Odisha Elections 2024

ଆମ ଜିଲା ଖବର

ଅଙ୍ଗନଓ୍ବାଡ଼ି କେନ୍ଦ୍ରରୁ ଦିଦିଙ୍କୁ ଘୋଷାଡି ଆଣିଲେ ମହିଳା, ବାହାର କରି …

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମର ଶତାଧିକ ମହିଳା ମଙ୍ଗଳବାର ନବ ନିଯୁକ୍ତ...

ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା,...

ପ୍ରଥମେ କଂଗ୍ରେସ, ପରେ ଭାଜପା ସହ ଲଢ଼େଇ ହେବ: ଦେବାଶିଷ

କଟକ,୫ା୨(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ତେବେ ଓଡ଼ିଶାରେ ଭାଜପା ସରକାର ଗଢ଼ିବାକୁ ମୋଦି ଗ୍ୟାରେଣ୍ଟି ପରି ଭାଜପା ନୂଆ ସ୍ଲୋଗାନ ଦେଇଥିବାବେଳେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ହାତ ମିଳାଇଥିଲେ। ଏହି ଫଟୋ...

ଜମାକାରୀଙ୍କ ଆକାଉଣ୍ଟରୁ କୋଟିଏରୁ ଊର୍ଦ୍ଧ୍ୱ ଉଠାଇନେଲେ

ଆଳି,୫ା୨(ବନମାଳୀ ସେନାପତି):ଲକ୍ଷେ ନୁହେଁ କି ଦୁଇ ଲକ୍ଷ ନୁହେଁ ପାଖାପାଖି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଜମାକାରୀଙ୍କ ଅଜାଣତରେ ସେମାନଙ୍କ ବ୍ୟାଙ୍କ ଖାତାରୁ ଠକି ନେଇଛନ୍ତି ବ୍ୟାଙ୍କ କର୍ମଚାରୀ। ଖାତାଧାରୀଙ୍କ ବିନା ଉପସ୍ଥିତିରେ କିପରି ସେମାନଙ୍କ ଆକାଉଣ୍ଟରୁ ଟଙ୍କା ଉଠିଲା ତାହାକୁ...

ଡିଏମ୍‌ଏଫ୍‌ ପାଣ୍ଠିରୁ ହରିଲୁଟ ଅଭିଯୋଗ

କାଳିଆପାଣି,୫ା୨(ଅସିତ ମହାନ୍ତ):ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଡିଏମ୍‌ଏଫ୍‌(ଜିଲା ଖଣିଜ ପ୍ରତିଷ୍ଠାନ) ପାଣ୍ଠି ଗଠିତ ହୋଇଛି। ଖଣି ମାଲିକମାନେ ସରକାରଙ୍କୁ ଦେଉଥିବା ରାଜସ୍ବର ୩୦ ପ୍ରତିଶତ ଅର୍ଥ ଡିଏମ୍‌ଏଫ୍‌ ପାଣ୍ଠିକୁ ଯାଉଛି। ତଦନୁସାରେ ୨୦୨୩ ଜୁଲାଇ ସୁଦ୍ଧା ଯାଜପୁର ଜିଲାରେ...

ଅର୍ପଣ ଚାଉଳରେ ଉଷୁନା ମିଶିଥିବା ଅଭିଯୋଗ

ପୁରୀ,୬ା୨(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ସାରା ରାଜ୍ୟରେ ଅର୍ପଣ ରଥ ବୁଲିଥିଲା। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତମାନେ ଗୁଆ ଓ ଚାଉଳ ଦାନ କରିଥିଲେ। ଉକ୍ତ ଚାଉଳରେ ଖେଚୁଡ଼ି ଓ କାନିକା ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କ ନିକଟରେ ଭୋଗ...

