ହାତୀ ପାଇଁ ପେଁକାଳି
କାମାକ୍ଷାନଗର,୯ା୧୨(ଅମଜାଦ ଖାନ)ରାତି ହେଲେ ଢାଉଁ ଢାଉଁ ବାଜୁଛି ଟିଣ। ହୁ ହୁ ହୋଇ ଜଳୁଛି ଟାୟାର ନିଆଁ। ପେଁକାଳିର ପେଁ ପାଁ ଶବ୍ଦରେ କମ୍ପୁଛି ଗାଁ ପାଖ ଧାନ ଖେତ। ହାତୀ, ବାର୍ହା ଆଦି ଜଙ୍ଗଲୀ ପ୍ରାଣୀଙ୍କ ମୁହଁରୁ ବର୍ଷକର ଫସଲ…
କେନ୍ଦୁଝର ପାଲଟିଛି ଅଘୋଷିତ ହାତୀ ସଫାରି
କେନ୍ଦୁଝର,୧୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ)ହାତୀପଲ ଜଙ୍ଗଲରୁ ବାହାରି ଗାଁ ଗହଳିରେ ବୁଲୁଛନ୍ତି। ଅବାଧରେ ରାସ୍ତା ପାର ହେଉଛନ୍ତି। ଫସଲ ନଷ୍ଟ କରୁଛନ୍ତି, ଘର ଭାଙ୍ଗୁଛନ୍ତି। ଏହା କେନ୍ଦୁଝର ଜିଲାରେ ନିତିଦିନିଆ ଘଟଣା ପାଲଟିଲାଣିା ଅପରପକ୍ଷେ ହାତୀ ଘଉଡ଼ାଇବା, ରାସ୍ତାପାର ହେଲାବେଳେ ହାତୀପଲ ଦେଖିବାକୁ…
ଟଙ୍କା ବ୍ୟାଗ୍ରେ ‘ଇନ୍ସପେକ୍ଟର ତିଓ୍ବାରୀ’
ବଲାଙ୍ଗୀର, ୧୦ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ମଦ ସାମ୍ରାଜ୍ୟ ଉପରେ ଆୟକର (ଆଇଟି) ବିଭାଗ ପକ୍ଷରୁ ଶନିବାର ଚତୁର୍ଥ ଦିନ ଧରି ମାରାଥନ୍ ଚଢ଼ାଉ ଜାରିରହିଛି। ବଲାଙ୍ଗୀର ସୁଦପଡ଼ା ମଦଭାଟିରୁ ଜବତ ଏକ ପଲିଥିନ୍ ପ୍ୟାକେଟ୍ରେ ୫ ଲକ୍ଷ ଟଙ୍କା ରହିଛି।…
କେନ୍ଦୁଝର ପାଲଟିଛି ମୁକ୍ତାକାଶ ହାତୀ ସଫାରୀ
କେନ୍ଦୁଝର,୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହିଛି। ଏକଦା ଜଙ୍ଗଲରେ ରହୁଥିବା ହାତୀପଲ ଗତ କିଛିବର୍ଷ ହେଲା ଜଙ୍ଗଲ ବାହାରେ ମୁକ୍ତାକାଶରେ ବୁଲୁଛନ୍ତି। ଅବାଧରେ ରାସ୍ତା ପାର୍ ହେଉଛନ୍ତି। ରାସ୍ତା ପାର୍ ସମୟରେ ରାସ୍ତାରେ…
ସଂଘବଦ୍ଧ ଆକ୍ରମଣରେ ଭାରତୀୟ ସେନା କର୍ମଚାରୀଙ୍କ ମୃତ୍ୟୁ ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ
ଛତ୍ରପୁର,୯ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ହରିପୁର ଛକଠାରେ ଭାରତୀୟ ସେନା କର୍ମଚାରୀ ଜେ. ଡିଲେଶ୍ୱର ପାତ୍ରଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଘଟଣାରେ ଶନିବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଶୁକ୍ରବାର ଘଟଣାରେ ସମ୍ପୃକ୍ତ ୫…
ପାର୍କିଂକୁ ନେଇ ମାଡ଼ପିଟ୍
ନିରାକାରପୁର,୯ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଏକ ହୋଟେଲ ସମ୍ମୁଖରେ ପାର୍କିଂକୁ ନେଇ ମାଡ଼ପିଟ୍ ହୋଇଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଥାନା ଶ୍ରୀନଗର ଗ୍ରାମ ଗଜୁଏକାର ଗୋପାଳ ପଟେଲ(୬0) ନାମକ ଜଣେ ବ୍ୟକ୍ତି ଜଙ୍କିଆ ଥାନାରେ ଏକ ଲିଖିତ ଅଭିଯୋଗ କରିଥିବା ବେଳେ ହୋଟେଲ ପକ୍ଷରୁ…
