ଆମ ଜିଲା ଖବର

ଅଦିନିଆ ବର୍ଷାରେ ନଷ୍ଟହେଲା ଧଳାସୁନା

ଭବାନୀପାଟଣା,୨୪।୧୨(ଉତ୍ତମ କୁମାର ଦାଶ)ଚାଷ ଓ ଚାଷୀଙ୍କୁ ନେଇ ପରିଚିତ କଳାହାଣ୍ଡି ଜିଲା। ଧାନ ସହିତ କପା ଓ ଡାଲି ଜାତୀୟ ଶସ୍ୟ, ମାଣ୍ଡିଆ, ଗୁର୍ଜି ଭଳି ବିଭିନ୍ନ ଚାଷକୁ ନେଇ ବିଶ୍ୱଦରବାରରେ ନିଜର ସ୍ବତନ୍ତ୍ର ପରିଚୟ ପାଇଛି କଳାହାଣ୍ଡି। ଧାନ ଉତ୍ପାଦନରେ…

କୋଏଲରେ ମିଶୁଛି ଡ୍ରେନ୍‌ ପାଣି

ରାଉରକେଲା,୨୪।୧୨(ସଙ୍ଗୀତା ଜେନା)ଇସ୍ପାତ ସହର ରାଉରକେଲାର ବିଭିନ୍ନ ଅଞ୍ଚଳର ବର୍ଜ୍ୟଜଳ ମୁଖ୍ୟ ଡ୍ରେନରେ ଆସି କୋଏଲ ନଦୀରେ ମିଶୁଛି। ଏହାଦ୍ୱାରା ନଦୀଜଳ ପ୍ରଦୂଷଣ ହେଉଛି। ଅନ୍ୟପକ୍ଷେ ଏହି ନଦୀଜଳକୁ ସ୍ଥାନୀୟ ଅଞ୍ଚଳବାସୀ ବିଭିନ୍ନ କାମରେ ବ୍ୟବହାର କରୁଛନ୍ତି। ଫଳରେ ଝାଡ଼ାବାନ୍ତି ଭଳି ସଂକ୍ରାମକ…

ଡେଉଁରିଆ କାମ ନ ଦେବାରୁ ବାବାଙ୍କୁ ହତ୍ୟା

ବାଲିକୁଦା,୨୪ା୧୨(ତାପସ ସ୍ବାଇଁ)ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ରାହାଣ ପଞ୍ଚାୟତ ଅନ୍ତର୍ଗତ କୋଷିଦା ମଠର ବାବା ପ୍ରହଲ୍ଲାଦ ଦାସଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତ ବାନାମ୍ବର ଦାସ (ବାନା)ଙ୍କୁ ପୋଲିସ ଶୁକ୍ରବାରଠାରୁ ଅଟକ ରଖିଥିବା ବେଳେ ଶନିବାର କୋର୍ଟ ଚାଲାଣ କରିଛି। ମୃତ ବାବାଙ୍କ…

ଯୋକଡ଼ିଆ କେନାଲ ପୁନରୁଦ୍ଧାର ଦାବି ତେଜିଲା

ଯାଜପୁର,୨୪ା୧୨(ହର୍ଷବର୍ଦ୍ଧନ ବେହେରା)ଯାଜପୁର ବ୍ଲକର ନାଥସାହି, ଭୁବନେଶ୍ୱରପୁର, ଖଇରାବାଦ, ଚଇନପୁର, ବେରୁଦା, ମାଳଆନନ୍ଦପୁର ପ୍ରଭୃତି ୧୦ ପଞ୍ଚାୟତର ପ୍ରାୟ ଶତାଧିକ ଗ୍ରାମ ବନ୍ୟା ଓ ମରୁଡି ଦ୍ୱାରା ପ୍ରଭାବିତ। ଏଥିଯୋଗୁ କୃଷକ ପରିବାରଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇପଡ଼ିଛି। ଫସଲକୁ ସୁରକ୍ଷା ଦେବା…

ଅମେଇମୁହାଁବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୨୪।୧୨ ( ଧନେଶ୍ୱର ସାହୁ)ପ୍ରତି ଗାଁକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଇଥିବା ସରକାର କହୁଛନ୍ତି । ହେଲେ ତାହାର ଭିନ୍ନ ଚିତ୍ର ଦେଖିବାକୁ ମିଳିଛି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିକ୍ରିଡା ପଞ୍ଚାୟତ ଅମେଇମୁହାଁ ଗ୍ରାମରେ । ଗାଁକୁ…

ପାଇପ୍‌ ଫାଟି ଭାସୁଛି ପାଣି

ବଡ଼ବିଲ,୨୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟ ସଡ଼କପଥ ପାର୍ଶ୍ୱ ଦେଇଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଇପ୍‌ ଫାଟି ପାଣି ନଷ୍ଟ ହେଉଛି। ପାନୀୟ ଜଳ ସଙ୍କଟକୁ ଦୂର କରିବାକୁ ରାଜ୍ୟ ସରକାର ଦିନରାତି ‘ଟ୍ୟାପ୍‌ ଟୁ ଓ୍ବାଟର’ ଯୋଜନା କାର୍ଯ୍ୟକାରୀ କରିବାକୁ…

ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ, ଟ୍ରକ୍‌ ଚାପାରେ ଚାଲିଗଲା ଭଣଜାଙ୍କ ଜୀବନ

କେନ୍ଦୁଝର,୨୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅଧୀନ ୪୯ ନଂ ଜାତୀୟ ରାଜପଥ ପଟାଟାଙ୍ଗର ଛକରେ ଶନିବାର ଏକ ୧୦ ଚକିଆ ଟ୍ରକ୍‌ ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁଗୋଳ ଜିଲା ପାଲଲହଡ଼ା ଥାନା…

ଗୋଡ଼ରେ ଘା’ ହେବାରୁ ଧାନବିଲରେ ବୃଦ୍ଧାଙ୍କୁ ଛାଡ଼ିଦେଲେ ପରିବାର ଲୋକେ

ବରଗଡ଼,୨୩ା୧୨(ପ୍ରେମାନନ୍ଦ ଖମାରୀ):ଅନ୍ଧବିଶ୍ୱାସ ଏବେ ବି ବଞ୍ଚିରହିଛି। ଆଉ ଏହି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ମଣିଷର ମାନବିକତା ମଧ୍ୟ ମରିଯାଉଛି। ବରଗଡ଼ ଜିଲା ଭଟଲି ବ୍ଲକ ଅଞ୍ଚଳରେ ଏମିତି ଏକ ଅମାନବୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ବାମଗୋଡ଼ ପାଦରେ ଘା’…

ଜେଲ୍‌ ଗଲେ ବୁଖାରୀ

ଯାଜପୁର,୨୩ା୧୨: ସନ୍ଦିଗ୍ଧ କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀ ଶନିବାର ଜେଲ୍‌ ଯାଇଛନ୍ତି। ବୁଖାରୀଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଥିଲା କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌। ରିମାଣ୍ଡ ଅବଧି ସରିବା ପରେ ଆଜି ତାଙ୍କୁ ଚଣ୍ଡିଖୋଲ କୋର୍ଟ ଜେଲ୍‌ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, କେବଳ…

ଦୁର୍ଘଟଣା ପରେ ଟ୍ରକ୍‌ ଜାଳିଦେଲେ ଲୋକେ

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ଗାନ୍ଧୀନଗରପଡ଼ାରେ ଶନିବାର ଏକ ଟ୍ରକ୍‌ ଜାଳି ଦେଇଛନ୍ତି ଉତ୍ତ୍ୟେକ୍ତ ଲୋକେ। ଉକ୍ତ ଟ୍ରକ୍‌ଟି ଜଣେ ଯୁବକଙ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍‌ ଚାପାରେ ଗୁରୁତର ଥିବା ଯୁବକଙ୍କର ଭୀମଭୋଇ ମେଡିକାଲରେ ମୃତ୍ୟୁ ଘଟିଛି। ଏହା ପରେ ଉତ୍ତ୍ୟେକ୍ତ ଲୋକେ…

ଏସ୍‌ସିବି  ମେଡିକାଲରେ ସିରିଞ୍ଜ ଅଭାବ 

କଟକ,୨୩।୧୨: କଟକ ଏସ୍‌ସିବି ମେଡିକାଲକୁ ରାଜ୍ୟ ଔଷଧ ନିଗମରୁ ଆଉ ସିରିଞ୍ଜ ଯୋଗାଣ ହେଉନାହିଁ । ଏ ନେଇ ଡାକ୍ତରଖାନାର ବିଭିନ୍ନ ୱାର୍ଡ ସମେତ ନିଦାନ କେନ୍ଦ୍ର, ଟିକାଦାନ କେନ୍ଦ୍ର, ଆଶୁ ଚିକିତ୍ସା କେନ୍ଦ୍ରରେ ଅଭାବ ଦେଖାଦେଇଛି। ରୋଗୀଙ୍କ ଚିକିତ୍ସାରେ ବ୍ୟାଘାତ…

‘ଛାତ୍ରୀଛାତ୍ର କଠିନ ପରିଶ୍ରମ କରିବା ଉଚିତ’

କୋରାପୁଟ,୨୩ା୧୨(ଅମିତାଭ ବେହେରା): ଶନିବାର କୋରାପୁଟ ଗସ୍ତରେ ରାଜ୍ୟ ଯୁବ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆସିଛନ୍ତି। କୋରାପୁଟସ୍ଥିତ ସରକାରୀ ମହାବିଦ୍ୟାଳୟ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ଯୁବ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ତଥା ଯୁବ ଉତ୍ସବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?