ଆମ ଜିଲା ଖବର

ରାଜ୍ୟର ସବୁଠୁ ଥଣ୍ଡା ସହର କୋରାପୁଟ

କୋରାପୁଟ,୨୭ା୧୨(ଅମିତାଭ ବେହେରା): ଓଡ଼ିଶାରେ ବର୍ତ୍ତମାନ ତାପମାତ୍ରା ଦିନକୁ ଦିନ ବଢୁଥିବା ବେଳେ ଶୀତର ପ୍ରକୋପ ହ୍ରାସ ପାଇଛି। ବୁଧବାର କୋରାପୁଟ ସହରର ସର୍ବନିମ୍ନ ତାପମାତ୍ରା ୭.୪ ଡିଗ୍ରୀ ରହିଥିବାରୁ ରାଜ୍ୟର ସବୁଠୁ ଥଣ୍ଡା ସହର ହୋଇଥିବା ଜଣାଯାଇଛି। ବୁଧବାର ରାଜ୍ୟର ୪…

ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବରଗଡ଼,୨୭ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ତଲାକଟା ଗ୍ରାମରେ ଗତ ୨୦୧୯ ଜୁଲାଇ ୩୦ରେ ଛେଳିମାଂସ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହି ମାମଲାର ବିଚାର କରି ବରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଯୁବକଙ୍କ ଜୀବନ, ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ରେଢ଼ାଖୋଲ,୨୭ା୧୨(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ସହର ଉପକଣ୍ଠସ୍ଥ ୫୫ ନଂ ଜାତୀୟ ରାଜପଥର ଏକ ରେଷ୍ଟୁରାଣ୍ଟ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ରେଢ଼ାଖୋଲ ସହର ଖନ୍ଦାଢିପର ଶୁଭେନ୍ଦୁ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୨୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସଦର ଥାନା ଡିମିରିଡିହା ଗ୍ରାମର ସୁନୀଲ କୁମାର ନାଏକ(୨୬)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ…

ହାତୀଛୁଆର ମୃତ୍ୟୁ

ଦେବଗଡ଼,୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ରେଞ୍ଜ ନୂଆଡିହି ଫରେଷ୍ଟ ସେକ୍ସନରେ ହାତୀଛୁଆର ମୃତ୍ୟୁ ହୋଇଛି। ରେଙ୍ଗାଲି ଡ୍ୟାମ କଂଠିମାଳ ଗ୍ରାମ ନିକଟସ୍ଥ ନାଳକଡ଼ରେ ପଡ଼ିଛି ହାତୀ ଶାବକର ମୃତଦେହ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବନବିଭାଗର ତଦନ୍ତ ଆରମ୍ଭ ହୋଇଛି।…

କଟ୍‌ନୀ ଛଟ୍‌ନୀକୁ ବିରୋଧ

ନୟାଗଡ଼,୨୭ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଆର୍‌ଏମ୍‌ସି ୟାର୍ଡଠାରେ ଧାନମଣ୍ଡି ଉଦ୍‌ଘାଟନ ସମୟରେ କଟ୍‌ନୀ ଛଟ୍‌ନୀକୁ ବିରୋଧ ସହ ବିକ୍ଷୋଭ କରାଯାଇଛି। ନବ ନିର୍ମାଣ କୃଷକ ସଂଗଠନ ଓ ଭାଜପା ପକ୍ଷରୁ ବିରୋଧ ହୋଇଥିଲା। ଏପରିକି ସଚେତନତା ରଥ…

ଗଞ୍ଜାମରେ କରୋନା ଭୟ ନାହିଁ: ଜିଲାପାଳ

ଛତ୍ରପୁର,୨୭ା୧୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟରେ ପୁଣି ଲେଉଟିଲାଣି କରୋନା। ତେବେ ଗଞ୍ଜାମ ଜିଲା ଏଥିପାଇଁ ସଜାଗ ରହିଛି। ଜିଲାରେ ଏବେ କୌଣସି ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇନାହିଁ। ଏଣୁ ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା।…

ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୭ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପାଟପୁର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏଡିଜେ -୧ ଡା. ଇନ୍ଦୁ ଶର୍ମା ଉକ୍ତ ମାମଲାର ଚୂଡ଼ାନ୍ତ ରାୟ ବୁଧବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ…

ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନ ହରିଡା ଯୋଡ଼ି ଗ୍ରାମରେ ମଙ୍ଗଳବାର ରାତିରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଉକ୍ତ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକଙ୍କ ନାମ ମିଥୁନ ମୁଣ୍ଡା…

ଦାରିଙ୍ଗବାଡ଼ି ବୁଲିବାକୁ ଆସିଥିଲେ : ଓଲଟିଲା ବସ୍‌

କନ୍ଧମାଳ,୨୭।୧୨: କନ୍ଧମାଳ ଜିଲା ବାଲିଗୁଡ଼ା ବ୍ରାହ୍ମଣୀ ଗାଁ ଥାନା ଅନ୍ତର୍ଗତ ମହାଗୁଡ଼ି ନିକଟ ବୁଲାଣି ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। ଆହତଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେତେ…

ନୂଆବର୍ଷରେ ମାଲକାନଗିରି ବିମାନବନ୍ଦର ଲୋକାର୍ପଣ

ମାଲକାନଗିରି, ୨୭।୧୨(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଜନକଲ୍ୟାଣ ଯୋଜନାଗୁଡ଼ିକର ମାଲକାନଗିରି ଜିଲାରେ ହିଁ ଶୁଭାରମ୍ଭ କରିଥାନ୍ତି। ୨୦୨୪ ଜାନୁୟାରୀ ପ୍ରଥମ ସପ୍ତାହରେ ମାଲକାନଗିରି ସଦର ମହକୁମାରେ ନବନିର୍ମିତ ବିମାନବନ୍ଦର ଲୋକାର୍ପିତ ହେବ ବୋଲି କ୍ରୀଡ଼ା ସଚିବ ତଥା ମାଲକାନଗିରିର…

୬ଷ୍ଠ ଥର ହାତେଇବାକୁ ଶାସକ ଦଳର ରଣନୀତି

ଫୁଲବାଣୀ,୨୭।୧୨(ରାକେଶ କୁମାର ରାଉତ): ଶାସକ ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ କନ୍ଧମାଳ ଜିଲା ଫୁଲବାଣୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ହାତରେ ରଖିଆସିଛି।ଏଥର ୬ଷ୍ଠ ପାଳିରେ ମଧ୍ୟ ବିଜେଡି ଏହି ସିଟ୍‌କୁ ହାସଲ କରିବାକୁ ରଣନୀତି ପ୍ରସ୍ତୁତ କରିଚାଲିଛି। କିନ୍ତୁ ଦଳ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?