ଜମିଜମା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ
ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ମାଦାଙ୍ଗୀ ଗାଁ ନିକଟରେ ଦୀର୍ଘଦିନ ହେଲା ରହିଆସୁଥିବା ଏକ ଜାଗାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଏ ନେଇ କୋଟଗଡ଼ ଥାନାରେ ଦୁଇଟି ପୃଥକ୍ ମାମଲା…
ପାଇପ୍ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍
ରାୟଗଡ଼ା,୯ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଖୁରିଗାଁ ପେଟ୍ରୋଲ ପମ୍ପ ନିକଟ ମେଗା ଜଳ ପ୍ରକଳ୍ପରେ ଶନିବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାଣି ପାଇପ୍ ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ…
ସ୍ତ୍ରୀଙ୍କ କଟାମୁଣ୍ଡ ଧରି ଥାନାରେ ପହଞ୍ଚିଲେ ସ୍ବାମୀ, ଗଣ୍ଡି ପଡ଼ିଛି ଘରେ
ନୟାଗଡ଼,୯ା୧୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ବାଣୀଗୋଚ୍ଛା ଥାନା ଅନ୍ତର୍ଗତ ବିଡ଼ାପାଜୁ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ସନ୍ଦେହରେ ସ୍ତ୍ରୀଙ୍କୁ କଟୁରିରେ ହାଣି ସ୍ବାମୀ ଅର୍ଜୁନ ବାଘ କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅନ୍ୟପକ୍ଷରେ ସ୍ତ୍ରୀଙ୍କ ଗଣ୍ଡି…
ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଉତ୍ତେଜନା
ବାଲିଗୁଡ଼ା,୯ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଏକ ସିରିଜ ଦୁର୍ଘଟଣା ଘଟିଥିଲା। ଜଣେ ନିଶାସକ୍ତ ଯୁବକ ମୋଟରସାଇକେଲ ଦ୍ବାରା ସିରିଜ୍ ଦୁର୍ଘଟଣା ଘଟାଇଥିଲେ। ଫଳରେ ପାଞ୍ଚ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ…
ଜିଆର୍ଏସ୍ ବହିଷ୍କାର ଘଟଣା: ଦୁଇ ସପ୍ତାହ ପାଇଁ ରୋକୋ ଲଗାଇଲେ ହାଇକୋର୍ଟ
ହାଟଡିହୀ,୯ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବାଲିବରେଇ ପଞ୍ଚାୟତର ପୂର୍ବତନ ଜିଆର୍ଏସ ପୂର୍ଣ୍ଣେନ୍ଦୁ କୁମାର ଥାଟୋଇଙ୍କୁ ଜିଲାପାଳଙ୍କ ଆଦେଶ ନଂ ୮୯୫୫/୨୮.୧୧.୨୩ରେ ଚାକିରିରୁ ବହିଷ୍କାର କରାଯାଇଥିଲା। ଉକ୍ତ ବହିଷ୍କାର ଆଦେଶ ବିରୋଧରେ ଥାଟୋଇ ଗତ ୪.୧୨.୨୩ରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ…
ବରଯାତ୍ରୀ ଫେରିବା ବେଳେ ଅଘଟଣ: ପୋଲବାଡ଼ରେ ପିଟିହେଲା କାର୍, ଜଣେ ମୃତ, ୩ ଗୁରୁତର
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବରଯାତ୍ରୀ ଯାଇ ଫେରିବା ବେଳେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମୃତକ…

