁ ଅଜଣା ସକାଳୁ ଗାଡି ଧକ୍କାରେ ଜଣେ ୨୯ ବର୍ଷୀୟ ବାଇକ ଆରୋହୀ ମୃତ୍ୟୁ…
ରେଳ ଟ୍ରାକ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର,୧୯।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ବସନ୍ତପୁର ଏବଂ ସୀତାବିଞ୍ଜ ରେଳ ଷ୍ଟେଶନ ମଧ୍ୟରେ ଟ୍ରେନ୍ ଟ୍ରାକ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ରବିବାର ରାତିରେ ଟାଟା ବିଶାଖାପାଟଣା ସାପ୍ତାହିକ ଏକ୍ସପ୍ରେସରୁ ଖସି…
ନୂଆପଡ଼ାରୁ ଚାଞ୍ଚଲ୍ୟକର ଖବର: ସପ୍ଲାଇ ପାଣିରେ ଜିଆ
ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ସୁନ୍ଦର ଜଳସେଚନ ପ୍ରକଳ୍ପ ଜଡାମୁଣ୍ଡାଠାରେ ଗଭୀର କୂପ ଜରିଆରେ ପାଣି ଉଠାଇ ଗାଁ ଗାଁକୁ ପାଇପ୍ ବିଛାଯାଇ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହେଉଛି। ହେଲେ ସୋମବାର କୋମନା…
ଜେସିବି ଧକ୍କାରେ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସାରା ରାତି ପଡ଼ି ରହିଲା ମୃତଦେହ, ୧୬ ଘଣ୍ଟା ପରେ ଉଦ୍ଧାର
ଅମରପାଲି,୧୯।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୌଡଗାଡ ଗ୍ରାମରେ ଗତ ସୋମବାର ରାତିରେ ଜେସିବି ଧକ୍କାରେ ଏକ କନଷ୍ଟ୍ରକସନ କମ୍ପାନୀର ମ୍ୟାନେଜରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲ। ମୃତଦେହ ଉଦ୍ଧାର ପାଇଁ ପୋଲିସ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ…
ହ୍ୟୁମାନ ସାଗରଙ୍କୁ ମନେପକାଇଲେ ଯୁବପିଢ଼ି
ଦାରିଙ୍ଗବାଡି, ୧୯।୧୧ (ଅରୁଣ ସାହୁ): ଓଡିଶାର ସୁନାମଧନ୍ୟ କଣ୍ଠ ଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ସାରା ରାଜ୍ୟ ଭାଙ୍ଗିପଡ଼ିଥିବାବେଳେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ଯୁବପିଢ଼ି ତାଙ୍କୁ ବହୁତ ମନେ ପକାଉଛନ୍ତି। ଏହି ଅବସରରେ ଦାରିଙ୍ଗବାଡି ସୁବିଧାକେନ୍ଦ୍ରଠାରେ ଅଞ୍ଚଳର ଲୋକମାନେ ଯୁବପିଢ଼ି ଏକାଠି…
Archives


