ଦାରିଙ୍ଗବାଡିର ହୋଟେଲ, ରେଷ୍ଟୁରାଣ୍ଟରେ ଚଢ଼ାଉ: ଜରିମାନା ଆଦାୟ
ଦାରିଙ୍ଗବାଡି,୧୮।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ସୋମବାର ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି। କନ୍ଧମାଳ ଜଲା ଖାଦ୍ୟ ସୁରକ୍ଷା ଅଧିକାରୀ ସତ୍ୟବ୍ରତ ଷେଣ୍ଢଙ୍କ ନେତୃତ୍ୱରେ ବିଭାଗୀୟ ଟିମ୍ ସମେତ ଦାରିଙ୍ଗବାଡି ପୋଲିସ ଅଧିକାରୀ ସୁବାଷ…
ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ
ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫ ମଧ୍ୟରେ…
ଟ୍ରେନ୍ଲାଇନ୍ରୁ ମିଳିଲା ହୋମ୍ଗାର୍ଡଙ୍କ ମୃତଦେହ
ରାୟଗଡ଼ା,୧୮ା୧୨: ରାୟଗଡ଼ା ଷ୍ଟେଶନର ୫୦ ମିଟର ପୂର୍ବରୁ ଟ୍ରେନ୍ଲାଇନ୍ରୁ ଜଣେ ହୋମ୍ଗାର୍ଡଙ୍କ ମୃତଦେହ ମିଳିଛି। ରବିବାର ରାତିରେ ଏ ନେଇ ଖବର ପ୍ରଚାରିତ ହେବା ପରେ ରେଳ ବିଭାଗ କର୍ତ୍ତୃପକ୍ଷ, ରାୟଗଡ଼ା ଏସ୍ପି ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ।…
ଦୁଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ତାଡ଼ିନେଲେ ଠାକୁରଙ୍କ ଆଖି
ଭଦ୍ରକ,୧୮ା୧୨(ସନାତନ ରାଉତ): ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ମନ୍ଦିରରୁ ଦାନ ବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ସୂଚନା ମୁତାବକ ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଚୋରି ହୋଇଛି। ଦାନବାକ୍ସରୁ…
୯୦ ଥର ରକ୍ତଦାନ କରି ଚର୍ଚ୍ଚାରେ କିଶୋର
ନୂଆପଡ଼ା,୧୮।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ମାଗୁରପାଣି ଛୋଟିଆ ଗାଁର କିଶୋର କୁମାର ପରିଡା (୪୯)। ୪୯ ବର୍ଷ ବୟସରେ ୯୦ ଥର ରକ୍ତଦାନ କରି ଜିଲା ତଥା ଜିଲା ବାହାରେ ପ୍ରସଂଶିତ ହୋଇ ଅଞ୍ଚଳ ତଥା ଜିଲା ପାଇଁ ଗୌରବ…
ରାସ୍ତା, ପାଣି ମୁଖ୍ୟ ସମସ୍ୟା
କଣ୍ଟାବାଞ୍ଜି,୧୮ା୧୨(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଆଦିବାସୀ ବହୁଳ କୁଇବାହାଲ ଗ୍ରାମ ପଞ୍ଚାୟତ। ପଞ୍ଚାୟତ ସଦର ଗ୍ରାମ କୁଇବାହାଲ ସହିତ କଲୋନୀପଡା, ସୁରିପଡା, ମହୁଲପଡା, ଦେବାହାଲିଆ ପଡା, କିନ୍ଦେରକେଲା ଓ ଖଲିଆପଡା ଆଦି ୬ଟି ପଡା ରହିଛି। ଆଜି ବି…
ନେଚର ପାର୍କ ଡମରଗାଡ଼ ପର୍ଯ୍ୟଟକଙ୍କୁ କରୁଛି ଆକୃଷ୍ଟ
