ଆମ ଜିଲା ଖବର

ବନ ବିଭାଗର ତଥ୍ୟ ଖୋଲିଲା ଗୁମର

ନୟାଗଡ଼,୧୭।୧୨(ଲୋକନାଥ ମିଶ୍ର)ନୟାଗଡ଼ ଡିଏଫ୍‌ଓଙ୍କ ନୂଆ କ୍ୱାର୍ଟର୍ସ ନିର୍ମାଣ ଓ ପୁରୁଣା କ୍ୱାର୍ଟର୍ସ ମରାମତିରେ ଅନିୟମିତତା ଅଭିଯୋଗ ଆସିବା ପରେ ଏହାର ତଦନ୍ତ ନ ହୋଇ ପ୍ରସଙ୍ଗକୁ ଚାପି ଦେବାକୁ ଚେଷ୍ଟା ଚାଲିଛି। ତେବେ ବନବିଭାଗରୁ ଡିଏଫ୍‌ଓଙ୍କ କ୍ୱାର୍ଟର୍ସକୁ ନେଇ ମିଳିଥିବା ଆରଟିଆଇ…

ମଶାଧୂଆଁରେ ଅଣନିଃଶ୍ୱାସୀ ହୋଇ ସୁରକ୍ଷାକର୍ମୀଙ୍କ ମୃତ୍ୟୁ, ଜଣେ ଗୁରୁତର

କେନ୍ଦୁଝର,୧୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଶାଧୂଆଁରେ ଅଣନିଃଶ୍ବାସୀ ହୋଇ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବାରିଆ ଥାନା ଅନ୍ତର୍ଗତ ବର୍ଦ୍ଧନା ଗ୍ରାମର ବେଣୁଧର ମାଝିଙ୍କ ପୁଅ ସୁରେନ୍ଦ୍ର (୩୦)। ଗୁରୁତର ହେଲେ ହରିଚନ୍ଦନପୁର ବ୍ଲକ…

ଭଗବାନପୁର-କଞ୍ଚିଲୋରେ ହାତୀ ଉପଦ୍ରବ: ପାଚିଲା ଧାନଫସଲ କଲେ ନଷ୍ଟ

ନିରାକାରପୁର,୧୬ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନରଣଗଡ଼ ପଞ୍ଚାୟତ ଅଧିନସ୍ଥ କଞ୍ଚିଲୋ ଓ ଭଗବାନପୁର ମୌଜାରେ ଥିବା ଧାନ ବିଲରେ ୨୩ ଟିକିଆ ହାତୀପଲ ପଶି ପ୍ରାୟ ୧୫ ଏକରରୁ ଊର୍ଦ୍ଧ୍ୱ ଧାନ ଜମିରେ ଅମଳ ହେବାକୁ ଥିବା ଧାନଫସଲ ଯେତିକି…

ବେଆଇନ ଖଣିରେ ଚଢ଼ାଉ: ୨ ଟ୍ରକ୍‌ ଜବତ, ୨ ଗିରଫ

ନିରାକାରପୁର,୧୬ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ପୋଲିସ ଚୋରା ମାଙ୍କଡ଼ା ପଥର ଖଣିରେ ଚଢ଼ାଉ କରି ଓଡି-0୨-ଏମ୍‌-୩୪୯୮, ଓଆର୍‌-0୯-ଏଚ୍‌-୪୬ ୧୬ନମ୍ବର ବିଶିଷ୍ଟ ୨ଟି ମାଙ୍କଡ଼ା ବୋଝେଇ ଟ୍ରକ୍‌କୁ ଜବତ କରିଛି। ବିଭୂତି ଭୂଷଣ ପରମାଣିକ ଓ ପ୍ରଫୁଲ୍ଲ ଜେନା…

ଚୋରାଚାଲାଣ ବେଳେ ଧାନବୋଝେଇ ଗାଡ଼ି ଜବତ କଲା ଯୋଗାଣ ବିଭାଗ

କୋକସରା,୧୬ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଯୋଗାଣ ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଧର୍ମଗଡ଼ ଉପଖଣ୍ଡ ଜୟପାଟଣା, କୋକସରା ବ୍ଲକ ଦେଇ ବାହାର ରାଜ୍ୟ ଓ ଜିଲାକୁ ସଂଯୋଗ କରୁଥିବା ରାସ୍ତାରେ ତନାଘନା ଯାଞ୍ଚ ଜାରି ରଖିଛି। ଶୁକ୍ରବାର ମଧ୍ୟାହ୍ନରେ ଜାତୀୟ ରାଜପଥ…

