ଆମ ଜିଲା ଖବର

ବରଯାତ୍ରୀ ହୋଇ ଆସିଥିଲେ, ଫେରିବା ବାଟରେ ଚାଲିଗଲା ଜୀବନ

ବାହାନଗା,୨୬ା୨(ଅରୂପ୍‌ କୁମାର ଦାସ): ବରଯାତ୍ରୀ ହୋଇ କନ୍ୟାଘରକୁ ଆସିଥିଲେ। ମାତ୍ର ଫେରିବା ବେଳକୁ ବାଟରେ ଦେହ ଅସୁସ୍ଥ ହେବାରୁ ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଗଲା। ଏଭଳି ଦୁଃଖଦ ଘଟଣା ଘଟିଛି ଖନ୍ତାପଡା ଥାନା ଇଞ୍ଚୁଡି ଗ୍ରାମରେ। ବାଲେଶ୍ୱର ସଦର ଥାନା…

ପ୍ରଶ୍ନପତ୍ର ଭାଇରାଲକୁ କାହିଁକି ଅଟକା ଯାଇପାରୁନାହିଁ: ଗଣିତରେ କପି କରି ୫୧ ଧରାପଡ଼ିଲେ

କଟକ,୨୬ା୨(କାର୍ତ୍ତିକ ସାହୁ) ମାଟ୍ରିକ ପରୀକ୍ଷାର ଗଣିତ ବିଷୟ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେନ୍ଦୁଝର ଜିଲାର ଏକ ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସୋମବାର ଚର୍ଚ୍ଚା ଜୋର ଧରିଥିଲା। ଏପରିକି ଗଣିତ ପ୍ରଶ୍ନପତ୍ରର ସି ଏବଂ ଡି…

ରାଜ୍ୟବାସୀଙ୍କୁ ମିଳିବ ଗୁଣାତ୍ମକ ସେବା: ପୋଲିସ ସେବାରେ ୨୮୫ଟି ଯାନ…

କଟକ,୨୬ା୨ (କାର୍ତ୍ତିକ ସାହୁ) ଓଡ଼ିଶା ପୋଲିସ ସେବାରେ ୨୮୫ଟି ନୂତନ ଯାନକୁ ସାମିଲ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ଓଏମ୍‌ପିସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ନୂତନ ଯାନଗୁଡ଼ିକୁ ଜନସାଧାରଣଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଲା ଜିଲା ଶିକ୍ଷା ବିଭାଗ

କେନ୍ଦୁଝର,୨୬।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରଶ୍ନପତ୍ର ଭାଇରାଲକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ। ଏପରିକି ସୋମବାର ପ୍ରଶ୍ନ ପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଛି ବିଭାଗ। ବିଭାଗ ପକ୍ଷରୁ ଏହାକୁ ମିଥ୍ୟା ଓ ଗୁଜବ…

ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ ବିଭାଗ ପକ୍ଷରୁ ବାଲିକୁଦା ରେଲଓ୍ବେ କ୍ରସିଂ ନିକଟରେ ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…

ଭାଜପାରେ ଯୋଗଦେବେ କି ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଖୁବ୍‌ଶୀଘ୍ର ଖୋର୍ଦ୍ଧା ଜିଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦଳୀୟ ସମର୍ଥକଙ୍କ ସହ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ରାଜ୍ୟ ଭାଜପାରେ ପ୍ରସ୍ତୁତି ପର୍ବ…

ଅନ୍ୟ ଯୁବକଙ୍କ ସହ ଲୁଚିଲୁଚି ଫୋନ୍‌ରେ କଥା ହେଉଥିଲେ ପ୍ରେମିକା , ପ୍ରେମିକ ତଣ୍ଟି ଚିପି ଜାଳିଦେଲେ

ସୁବର୍ଣ୍ଣପୁର,୨୬।୨: ଅନ୍ୟ ଜଣେ ଯୁବକଙ୍କ ସାଙ୍ଗରେ ମୋବାଇଲରେ କଥା ହେଉଥିବାରୁ ପ୍ରେମିକାଙ୍କୁ ମାରିଦେଲେ ପ୍ରେମିକ। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା କେନଝିରିଆପାଲି ପଞ୍ଚାୟତ ବଲିପାଲିରେ। ସୋମବାର ଅର୍ଦ୍ଧ ଦଗ୍ଧ ମୃତଦେହ ବୀରମହାରାଜପୁରର ପୋଲିସ ଉଦ୍ଧାର କରିଛି ।…

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ବାଲିଗୁଡା,୨୬।୨(ସଞ୍ଜୟ କୁମାର ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ବାଲିଗୁଡ଼ା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଧୀନ ପାଙ୍ଗାପଡ଼ା ଗ୍ରାମର ସପନ ପାଟ୍ଟମାଝୀ। ଅଭିଯୋଗ…

ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ: ୧୩,୪୨୩ ଛାତ୍ରୀଛାତ୍ରଙ୍କୁ ୧୩.୫ କୋଟି ପ୍ରଦାନ

ସମ୍ବଲପୁର,୨୬ା୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ମନ୍ଦଳିଆ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କରିଥିଲେ। ଏହି…

ମାଟ୍ରିକ୍‌ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…

ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ।…

ମାଟ୍ରିକ ପରୀକ୍ଷା ବେଳେ ସ୍କ୍ବାର୍ଡଙ୍କୁ ଦେଖି ଅସୁସ୍ଥ ହୋଇପଡ଼ିଲେ ଛାତ୍ରୀ

ହାଟଡିହୀ,୨୬l୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଥିବା ବେଳେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଚେତାଶୂନ୍ୟ ହୋଇ ଅସୁସ୍ଥ ହୋଇ ପଡ଼ିଥିଲେ। ସେ ହେଲେ ମନୀଷା ଜେନା। ମନୀଷା ବଞ୍ଚୋବରାହୀ ହାଇସ୍କୁଲର ଛାତ୍ରୀ।…

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦୁଝରଗଡ଼ ଷ୍ଟେଶନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେଶନଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅମୃତ ଭାରତ ଯୋଜନାରେ କେନ୍ଦୁଝରଗଡ଼ ଷ୍ଟେଶନର ପୁନର୍ବିକାଶ ଭିଡିଓ କନ୍‌ଫରେନ୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?