ଖବର ପ୍ରକାଶ ପରେ ମରାମତି ହେଲା ନଳକୂପ
ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ କୋରଡା ପଞ୍ଚାୟତ ବେଲବଣି ଗ୍ରାମରେ ୧୦ ଦିନ ହେଲା ସୋଲାର ଜଳ ଯୋଗାଣ ବ୍ୟବସ୍ଥା ଓ ନଳକୂଅ ଉଭୟ ଖରାପ ହୋଇ ଯାଇଥିବାରୁ ଲୋକମାନେ ପାଣି ପାଇଁ ଡହଳବିକଳ ହେଉଥିଲେ । ଏ ନେଇ…
ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ନିଲମ୍ବିତ
କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ ଗଳିତ ମାଈହାତୀର ମୃତଦେହ ମିଳିବା ଘଟଣାରେ ବନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ ଘଟଣାରେ କାର୍ଯ୍ୟରେ ଅବହେଳା ଏବଂ ବିଳମ୍ବରେ ହାତୀ ମୃତ୍ୟୁ ଘଟଣା ନେଇ…
ଅଦିନିଆ ବର୍ଷାରେ ବୁଡ଼ିଲା ଗାଁ
ଛତ୍ରପୁର,୬ା୧୨(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ବେହାଲ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ। ଲଗାଣ ବର୍ଷା ଯୋଗୁ ଗ୍ରାମର ମୁଖ୍ୟ ରାସ୍ତାରେ ପାଣି ଜମି ରହିଛି। ଏହା ଦ୍ୱାରା ଡେଙ୍ଗୁ ରୋଗ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଥିବାରୁ…
ଅମଳ ସମୟରେ ବର୍ଷା, ବ୍ୟାପକ ଫସଲ ନଷ୍ଟ ଆଶଙ୍କା
ନିରାକାରପୁର,୬ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳରେ ଥିବା ପ୍ରାୟ ୯ହଜାର ହେକ୍ଟର ଜମିରେ ଚାଷୀମାନେ ଧାନଫସଲ କରିଛନ୍ତି। ତେବେ ଧାନଫୁଲ ଉଡ଼ାଇବା ସମୟ ପୂର୍ବରୁ ମୌସୁମୀ ବର୍ଷା ଉଭେଇ ଯାଇଥିବାରୁ ଚାଷୀମାନେ ନାହିଁ ନ ଥିବା ଅସୁବିଧାର…
ବାଘଛାଲ ଜବତ, ୬ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା/କୋକସରା,୬ା୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡିରେ ପୁଣି ବାଘଛାଲ ଜବତ କରି ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ। ଛତିଶଗଡ଼ ଉଦନ୍ତି ସୀତାନଦୀ ବ୍ୟାଘ୍ର ଅଭୟାରଣ୍ୟ ଏବଂ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ପକ୍ଷରୁ କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ଆମପାଣି…
ବାପାଙ୍କ କୋକେଇ ସଜଡ଼ା ଯାଉଥିବା ବେଳେ ଗଛଡାଳ ପଡ଼ି ଚାଲିଗଲା ପୁଅଙ୍କ ଜୀବନ
କୋରାପୁଟ,୬ା୧୨(ଅମିତାଭ ବେହେରା): କଥାରେ ଅଛି, ଦୁଃଖ ଯେତେବେଳେ ଆସେ ସାଙ୍ଗସାଥୀ ସମସ୍ତଙ୍କୁ ସାଥୀରେ ଧରି ଆସେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି, କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର କାମତା ଗାଁରେ। ଏହି ଗାଁରେ ବାପାଙ୍କ ପାଇଁ କୋକେଇ ସଜଡ଼ା…
ପୂର୍ବଶତ୍ରୁତାରୁ ଠେଙ୍ଗା-ପଥରମାଡ଼: ୫ ଗୁରୁତର
ଘସିପୁରା,୬ା୧୨(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଆଗର୍ଦା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ୫ ଗୁରୁତର ହୋଇଥିବା ସୂଚନା ମିଳିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ସଂଘର୍ଷରେ ଗୋଲକ ଜେନା, ସଞ୍ଜୟ ଜେନା,…
ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ବୁହାହେଲେ ରୋଗୀ
କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଅତ୍ୟନ୍ତ ଶୋଚନୀୟ ଯୋଗୁ ଗାଁ ଭିତରକୁ ଆମ୍ବୁଲାନ୍ସ ପଶି ପାରିଲାନି। ଫଳରେ ରୋଗୀ ଷ୍ଟ୍ରେଚରରେ ବୁହା ହୋଇ ମେଡିକାଲ ଯାଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ସଦର ବ୍ଲକ ଅନ୍ତର୍ଗତ ପର୍ଜନପୁର ପଞ୍ଚାୟତ ଆମୁଣିପୁର ଗାଁରେ।…
୫ ଗୋରୁ ବୋଝେଇ ପିକ୍ଅପ୍ ଜବତ: ୧୩ ଗିରଫ
ମୋରଡ଼ା,୬ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଦୈନିକ ବହୁ ମାତ୍ରାରେ ଗୋରୁ ଚାଲାଣ ହେଉଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଶୁଳିଆପଦା ଥାନା ଅଧିକାରୀ ସୁମିତ ସୋରେନ ୫ଟି ଗୋରୁ ବୋଝେଇ ପିକ୍ଅପ୍କୁ ଜବତ କରିବା ସହିତ ୧୩…
ବାତ୍ୟା ମିଗ୍ଜୋମ୍: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା
ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର ପ୍ରଭାବ ଯେଉଁଭଳି ଭାବେ ଆକଳନ କରାଯାଇଛି ସେହିପରି ପ୍ରଭାବ ପଡିନି। ପୂର୍ବରୁ ପାଣିପାଗ ବିଭାଗ…
ନନ୍ଦନକାନନରେ ଆଖିବୁଜିଲା ଆନାକୋଣ୍ଡା
ବାରଙ୍ଗ, ୬।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆଉ ୯ଟି ଆନାକୋଣ୍ଡା ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅଛନ୍ତି। କିଛି ଦିନ…
ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା: ପାଣି ଭିତରେ ପର୍ଯ୍ୟଟକ
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ ଘଟିଛି। ହଠାତ୍ ହାଣ୍ଡି ଭେଳା ଭାଙ୍ଗିଯାଇ ଜଣେ ଶିଶୁ ସମେତ ୫ ପର୍ଯ୍ୟଟକ ପାଣିରେ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୁମ୍ଭକ୍ଷେତ୍ରରେ ଇକୋ…

