ଆମ ଜିଲା ଖବର

ମଦିନା ମଇଦାନରେ ଲାଗିଲା ୧୪୪

ଭଦ୍ରକ,୮ା୧୨(ସନାତନ ରାଉତ): ଭଦ୍ରକ ସହର ମଦିନା ମଇଦାନରେ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରତିବାଦ ସଭା ହେବାକୁ ଥିଲା। ଏହି ସଭାରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଶନିବାର ସକାଳ ୬ଟା ପର୍ଯ୍ୟନ୍ତ ୧୪୪…

ସନ୍ଦେହ ଜନକ ଅବସ୍ଥାରେ ମିଳିଲା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ମୃତଦେହ

ଭବାନୀପାଟଣା,୮।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କାର୍ଯ୍ୟରତ ଜଳ ସମ୍ପଦ ବିଭାଗର ଜଣେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ମୁଖୀଗୁଡ଼ାସ୍ଥିତ ସରକାରୀ କ୍ୱାର୍ଟର୍ସରୁ ତାଙ୍କର ମୃତଦେହ ଜୟପାଟଣା ପୋଲିସ ଉଦ୍ଧାର କରିଛି। ମୃତ ଯନ୍ତ୍ରୀ ହେଲେ ରଞ୍ଜିତ…

ବାଣ ଫୁଟି ଯଜ୍ଞମଣ୍ଡପରେ ଲାଗିଲା ନିଆଁ

ଛତ୍ରପୁର,୮ା୧୨(ଦିଲ୍ଲୀପ ସାମଲ): କାଳୀମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଚାଲିଥିବା ବେଳେ ନିଆଁ ଲାଗିଯାଇଥିଲା। ବାଣ ଫୁଟି ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଯଜ୍ଞମଣ୍ଡପ ଜଳିଗଲା। ଗଞ୍ଜାମ ଜିଲା ଚମାଖଣ୍ଡି ଅନ୍ତର୍ଗତ କୁଅଁପଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ଅଗ୍ନିଶମବାହିନୀ…

ଟ୍ରେନ୍‌ଲାଇନ୍‌ରେ କଟି ସିଗ୍‌ନାଲ୍‌ ଯନ୍ତ୍ରୀଙ୍କ ଜୀବନ ଗଲା

ନୂଆପଡ଼ା,୮ା୧୨: ନୂଆପଡ଼ା ରେଳଷ୍ଟେଶନର ସିଗ୍‌ନାଲ୍‌ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମରାମତି ପାଇଁ ସିଗ୍‌ନାଲ୍‌ ଯନ୍ତ୍ରୀ ଅନୁପ ରୟ(୨୮) ଗୁରୁବାର ରାତିରେ ଷ୍ଟେଶନରେ ପହଞ୍ଚିଥିଲେ। ମରାମତି କାର୍ଯ୍ୟ ସାରି ଲଖନା ଫେରୁଥିବା ବେଳେ ରେଳ ଲାଇନ୍‌ର ଗୋଡ଼ ଫସି ଯାଇଥିଲା। ଏହି ସମୟରେ…

ଲୁଣାନଦୀ ଶଯ୍ୟାରେ ଖୋଳା ହେଉଛି କେନାଲ

କେନ୍ଦ୍ରାପଡ଼ା,୮ା୧୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। କଳପଡ଼ାସ୍ଥିତ ଇନ୍‌ଟେକ ଫିଡର ନିକଟରେ ନଭେମ୍ବରଠାରୁ ଜଳସ୍ତର ନାହିଁ। ଏଥିପାଇଁ ଲୁଣା ନଦୀ ଗର୍ଭରେ ୭୦୦ ମିଟର ଲମ୍ବ, ୨୫ ଫୁଟ ଚଉଡ଼ା ଓ…

ଗୋରୁ ବୋଝେଇ ଭ୍ୟାନ୍‌ ପୋଡ଼ି ଦେଲେ

ସୁନ୍ଦରଗଡ଼,୭ା୧୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅଧୀନ ଜୁଲୁମବାହାଲ ଗ୍ରାମ ପଞ୍ଚାୟତର ବେହେରାମୁଣ୍ଡାଠାରେ ଏକ ଗୋରୁ ବୋଝେଇ ଭ୍ୟାନ୍‌କୁ ନିଆଁ ଲଗାଇ ପୋଡି ଦିଆଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଓଡି ୧୬ ବି ୨୩୯୫ ନମ୍ବର ବିଶିଷ୍ଟ…

ମଦଭାଟିରୁ ବାହାରିଲାଣି ୨୦୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା: ଗଣିବାକୁ ଲାଗିବ ଆହୁରି ୩ରୁ ୪ ଦିନ

ବଲାଙ୍ଗୀର, ୭ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହରର ମଦଭାଟିରୁ ୨୦୦ କୋଟିରୁ ଉର୍ଦ୍ଧ୍ୱ ନଗଦ ଟଙ୍କା ଆୟକର ବିଭାଗ ଜବତ କରିବା ଘଟଣା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଛି। ମଦଭାଟିକୁ ଏତେ ପରିମାଣର ଟଙ୍କା କୁଆଡୁ ଆସିଲା ତାକୁ ନେଇ…

ଆଜିଠାରୁ କୁଚ୍‌ ବିହାର ଟ୍ରଫି କ୍ରିକେଟ୍‌

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ୧୧ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ହାଇଦ୍ରାବାଦ ମଧ୍ୟରେ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଏବଂ କ୍ରୀଷ୍ଣା ବିକାଶ ଗ୍ରୁପ…

୨୨୦ କୋଟି ଟଙ୍କାର କୋକେନ୍‌ ଜବତ ମାମଲା: ଜାହାଜକୁ ପିଆଇସିଟି ବର୍ଥରୁ ସାଉଥ କେ ସ୍ଥାନାନ୍ତର

ପାରାଦୀପ,୭।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଲାଗିଥିବା ଜାହାଜ ‘ଏମ୍‌ଭି ଦେବୀ’ରୁ ୨୨୦ କୋଟି ଟଙ୍କାର କୋକେନ୍‌ ଜବତ ଘଟଣା କ୍ରମଶଃ ଜଟିଳ ହେଉଛି। ଗୁରୁବାର ଉକ୍ତ ଜାହାଜ ପିଆଇସିଟି(ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ପାରାଦୀପ ବନ୍ଦର ସାଉଥ କେ…

ବର ଶୋଭଯାତ୍ରା ପୂର୍ବରୁ ଅଘଟଣ: ପେଟ୍ରୋଲ ନିଆଁରେ ୩ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ପଟ୍ଟାମୁଣ୍ଡାଇ, ୭ା୧୨ (କଳ୍ପତରୁ ନାୟକ): ବାହାଘର ପାଇଁ ବନ୍ଧୁବାନ୍ଧବ ଆସି ଘରେ ପହଞ୍ଚତ୍ ସାରିଥିଲେ। ବରକୁ ନେଇ ବରଯାତ୍ରୀ କନ୍ୟାଘରକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ଏଥିପାଇଁ ପ୍ରସ୍ତୁତ ହେଉଥିବା ବେଳେ ଏକ ଅଭାବନୀୟ ଘଟଣା ବହୁ ଓଲଟପାଲଟ କରିଦେଇଥିଲା। ବରଯାତ୍ରୀଙ୍କ ଗାଡ଼ିରେ…

ଅଟୋ ଚଳାଇଲେ ଦିବ୍ୟଶଙ୍କର

ଭବାନୀପାଟଣା,୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ହେଲିକେପ୍ଟର, ଉଡାଜାହାଜ ଚଳାଇବା କଥା ସମସ୍ତେ ଜାଣନ୍ତି। ହେଲେ ସେ ଅଟୋରିକ୍ସା ଚଳାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ଜୁନାଗଡ ବ୍ଲକ ତଲଜାରିଙ୍ଗ ଠାରେ ନିର୍ମାଣ…

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି। ଦ୍ରୁତଗତିରେ ଲକ୍ଷ୍ୟଭେଦ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ରର ରହିଛି। ଏହାର ଓଜନ ୧୨ଟନ୍‌ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?