ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…
ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ପୋଡ଼ି ମାରିବାକୁ ଉଦ୍ୟମ…
ଅମାଠ ବେହେରା ରାଇସ ମିଲ ସିଲ୍: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ
କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ ଏବଂ କେସିଙ୍ଗା ତହସିଲଦାରଙ୍କ ଉପସ୍ଥିତରେ ସିଲ କରାଯାଇଛି। ରବି ଋତୁରେ ଚାଷୀଙ୍କ ବିଭିନ୍ନ…
ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍ ସହ ଘରୁ ମିଳିଲା…
ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି
ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ ଏଠାରେ ଭର୍ତ୍ତି କଲେ ପ୍ରାଥମିକ ଚିକିତ୍ସା କରି ବରଗଡ଼ କିମ୍ବା ବୁର୍ଲାକୁ ପଠାଇଦିଆଯାଉଛି…
ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ
ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ…
ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..
ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ ପ୍ରାୟ ୩ ରୁ ୪ କିଲୋମିଟର ପର୍ଯ୍ୟନ୍ତ…
ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…
ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲାପୋଲିସ ଅଧୀକ୍ଷକ (ଏସ୍ପି)…
ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି
ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ସାନଖଣି ଗାଁରେ । ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ସମୟରେ ଗାଁର ବାସନ୍ତୀ…
ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼
ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର । ବର୍ତ୍ତମାନ ତାଙ୍କର ଉପଚାର ଜାରି ରହିଥିବା ବେଳେ ଭକ୍ତଙ୍କୁ ଦର୍ଶନ ଦେଉନାହାନ୍ତି ମହାପ୍ରଭୁ…
ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ
କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର ଦେଖାଯାଇଛି। ମୃତଶରୀର ବିଷୟରେ କେସିଙ୍ଗା ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ବାଳଙ୍କୁ ପଚାରିବାରୁ ପ୍ରାଥମିକ…
ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…
ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଗଡହୁମାର ବାଉଁସିଆପଡା ଗ୍ରାମର ପୂର୍ଣ୍ଣଚନ୍ଦ୍ର ନାୟକ ନାମକ ଜଣେ ବୃଦ୍ଧ ସାଇକେଲରେ ରାସ୍ତା…
ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି
ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ଘରେ ମଙ୍ଗଳବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ସ୍ପେଶାଲ…

