ରାମାୟଣ ନାଟକରେ ଅଶ୍ଳିଳ ଅଙ୍ଗଭଙ୍ଗୀ ପ୍ରଦର୍ଶନ ଘଟଣା: ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗତ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା ଉପଲକ୍ଷେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମରେ ପ୍ରତିଯୋଗିତା ମୂଳକ ୨ ନାଟ୍ୟ ଅନୁଷ୍ଠାନ ପକ୍ଷରୁ ପୈାରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଥିଲା । ନାଟକରେ ରାବଣ…
୫ ପ୍ରକଳ୍ପ ବ୍ଲକସ୍ତରୀୟ ବିଜ୍ଞାନ ମେଳାକୁ ଚୟନ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ
ଦିଗପହଣ୍ଡି,୧୮ା୧୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମସ୍ଥିତ ନୋଡାଲ ହାଇସ୍କୁଲରେ ମଙ୍ଗଳବାର ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ମେଳାରେ ସିଆରସିସି ଅଳକା କୁମାରୀ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରମାନେ…
ବାର୍ହା ଉପଦ୍ରବ: ଚିନ୍ତାରେ ଚାଷୀ
ପାରଳାଖେମୁଣ୍ଡି,୧୮ା୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବାର୍ହା ଉପଦ୍ରବ ବଢିବାରେ ଲାଗିଛି। ଫଳରେ ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ହେକ୍ଟର ହେକ୍ଟର ଧାନ ଚାଷ ପ୍ରଭାବିତ ହେଉଛି । ବ୍ଲକର ଜଙ୍ଗଲପାଡୁ, ବଡନିଳାପୁର, ଉତ୍ତରସେଲି, ଗୋଷାଣି, ମହାଦେଈପୁର, ଗୁରାଣ୍ଡି…
ସରିଲାଣି କାର୍ତ୍ତିକ ତଥାପି ପରିବା ଦରରେ ଲାଗୁନି ଅଙ୍କୁଶ: ହନ୍ତସନ୍ତ ଖାଉଟି
ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ ): ପବିତ୍ର କାର୍ତ୍ତିକ ମାସ ଶେଷ ହେଲାଣି। ତଥାପି କମୁନ ପରିବା ଦର । ଚିନ୍ତାରେ ଖାଉଟି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ବାଇଗଣ, ପିଆଜ ଓ ଲଙ୍କା ଆଦି ଭଳି ପରିବା ଦର ଆକାଶ ଛୁଆଁ ରହିଛି। ଗଞ୍ଜାମ…
ଗଞ୍ଜାମରେ ଓଡ଼ିଆ ହିରୋ ସବ୍ୟସାଚୀ: ଦେଖିବାକୁ ଲୋକଙ୍କ ଭିଡ଼
ଗଞ୍ଜାମ, ୧୮।୧୧(ଅଖିଳ ତରାଇ): ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ତାଙ୍କ ଟିମ ଏବେ ଗଞ୍ଜାମରେ ଅଛନ୍ତି। ସେ ତାଙ୍କର ଆଗାମୀ ଫିଲ୍ମ ‘ଲ୍ୟାଣ୍ଡଫଲ’ର ଶୁଟିଂ ପାଇଁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଖଟୁଆକୁଦା ଗାଁକୁ…
ମହାନଦୀ ସେତୁ ତଳକୁ ଡେଉଁଥିଲେ ଛାତ୍ରୀ, ହଠାତ୍…
ବୌଦ୍ଧ,୧୮।୧୧:(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କିଆକଟା ମହାନଦୀ ବ୍ରିଜରୁ ତଳକୁ ଜଣେ ଛାତ୍ରୀ ଡେଇଁବାକୁ ଉଦ୍ୟମ କରୁଥିଲେ। ଏହି ସମୟରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ନଦୀକୁ ଡେଇଁବାର କାରଣ…
ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ
ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି। ସୋହେଲ ଓ ନୁମାନଠାରୁ ପୋଲିସ ୧୨୦ ଗ୍ରାମ ଓଜନର ବ୍ରାଉନ ସୁଗାର ଜବତ କରିଛି।…
ସ୍ବାମୀ ଭୋଜି ଖାଇବାକୁ ଯାଇଥିଲେ, ଆସିଲା ବେଳକୁ ସ୍ତ୍ରୀ ଝିଅଙ୍କୁ ବାନ୍ଧି
ପଦ୍ମପୁର,୧୮।୧୧(କାଳୀପଦ ରୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ପାଳସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ସୂଚନା ଅନୁଯାୟୀ, ଗ୍ରାମର ପ୍ରଫୁଲ୍ଲ ଲେଙ୍କା ଭୋଜି ଖାଇବାକୁ ଯାଇଥିଲେ। ଘରେ ତାଙ୍କ ସ୍ତ୍ରୀ କାମିନୀ ଓ…
କୋଟିପତି ହେବେ ଚାଷୀ: ଗାଁରେ ପହଞ୍ଚିବ ସରକାରୀ ଯୋଜନା
ଭଞ୍ଜନଗର,୧୮।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବିଡେକା ପଡିଆରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଟିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…
ଦୁଗ୍ଧ ଚାଷୀ ହେବେ ମାଲାମାଲ୍: ମିଳିଲା ଗୁରୁମନ୍ତ୍ର
କେସିଙ୍ଗା, ୧୮/୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା ଆବାହକ ତଥା କେସିଙ୍ଗା ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ମଙ୍ଗଳବାର ସ୍ଥାନୀୟ ମିନି ଷ୍ଟାଡିୟମରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସର୍ବ…
ଜିଲାପାଳଙ୍କୁ ଏହି ୯ ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୧୧: ମଙ୍ଗଳବାର ଅନୁଷ୍ଠିତ ଜିଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ…
ଆସିଥିଲେ ଦାରିଙ୍ଗବାଡିକୁ ବୁଲି: ବୋଲେରୋରେ ଲାଗିଗଲା ନିଆଁ, ଆଉ ତା’ପରେ…
ଦାରିଙ୍ଗବାଡି, ୧୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ବୁଲିବାକୁ ଆସିଥିବା ଏକ ବୋଲେରୋ ଗାଡି ଇଞ୍ଜିନରେ ନିଆଁ ଲାଗିଯାଇଛି। ଖବରପାଇ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥି…
Archives


