ଆମ ଜିଲା ଖବର

ପିଆର୍‌ଏମ୍‌ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା

ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରି…

ରାତିରେ ବୁଲୁଛି ଭାଲୁ

ଖୁଣ୍ଟା,୩।୩ (ଦେବରଞ୍ଜନ ବେହେରା): ମୟୂରଭଞ୍ଜ ଜିଲା ଉଦଳା ରେଞ୍ଜ୍‌ ଖୁଣ୍ଟା ଅଞ୍ଚଳରେ ଗତ କିଛିଦିନ ଧରି ଭାଲୁ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ସାନଖୁଣ୍ଟା ପଞ୍ଚାୟତବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଏକ ସପ୍ତାହ ପୂର୍ବେ ରାତି ପ୍ରାୟ ୯ଟା ବେଳେ…

ଚେକ୍‌ ବାଉନ୍ସ ହେଲାରୁ ୧୪ ଲକ୍ଷ ଜରିମାନା, ବର୍ଷେ ଜେଲ

ବୈଶିଙ୍ଗା, ୩।୩(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ଜେଏମ୍‌ଏଫସିରେ ଏକ ଚେକ ବାଉନ୍ସ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ୧୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବର୍ଷେ କାରାଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ତେବେ ଜରିମାନା ଅନାଦେୟ…

ମହାନଦୀ ବାଲିରେ କୁମ୍ଭୀର

ଗଣିଆ,୩ା୩ (ସନ୍ତୋଷ କୁମାର ପ୍ରଧାନ): ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ କେନ୍ଦୁପଲ୍ଲୀ ଗ୍ରାମ ନିକଟ ମହାନଦୀ ବାଲିପଠାରେ ଏକ କୁମ୍ଭୀର ବୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। କୁମ୍ଭୀରଟି ନଦୀ ବାଲିରେ ବୁଲୁଥିବାର ଦେଖି ଲୋକେ ଗଣିଆ ବନ ବିଭାଗ କର୍ମଚାରୀଙ୍କୁ…

ଅଲ୍‌ଟ୍ରାସାଉଣ୍ଡ କେନ୍ଦ୍ର ସିଲ୍‌

ନୟାଗଡ଼,୩ା୩(ଲୋକନାଥ ମିଶ୍ର): ନୟାଗଡ଼ ସହରର ସାଇ ଅଲଟ୍ରାସାଉଣ୍ଡ କେନ୍ଦ୍ର ସିଲ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ କର୍ଣ୍ଣଦେବ ସମାଦରଙ୍କ ତୱାବଧାନରେ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଅଧିକୃତ ବିଶେଷଜ୍ଞ ଡା. ତାଙ୍କର ସମ୍ମତି ପ୍ରତ୍ୟାହାର କରିବା ସମ୍ପର୍କରେ ପଚରା ଉଚରା…

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଭାବନୀୟ ଘଟଣା: ଡାକ୍ତର-କର୍ମଚାରୀ ମାରପିଟ

ସମ୍ବଲପୁର,୩ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟର ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା କ୍ରମରେ ଦୁଇଜଣ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏ ନେଇ ଉଭୟ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ପୃଥକ୍‌ ମାମଲା…

ଋଣ ବୋଝ ଅସହ୍ୟ: ଚାଷୀଙ୍କ ଆତ୍ମହତ୍ୟା

ଛେଣ୍ଡିପଦା,୩ା୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସାପୋଇସାହିର ଯୁବ ଚାଷୀ ତ୍ରିନାଥ ପ୍ରଧାନ(୪୧) ଋଣ ଶୁଝି ନ ପାରି ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀଙ୍କ ବଡ଼ ବାପା ବୃନ୍ଦାବନ ପ୍ରଧାନ ଏ…

ମାଲକାନଗିରି ପୂର୍ବତନ ବିଜେଡି ବିଧାୟକ ମୁକୁନ୍ଦ ସୋଡ଼ି ଦଳ ଛାଡ଼ିଲେ

ମାଲକାନଗିରି, ୩ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରିର ପୂର୍ବତନ ବିଜେଡି ବିଧାୟକ ମୁକୁନ୍ଦ ସୋଡ଼ି ଶନିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ସେଥିରେ ଇସ୍ତଫାର କାରଣ ଦର୍ଶାଇ ନ…

୫ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭର୍ଚୁଆଲରେ ରାଜ୍ୟର ୫ ସରକାରୀ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିଛନ୍ତି। ଏଥିସହ ୪ ମେଡିକାଲ କଲେଜର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ…

ମାର୍ଚ୍ଚ ପାଇଁ ଜିଲାପାଳ,ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ପ୍ରକାଶ

କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମାର୍ଚ୍ଚ ପାଇଁ ଜିଲାପାଳ ଓ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍‌ଠାରେ,୧୧ତାରିଖ ସୋମବାର ଝୁମ୍ପୁରା ବ୍ଲକ୍‌ କାର୍ଯ୍ୟାଳୟଠାରେ ଏବଂ ୧୮ ତାରିଖ ସୋମବାର ତେଲକୋଇ…

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର,…

କଟକ ରୁପା ତାରକସିକୁ ମିଳିଲା ଜିଆଇ ଟ୍ୟାଗ୍‌

କଟକ,୨ା୩(କାର୍ତ୍ତିକ ସାହୁ): ବହୁଦିନର ଦାବି ଆଜି ପୂରଣ ହୋଇଛି। ପ୍ରାଚୀନ କଟକ ସହରର ଅନ୍ୟତମ ଐତିହ୍ୟ ଭାବେ ପରିଗଣିତ ରୁପା ତାରକସିକୁ ଶନିବାର ଜିଆଇ ଟ୍ୟାଗ୍‌ ମିଳିଛି। ଏହାଦ୍ୱାରା ଓଡ଼ିଶାର ଜିଆଇ ଟ୍ୟାଗ୍‌ ତାଲିକାରେ ରୁପା ତାରକସି ୨୬ ନମ୍ବର ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?