‘ଇଣ୍ଡିଆ ବୁକ ରେକଡର୍‌ସ’ରେ ସ୍ଥାନ ପାଇଲେ କୋଣାର୍କର ସରିତା

କୋଣାର୍କ,୬।୨(ଜ୍ୟୋତିରାଜ ମହାନ୍ତି):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଶିକ୍ଷିତ କୋଣାର୍କ ଅଞ୍ଚଳର ତଥା ଓଡ଼ିଶାର ଜଣେ ସୁପରିଚିତ ବରିଷ୍ଠ ବାଲୁକା ଶିଳ୍ପୀ ସରିତା ଗୋଚ୍ଛାୟତ ଭାରତର ପ୍ରଥମ ମହିଳା ବାଲୁକା ଶିଳ୍ପୀ ଭାବେ ଦେଶରେ ପ୍ରଥମ ଥର ପାଇଁ...

ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୋପାଳକ

ଅନୁଗୋଳ,୬ା୨ (ଅମିତ କୁମାର ସାମଲ):୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀଧନ ଚିକିତ୍ସକମାନେ...

ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ

ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି। ମା’ର ମମତା ଆଗରେ ସବୁ ଯେପରି ତୁଚ୍ଛ। ସନ୍ତାନ ହରାଇବାର ବେଦନା ସମସ୍ତଙ୍କର...

ଉଦ୍ଧାର ହୋଇ ବଲାଙ୍ଗୀର ଫେରୁଛନ୍ତି ଅଙ୍କିତା

ବଲାଙ୍ଗୀର/ବେଲପଡା, ୬ା୨ (ବୀରେନ୍ଦ୍ର କୁମାର ଝାଙ୍କର/ ମନୋଜ କୁମାର ମିଶ୍ର):ତେଲଙ୍ଗାନାର ଏକ ଇଟାଭାଟିରେ ୧୦ବର୍ଷର ଝିଅକୁ ବନ୍ଧକ ରଖାଯିବା ଏବଂ ବଲାଙ୍ଗୀର ଜିଲା ବେଲପଡା ଥାନା ସୁଲେକେଲା ଗାଁରେ ଅସୁସ୍ଥ ବାପାଙ୍କ ମୃତ୍ୟୁ ଖବର ସୋମବାର ଧରିତ୍ରୀ ପ୍ରଥମ ପୃଷ୍ଠାରେ...

ଦିନକରେ ୭୯ ଟ୍ରେନ୍‌ରେ ପଣ୍ୟ କାରବାର ରେକର୍ଡ

ପାରାଦୀପ,୬।୨(ଶରତ ରାଉତ):ପାରାଦୀପ ବନ୍ଦର ରବିବାର ଟ୍ରେନ୍‌ରେ ପଣ୍ୟ କାରବାରରେ ରେକର୍ଡ କରିଛି। ଗୋଟିଏ ଦିନରେ ୭୯ଟି ଟ୍ରେନ୍‌ରେ କାରବାର କରିଛି। ଏହା ଏପର୍ଯ୍ୟନ୍ତ ହୋଇଥିବା ଟ୍ରେନ କାରବାର ମଧ୍ୟରେ ସର୍ବାଧିକ ବୋଲି ବନ୍ଦର ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହାପୂର୍ବରୁ ୨୦୨୩...

ସମ୍ବଲପୁର ଭାଜପା: ଧର୍ମେନ୍ଦ୍ରଙ୍କୁ ଭେଟିଲେ ଅସନ୍ତୁଷ୍ଟ କାର୍ଯ୍ୟକର୍ତ୍ତା

ସମ୍ବଲପୁର, ୬।୨(ଭବାନୀ ଶଙ୍କର ଭୋଇ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପରେ ସମ୍ବଲପୁରରେ ଭାଜପା ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି । ତେବେ ଦଳ ଏହି ଉତ୍ସାହକୁ କେତେଦୂର ଭୋଟରେ ପରିଣତ କରିପାରିବ, ତାକୁ ନେଇ ଚର୍ଚ୍ଚା ହେଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri