ଆମ ଜିଲା ଖବର

ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁଙ୍କୁ ଏନ୍‌କାଉଣ୍ଟର

ପୁରୀ,୧୧।୧୨: ପୁରୀରେ ସୋମବାର ଏକ ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସନ୍ତୁ ବାରିକ ଆହତ ହୋଇଛନ୍ତି। ସନ୍ତୁଙ୍କ ଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି। ତାଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ସନ୍ତୁ କିଛି ଦିନ ତଳେ…

କଳା ଟଙ୍କାରେ ଭୋଟ କିଣିବା ଥିଲା ଯୋଜନା: ଭାଜପା ନେତା

ଛତ୍ରପୁର,୧୧।୧୨(ସନ୍ତୋଷ ପାଢ଼ୀ ): କେନ୍ଦ୍ରୀୟ ଆୟକର ବିଭାଗ ଓଡ଼ିଶାରେ ଜବତ କରିଥିବା କଳା ଟଙ୍କାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଯେଉଁଭଳି ଭାବେ ଓଡ଼ିଶାରେ ବିଜେଡି ସରକାରଙ୍କ ପ୍ରୋତ୍ସାହନରେ କଂଗ୍ରେସ ଏମ୍‌ପିଙ୍କ ଦ୍ବାରା ଚାଲିଥିବା ମଦ ବ୍ୟବସାୟ ଉପରେ ଆୟକର ବିଭାଗ…

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୧୧।୧୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମାରେ ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ସକାଳେ ଡ଼ାମବାମ ସିଆର୍‌ପିଏଫ କ୍ୟାମ୍ପରୁ କୋବ୍ରା ଯବାନମାନେ ଶର୍ଚ୍ଚ ଅପରେସନରେ ଯାଇଥିଲେ। ସାଲାତୋଙ୍ଗ ଜଙ୍ଗଲରେ ନକ୍ସଲ ଯବାନମାନଙ୍କୁ…

ରଶି ଲଗାଇ ଜୀବନ ହାରିଲେ ଶିକ୍ଷକ: କାରଣ ଖୋଜୁଛି ପୋଲିସ

ଲାଞ୍ଜିଗଡ଼,୧୧।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୂପା ଫାଣ୍ଡି ଅଧୀନ କାଉଗୁଡା ଗ୍ରାମରେ ସୋମବାର ଜଣେ ଶିକ୍ଷକ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ କାଉଗୁଡା ଗାଁର ହରେକୃଷ୍ଣ ଶବର(୪୧) ।…

ଷଷ୍ଠ ଦିନରେ ଆୟକର ବିଭାଗର ଚଢାଉ: ଭାଟି ମ୍ୟାନେଜରଙ୍କୁ ପଚରାଉଚରା

ବଲାଙ୍ଗୀର,୧୧।୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ମଦଭାଟି, ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚଢ଼ାଉ କରି ଆୟକର ବିଭାଗ ଜବତ କରିଥିବା କୋଟି କୋଟି ଟଙ୍କାର ଶେଷରେ ହିସାବ ମିଳିଛି। କେବଳ ବଲାଙ୍ଗୀର ଏସ୍‌ବିଆଇ ମୁଖ୍ୟ ଶାଖାରେ ଚାଲିଥିବା ଗଣତି…

ବାପା ପୁଅଙ୍କୁ ଏସିଡ୍‌ ମାଡ଼ 

ପୁରୀ,୧୧।୧୨: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତ ଉଆସପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ ଏସିଡ୍‌ ମାଡ଼ ହୋଇଛି। ଏଥିରେ ବାପା ପୁଅ ଅଧିକାରୀ ତରେଇ ଓ ରାଜେନ୍ଦ୍ର ତରେଇ ଗୁରୁତର ହୋଇଛନ୍ତି।…

ପ୍ରାତଃଭ୍ରମଣରେ ଯାଇଥିବା ବେଳେ ବୃଦ୍ଧଙ୍କ ଗଳାକାଟି ହତ୍ୟା

ବ୍ରହ୍ମପୁର,୧୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗର ଦ୍ବିତୀୟ ଲାଇନ୍‌ରେ ସୋମବାର ଏକ ଘର ସମ୍ମୁଖରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି।…