ବୌଦ୍ଧ,୧୮ା୧୨(ଅଜିତ କୁମାର ବାରିକ): ସଂସ୍କୃତି ସଂପନ୍ନ ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରାଜିରେ ଭରପୁର। ଜିଲାରେ ପର୍ଯ୍ୟଟନ ଶିଳ୍ପ ପାଇଁ ବନ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବନ ବିଭାଗ ପକ୍ଷରୁ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯାଇ ଐତିହାସିକ ଡମରଗାଡ଼ଠାରେ ଜିଲାର…
ନନ୍ଦପୁର ବଜାରରେ ନକଲି ୫୦୦ ଟଙ୍କିଆ
ନନ୍ଦପୁର,୧୮।୧୨(ଶଙ୍କର ପୂଜାରୀ): ନନ୍ଦପୁର ବଜାରରେ ଗତ କିଛିଦିନ ହେଲା ନକଲି ୫୦୦ ଟଙ୍କିଆ ନୋଟ୍ କାରବାର ଚାଲିଛି। କିଛି ଗ୍ରାହକ ନକଲି ନୋଟ୍ ଆଣି ଆସୁଥିବା ଦୋକାନୀମାନେ ଅଭିଯୋଗ କରିଛନ୍ତି। ବିଶେଷକରି ଭିଡ଼ ଥିବା ପେଟ୍ରୋଲ ଟାଙ୍କି, କିରାଣି ଦୋକାନ, ଜଳଖିଆ…
ଧରିତ୍ରୀ ପ୍ରଭାବ: ଖାଦ୍ୟନଳୀ ନଥିବା ଶିଶୁକୁ ମିଳିବ ଚିକିତ୍ସା ସୁବିଧା
ବଲାଙ୍ଗୀର,୧୮ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଖାଦ୍ୟନଳୀ ନ ଥିବା କାରଣରୁ ଜଣେ ଶିଶୁ କିଭଳି ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି ଏବଂ ଏକ ଦିନମଜୁରିଆ ଦମ୍ପତି କିଭଳି ଦୀର୍ଘ ୯ ମାସ ଧରି ଡାକ୍ତରଖାନା ଦୌଡୁଛନ୍ତି ସେନେଇ ଗତ ୧୪ତାରିଖ ଧରିତ୍ରୀରେ ଏକ…
ସ୍ବାସ୍ଥ୍ୟକେନ୍ଦ୍ରରୁ ମିଳୁନି ସେବା
ବଇଣ୍ଡା, ୧୮ା୧୨ (ପରିକ୍ଷିତ ସାହୁ): ସରକାରୀ ଡାକ୍ତରଖାନା ହୋଇଥିବାରୁ ଚିକିତ୍ସାରେ ନାନା ସୁବିଧାର ସୁଯୋଗ ନେବାକୁ ଆସୁଛନ୍ତି ରୋଗୀ। ହେଲେ ମେଡିକାଲରେ ପହଞ୍ଚିବା ପରେ ଧାରଣା ବଦଳି ଯାଉଛି ସେମାନଙ୍କର। ଡାକ୍ତରଙ୍କୁ ଦେଖା କରିବା ତ ଦୂରର କଥା ନର୍ସ କି…
ପକ୍ଷୀଙ୍କୁ ବିପଦ ଅସ୍ବାସ୍ଥ୍ୟକର ପରିବେଶ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତ ବଢ଼ିଥିବା ବେଳେ ବିଦେଶୀ ପକ୍ଷୀଙ୍କ ଆଗମନ ମଧ୍ୟ ବଢ଼ିଲାଣି। ବିଶେଷକରି କେନ୍ଦୁଝର ସହରର ଜଗନ୍ନାଥପୁର, ମାଧପୁର, ବଡ଼ଶାସନ, ପାଓ୍ବାରହାଉସ ଆଦି ସ୍ଥାନରେ ଥିବା ଜଳାଶୟରେ ଶହ ଶହ ସଂଖ୍ୟାରେ ବିଭିନ୍ନ ପ୍ରକାରର ବିଦେଶୀ…
ପରିବେଶ ପ୍ରଦୂଷଣ ସତ୍ତ୍ୱେ ନାହିଁ ପ୍ରତିକାର
ନୟାଗଡ଼ ଅଫିସ,୧୮ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଧାନ ଜମିରେ ଗୋଖାଦ୍ୟ ପାଳ ଓ ନଡ଼ାକୁ ଏବେ କିଛି ବର୍ଷ ହେଲା ପୋଡ଼ା ଚାଲିଛି। ପାଳ ନଡା ପରି ଗୋଖାଦ୍ୟ ବିଲରେ ପୋଡ଼ାଯିବା ଯୋଗୁ ପରିବେଶ ପ୍ରଦୂଷଣ ବଢ଼ିବାରେ ଲାଗିଛି। ନଡ଼ା ଓ…

