ଘୋଡ଼ାହାଡ଼ ନଦୀରେ ବନ୍ୟା: ପଳାଶପୁର ବ୍ରିଜ୍ ଉପରେ ୪ ଫୁଟ୍ର ପାଣି, ଆସିକା-ଦିଗପହଣ୍ଡି-ପାଟପୁର ଯୋଗାଯୋଗ ବିଚ୍ଛିନ୍ନ
ଦିଗପହଣ୍ଡି ୨୮।୧୦, ଅଶେଷ ନାଥ ମିଶ୍ର: ଗଞ୍ଜାମ ଜିଲାର ଘୋଡ଼ାହାଡ଼ ନଦୀରେ ସୃଷ୍ଟି ହୋଇଛି ଗମ୍ଭୀର ବନ୍ୟା ପରିସ୍ଥିତି। ନଦୀର ଉପରମୁଣ୍ଡ ଗଜପତି ଜିଲାରେ ପ୍ରବଳ ବର୍ଷା ଯୋଗୁ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି।ବୁଧବାର ଅପରାହ୍ନ ପ୍ରାୟ ୩ଟାରେ ଘୋଡ଼ାହାଡ଼ ନଦୀର…
ବାତ୍ୟା ‘ଅର୍ଣ୍ଣବ’: ଦାରିଙ୍ଗବାଡ଼ି ଗସ୍ତ କରି ସ୍ଥିତି ପରଖିଲେ ମନ୍ତ୍ରୀ, ସିଲ୍ କରାଯାଇଥିବା ଗାଜଲବାଡ଼ି ଘାଟିର…
ଦାରିଙ୍ଗବାଡ଼ି,୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ଲୋକଙ୍କ ସୁରକ୍ଷା ଦିଗର ତଦାରଖ କରିବା ପାଇଁ ଓଡ଼ିଶାର ରାଜ୍ୟ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ଅପରାହ୍ନରେ ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତି। ଗସ୍ତ ସମୟରେ…
ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଜୟ ଅମୃତ କୁଲାଙ୍ଗେ, ୬ ବର୍ଷର ସମ୍ପର୍କକୁ ମନେ ପକାଇ…
ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ଗଞ୍ଜାମ ମାଟି ସହ ପୁଣି ଯୋଡ଼ିହେଲା ପୁରୁଣା ସମ୍ପର୍କ। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍ଡିସି) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଜୟ ଅମୃତ କୁଲାଙ୍ଗେ ବୁଧବାର ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ
ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ମେଣ୍ଟପୁର ଗ୍ରାମରେ। ମୃତକ…
‘ଅର୍ଣ୍ଣବ’ ପ୍ରଭାବ: ତପ୍ତପାଣି ଘାଟିରେ ରାସ୍ତା ବୁଡ଼ିଲା, ଯାତାୟାତ ପ୍ରଭାବିତ
ଗଞ୍ଜାମ,୨୮।୧୦ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ଥିବା ତପ୍ତପାଣି ଘାଟି ଅଞ୍ଚଳରେ ବର୍ଷା ଯୋଗୁ ସ୍ଥିତି ପ୍ରଭାବିତ ହୋଇଛି। ଜାତୀୟ ରାଜପଥ-୩୨୬ର ପାଳୁଖୋଳା ନିକଟରେ ରାସ୍ତା ଉପରେ ପାଣି ପ୍ରବାହିତ ହେବାରୁ ଯାତାୟାତ ବାଧାପ୍ରାପ୍ତ…
୬୦ ଫୁଟ ଦବିଗଲା ନଦୀବନ୍ଧ
ଯାଜପୁର,୨୮।୧୦: ଯାଜପୁର ଜିଲାରେ ବୈତରଣୀ ନଦୀବନ୍ଧ ୬୦ ଫୁଟ ଦବିଯାଇଥିବା ଖବର ସାମ୍ନାକୁ ଆସିଛି। ଦଶରଥପୁର ବ୍ଲକ୍ର ନାରଣପୁର ନିକଟରେ ନଦୀବନ୍ଧ ଦବିଯାଇଥିବା ସୂଚନା ମିଳିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚିନ୍ତା ପ୍ରକାଶ ପାଇଛି। ନଦୀବନ୍ଧ ଦବିଯିବାର ପ୍ରକୃତ…
ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି
ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ ବ୍ରହ୍ମପୁରଠାରୁ ଜୟପୁରକୁ ସଂଯୋଗ କରୁଥିବା ୩୨୬ ଜାତୀୟ ରାଜପଥର ମୋହନା ନିକଟରେ ଥିବା…
ବାତ୍ୟା ଅର୍ଣ୍ଣବର ପ୍ରଭାବ: ୨ ଦିନ ହେଲା ଅନ୍ଧାରରେ ଦାରିଙ୍ଗବାଡ଼ି, ଏକାଧିକ ସ୍ଥାନରେ ବିଦ୍ୟୁତ୍ ଖୁଣ୍ଟ…
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଲଗାଣ ବର୍ଷା ସାଙ୍ଗକୁ ଝଟକା ପବନ ବହିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ଅଞ୍ଚଳରେ ମଙ୍ଗଳବାରଠାରୁ ସମ୍ପୂର୍ଣ୍ଣ ବିଦ୍ୟୁତ ଅଚଳ ହୋଇପଡ଼ିଛି। ଏଭଳି ସ୍ଥିତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ।…
ପବନରେ ଉଡ଼ି ରାସ୍ତାରେ ପଡ଼ିଲା ଗଜଲକ୍ଷ୍ମୀ ପୂଜା ଗେଟ୍
ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲାରେ ବୁଧବାର ମଧ୍ୟାହ୍ନରୁ ବର୍ଷା ଓ ପବନ ଲାଗି ରହିଛି। ଏହାରି ଭିତରେ ଜୁନାଗଡ଼ ସହର ବଡ଼ପଡା ଛକ ଓ ପୋଲିସ ଷ୍ଟେଶନ ନିକଟ ଜାତୀୟ ରାଜପଥ ୨୬ (କ)ରେ ଚାଲୁଥିବା…
ଅଟୋରୁ ୧୦୦ କେଜି ଗଞ୍ଜେଇ ଜବତ: ୨ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ
କେସିଙ୍ଗା, ୨୮।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦୦ କେଜି ଗଞ୍ଜେଇ ସହ ଗୋଟିଏ ପିସ୍ତଲ, ୫ଟି ଅଫୁଟା…
ବର୍ଷାରେ କାନ୍ଥ ଭୁଶୁଡ଼ି ଆହତ ମହିଳାଙ୍କୁ ଭେଟିଲେ ତହସିଲଦାର-ବିଡିଓ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଲଗାଣ ବର୍ଷା ଯୋଗୁ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଅସରଳା ପଞ୍ଚାୟତର ଦିଆଁନିପାଟଣା ସାହିର ମଞ୍ଜୁଲତା ବରାଡ଼ (୪୫) ଆହତ ହୋଇଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇ ବୋଲଗଡ଼ ତହସିଲଦାର ଓ…
ପୁରୁଷୋତ୍ତମପୁରରେ ବାତ୍ୟାର ପ୍ରଭାବ: ଲଗାଣ ବର୍ଷା ସହ ପବନ, ଫସଲ ନଷ୍ଟ ଚିନ୍ତାରେ ଚାଷୀ
ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇ ଦିନ ହେଲା ବର୍ଷା ଲାଗି ରହିଛି। ଏଠାରେ ୮୮.୦ ମିଲିମିଟର ବର୍ଷା ହୋଇଥିବାବେଳେ ପବନର ବେଗ ଘଣ୍ଟାପ୍ରତି ୨.୧୫୪ କିଲୋମିଟର ରହିଛି। କେଏନ୍ପୁର ପଞ୍ଚାୟତ ପକ୍ଷରୁ ଲୋକଙ୍କୁ…

