ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ ନିର୍ଭରଶୀଳ ଚାଷୀମାନେ ଖରିଫ ଚାଷକାର୍ଯ୍ୟ ପ୍ରସ୍ତୁତି ଆରମ୍ଭ କରିବାକୁ ବରଗଡ଼ ଜଳସେଚନ ବିଭାଜନ…
୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ OSD ଭାବେ ୨୩ OAS ଅଧିକାରୀ ଆଜିଠୁ ଜୁଲାଇ…
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି ସରିବାର ୬ ଦିନ ପୁର୍ୱରୁ ଦୋକାନକୁ ବନ୍ଦ କରିଦିଆଯାଇଥିବା ଅଭିଯୋଗ ହୋଇଛି। ଏଭଳି…
ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ
ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୋହନା ଥାନା ଅଧୀନ ସିଙ୍କୁଳିପଦର ଗ୍ରାମର ଅଭିଯୁକ୍ତ ରାଜେନ୍ଦ୍ର ଜାନୀ (୨୬)ଙ୍କୁ ପୋକ୍ସୋ…
ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା
ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ ରାସ୍ତାରେ ଏକ ବେପରୁଆ ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ଶ୍ରମିକଙ୍କ ପ୍ରାଣହାନି…
ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର
ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଭଦ୍ରକ ସଦର ମହକୁମା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ମୁଖ୍ୟ…
ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…
ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ମଙ୍ଗଳବାର ଗଞ୍ଜାମ ଜିଲା ପରିଷଦର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ‘ସ୍ୱନିଧି…
ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା
ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ ଜାରି ରହିଛି। ଏହି ଅନୁସନ୍ଧାନ ପ୍ରକ୍ରିୟାରେ ବର୍ତ୍ତମାନ…
ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ
ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଯୋଗ୍ୟ, ପ୍ରିୟଙ୍କା ବିବାହିତ ଥିଲେ, ସ୍ବାମୀ ଓ ୩ ବର୍ଷର…
ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ
ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅବସର ଦିନ ହିଁ ସେମାନଙ୍କ ଫାଇନାଲ ପେନସନ ସହ ଅନ୍ୟାନ୍ୟ ସୁବିଧା…
ବ୍ୟବସ୍ଥିତ ଏସ୍.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ
ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍.ଆଇ.ଆର୍) କାର୍ଯ୍ୟକ୍ରମକୁ ଅଧିକ ସୁଦୃଢ଼ ଓ ସ୍ୱଚ୍ଛ କରିବା ପାଇଁ ସୋମବାର ଛତ୍ରପୁର ଜିଲାପାଳଙ୍କ ସମ୍ମିଳନୀ…
ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ
ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ ମହାବିଦ୍ୟାଳୟ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ତ୍ରିନାଥ ୧୯୮୫ ମସିହାରେ ଉଦ୍ଭିଦ…