ଛାତ୍ରୀଛାତ୍ରଙ୍କୁ ଗୁରୁମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ, କହିଲେ ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସି ମିଳିବ

ହିଞ୍ଜିଳିକାଟୁ,୧୬ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): କେବଳ ପାଠପଢ଼ା ନୁହେଁ, ଖେଳକୁଦ, ନାଚ ଗୀତ, ବକ୍ତୃତା ସହ ବିବିଧ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି ନିଜକୁ ସ୍ବତନ୍ତ୍ର ଭାବେ ଗଢ଼ିବା ପାଇଁ ମନ୍ତ୍ର ଦେଇଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଶନିବାର…

ଯାଜପୁରରୁ ବନ୍ଧାହେଲେ  କଶ୍ମୀର ଆତଙ୍କବାଦୀ, ୫ ବର୍ଷ ଧରି ଲୁଚିରହିଥିଲେ 

ଭୁବନେଶ୍ୱର,୧୬।୧୨: ଯାଜପୁର ଜିଲା ଧର୍ମଶାଳାର ନେଉଳପୁରରୁ ଇଶାନ ବୁଖାରୀ ନାମକ ଜଣେ ବ୍ୟକ୍ତିଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି । ତାଙ୍କ ନିକଟରୁ ନକଲି ଡାକ୍ତରୀ ସାର୍ଟିଫିକେଟ ସହ ଅନେକ କାଗଜପତ୍ର ମଧ୍ୟ ଜବତ ହୋଇଛି । କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଘଟଣାରେ ଅଧିକ…

ବୃଦ୍ଧଙ୍କୁ ହତ୍ୟା ଘଟଣା: ଛତ୍ରପୁରରୁ ହତ୍ୟାକାରୀଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ୨ୟ ଗଳିରେ ଗତ ୧୧ ତାରିଖରେ ରଙ୍କ ସେଠୀ(୬୭) ମୃତଦେହ ପୋଲିସ ଜବତ କରିଥିଲା। ତାଙ୍କ ଗଳା କଟାଯାଇ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ପୋଲିସ ସ୍ପଷ୍ଟ କରିଥିଲା। ଉକ୍ତ…

ପୁରୀ ଜିଲାର ଚାରିଟି ବ୍ଲକରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୬।୧୨: ପୁରୀ ଜିଲାର ଚାରିଟି ବ୍ଲକର ୭ଟି ପଞ୍ଚାୟତରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ ବ୍ଲକର…

ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ: ଘନ କୁହୁଡି ଯୋଗୁ ଯାତାୟତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୬।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଘନ କୁହୁଡି ପାଇଁ ଶୀତର ପ୍ରକୋପ ଦ୍ବିଗୁଣିତ ହୋଇଛି । କୁହୁଡି ଯୋଗୁ ଶନିବାର ଗାଡ ଚଳାଚଳରେ ସମସ୍ୟା ଦେଖାଯାଇଛି । ରାତିରେ…

ଲ୍ୟାଣ୍ଡମାଇନ ନଷ୍ଟ କଲେ ବମ୍‌ ସ୍କ୍ବାଡ୍‌

ବୌଦ୍ଧ/କଣ୍ଟାମାଳ,୧୬ା୧୨(ଅଜିତ କୁମାର ବାରିକ/ ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ଫାଣ୍ଡି ନଳିକୁପା ଗାଁ ନିକଟ ସୁବର୍ଣ୍ଣଗିରି ଓ ପେନାଜୋର ଜଙ୍ଗଲରେ ମାଓବାଦୀ ଓ ଏସ୍‌ଓଜି ଯବାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ କାହାର କିଛି କ୍ଷତି ହୋଇ…

ଯୁବତୀ ଗର୍ଭବତୀ ପରେ ବିବାହ କରିବାକୁ ମନା କରିଦେଲେ ପ୍ରେମିକ

ନବରଙ୍ଗପୁର, ୧୬।୧୨(ସଦାଶିବ ପ୍ରହରାଜ): ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା ଅଭିଯୋଗରେ ନବରଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ନବରଙ୍ଗପୁର ଥାନା ବେଡଝରଣ ଗାଁର ଦିଲୀପ କର୍କରା(୩୦)। ଦିଲୀପ ମାଝୀଗୁଡ଼ା ଗାଁରେ ରହୁଥିଲେ। ସେତିକିବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?