ଜମିଜମା ବିବାଦ: ସାନଭାଇ, ପୁତୁରା ଆକ୍ରମଣରେ ବଡ଼ଭାଇଙ୍କ ଜୀବନ ଗଲା

ବରୀ,୧୧ା୧୨(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ବାଲିବିଲ ପଞ୍ଚାୟତ ବାଲିବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ ବନୋଜ କବି(୬୨) ଓ ତାଙ୍କ ସାନ ଭାଇ ସନାତନ କବି(୫୭)ଙ୍କ ମଧ୍ୟରେ ଜମିଜମା ଘଟଣାକୁ ନେଇ…

ଅନ୍ଧାରରେ ଗୁରୁପ୍ରିୟା ସେତୁ

ଚିତ୍ରକୋଣ୍ଡା,୧୧ା୧୨(କ୍ଷୀରୋଦ ବେହେରା): ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ଲାଇଫ୍‌ଲାଇନ୍‌ ସାଜିଥିବା ଗୁରୁପ୍ରିୟା ସେତୁ ୩ ଦିନରୁ ଅଧିକ ହେଲାଣି ଅନ୍ଧାରରେ ରହିଛି। ସ୍ବାଭିମାନ ଅଞ୍ଚଳର ଲାଇଫ୍‌ଲାଇନ୍‌ ପାଲଟିଥିବା ଏହି ଗୁରୁପ୍ରିୟା ସେତୁ…

ଦୁଇ ଦିନ ଗଲାନି, ଉଠିଗଲା ପିଚୁ

ପାରଳାଖେମୁଣ୍ଡି,୧୧।୧୨ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ସୀତାସାଗର ହୁଡା ତଥା ଓଡିଶା-ଆନ୍ଧ୍ର ସୀମାନ୍ତ ରାସ୍ତା ନିର୍ମାଣ କାମ ଅତି ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ରାସ୍ତା ନିର୍ମାଣର ଦୁଇ ଦିନ ପରେ ପିଚୁ ଗୋଡ଼ି…

ଦୁର୍ଗମ ଅଞ୍ଚଳ ଖଞ୍ଜାମେରାରେ ବସୁଧା ଯୋଜନା ଫେଲ୍‌

ଆର୍‌.ଉଦୟଗିରି,୧୧।୧୨(ମନୋଜ କୁମାର ପାଢୀ): ଦୁର୍ଗମ ଅଞ୍ଚଳରେ ଫେଲ୍‌ ମାରିଛି ରାଜ୍ୟ ସରକାରଙ୍କ ବସୁଧା ଯୋଜନା। ବର୍ଷ ବର୍ଷ ଧରି ବିଶୁଦ୍ଧ ପାନୀୟ ଜଳ ପାଇବା ଆଶାରେ ଚାତକ ପରି ଚାହିଁ ବସିଥିଲେ ପାହାଡିଆ ଦୁର୍ଗମ ଅଞ୍ଚଳ ଆଦିବାସୀ। ଶେଷରେ ଗାଁ ମୁଣ୍ଡରେ…

ଡିଜେ ସାଉଣ୍ଡ, ଲାଇଟ୍‌ ଚିନ୍ତାର କାରଣ

ନୟାଗଡ଼,୧୧।୧୨(ଲୋକନାଥ ମିଶ୍ର): ଡିଜେ ସାଉଣ୍ଡ ଓ ଲାଇଟ୍‌ ଚିନ୍ତାର କାରଣ ପାଲଟିଛି। ଡିଜେ ସାଉଣ୍ଡରେ ଛାତି ଓ ଘରଦ୍ୱାର ଥରୁଥିବାବେଳେ ଏହା ଉପରେ ପ୍ରଶାସନ ଲଗାମ ଲଗାଇ ପାରୁନି। ଡିଜେ ବଜାଇବା ବାରଣ ରହିଥିବାବେଳେ ଚଢ଼ାଉ ଓ ଧରପଗଡ଼ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?