ଆମ ଜିଲା ଖବର

୯୭ କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ

ଢେଙ୍କାନାଳ,୧୬ା୨(ରତନ ନାୟାର): ଆସନ୍ତା ୨୦ ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା କରାଯିବ। ଚଳିତବର୍ଷ ଢେଙ୍କାନାଳ ଜିଲାରେ ମୋଟ ୯୭ଟି କେନ୍ଦ୍ରରେ ୧୬,୭୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତନ୍ମଧ୍ୟରେ ରେଗୁଲାର ପରୀକ୍ଷାର୍ଥୀ ୧୬,୬୬୮ ଓ ଏକ୍ସ ରେଗୁଲାର ୩୪,…

ଆଜି ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୀ,୧୬ା୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ…

ଅସହାୟ ୨ ଭାଇଙ୍କୁ ଦଇବ ସାହା

ସୋନପୁର,୧୬।୨(ମୃତ୍ୟୁଞ୍ଜୟ ଶତପଥୀ): ଅସହାୟ, ଅନାଥ ଶିଶୁଙ୍କ ସହାୟତା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। କିନ୍ତୁ ଅସହାୟ ଦୁଇ ଭାଇ ହେମନ୍ତ ଖେତି(୧୩) ଓ ସୁମନ୍ତ ଖେତି(୧୧)ଙ୍କ ପାଇଁ ଏହି ସବୁ ଯୋଜନା ଅପହଞ୍ଚ ହୋଇଛି।…

ସରୁନି ସାଇନ୍ସ ପାର୍କ, ପ୍ଲାନେଟାରିୟମ କାର୍ଯ୍ୟ

ରାଉରକେଲା,୧୬।୨(ଦିନେଶ ମିଶ୍ର): ରାଉରକେଲା ସହର ସ୍ମାର୍ଟସିଟିର ମାନ୍ୟତା ପାଇବା ପରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଚାଲିଛି। ସହରର କେଉଁଠି ଷ୍ଟାଚ୍ୟୁ ନିର୍ମାଣ କରାଯାଉଛି ତ ଆଉ କେଉଁଠି ପାର୍କ। ଏସବୁ ଭିତରେ ସହରରେ ଏଭଳି କିଛି ଉନ୍ନତିମୂଳକ ପ୍ରକଳ୍ପ ରହିଛି ଯାହା…

ପେସା ମାଛ ବ୍ୟବସାୟ, ନିଶା ଫୁଲ ଉଦ୍ୟାନ

ପାରାଦୀପ,୧୬।୨ (ଶରତ ରାଉତ): ଘର ଆଗରେ ଫୁଲ ଗଛଟିଏ ଥିଲେ ତାକୁ ଦେଖି ମନ ଟିକିଏ ପୁଲକିତ ହୁଏ। ଆଉ ଯଦି ରଙ୍ଗ ବେରଙ୍ଗର ଫୁଲ ଓ ବାସ୍ନା ଗୋଟିଏ ଜାଗାରେ ଦେଖିବାକୁ ମିଳେ ସେଠାରେ ଆପଣା ଛାଏଁ କିଛି ସମୟ…

ଆଜି ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କୁଜଙ୍ଗ,୧୬।୨ (ମନୋଜ ପ୍ରଧାନ): ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପର ଶିଳାନ୍ୟାସ ନିମନ୍ତେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତକୁ ଆସୁଛନ୍ତି। ଏଥିନିମନ୍ତେ ପ୍ରଶାସନ ଓ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଗୁରୁବାର ଏରସମା-ବାଲିକୁଦା ବିଧାୟକ…

ମେମୁ ଟ୍ରେନ୍‌ ଭିତ୍ତିଭୂମି ତଦାରଖ ଏବେ ବି ଅଧୁରା

କେନ୍ଦ୍ରାପଡ଼ା, ୧୬ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଯାତ୍ରୀବାହୀ ରେଳ ଚଳାଚଳ ଜିଲାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ରହିଛି। ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ରୁ ଅଧିକ ମାଲବାହୀ ଟ୍ରେନ୍‌…

ମରାମତି କାର୍ଯ୍ୟ ନିମ୍ନମାନର ଅଭିଯୋଗ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଜାରକା କାର୍ଯ୍ୟାଳୟ ଅଧୀନ ନୀଳାଦେଇପୁର ଛକଠାରୁ ଚାନ୍ଦପୁର ପର୍ଯ୍ୟନ୍ତ ୨.୫୦୦ କି.ମି. ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ୨୦୧୭ ଅକ୍ଟୋବରରେ…

ଗ୍ରାମବାସୀଙ୍କ ଭରସା ଖୋଲା କୂଅ

କାଏମା,୧୬ା୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ୍‌ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ବିପୁଳ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରୁନାହିଁ। ସେହିପରି ଯେଉଁଠାରେ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି ତାହା ମଧ୍ୟ ଗୋଟିଏ ପରେ ଗୋଟିଏ ଅଚଳ ହେବାରେ…

କଳାହାଣ୍ଡି ଭାଜପା: ବିଧାୟକ ନୁହେଁ, ଏମ୍‌ପି ହେବାକୁ ମନ

ଭବାନୀପାଟଣା,୧୬ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସାଧାରଣ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଲାଣି। ଚା’ ଦୋକାନଠୁ ହାଟବଜାର ସବୁଠି ଚର୍ଚ୍ଚା ଏଥର କିଏ ବିଧାନସଭା ଓ ଲୋକ ସଭା ପାଇଁ…

ବିଜେଡି-ଭାଜପାର ବୁଝାମଣା ଭିତରେ ଇଡି ଚଢ଼ାଉ କରିଛି: କଂଗ୍ରେସ

ଭୁବନେଶ୍ୱର,୧୬ା୨(ସୁନିତ୍‌ ମିଶ୍ର): ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିବା ଜଣାପଡ଼ିଛି। ଏହି କଥାକୁ କଂଗ୍ରେସ ପାଲଟା ଟାର୍ଗେଟ କରିଛି। ବିଜେଡି-ଭାଜପା ସହଭାଗିତାରେ ଏହି ଚଢ଼ାଉ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଅନ୍ୟପକ୍ଷରେ ଭାଜପା…

ଚମ୍ପୁଆ ବିଧାନସଭା କ୍ଷେତ୍ର: ନିର୍ଣ୍ଣାୟକ ଭୂମିକା ନେଇପାରନ୍ତି ସ୍ବାଧୀନ ପ୍ରାର୍ଥୀ

ଯୋଡ଼ା,୧୬ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା କ୍ଷେତ୍ର ୨୦୦୯ଠାରୁ ଚର୍ଚ୍ଚାରେ ରହିଆସିଛି। ଅତୀତରେ କଂଗ୍ରେସର ଗଡ଼ କୁହାଯାଉଥିବା ଏହି ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତୁ ପଟ୍ଟନାୟକ ୨୦୦୯ରେ ଜିତିଥିବା ବେଳେ ୨୦୧୪ରେ ସନାତନ ମହାକୁଡ଼ ମଧ୍ୟ ସ୍ବାଧୀନ ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?