ଆମ ଜିଲା ଖବର

ଦ୍ୱିତୀୟ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା, ଏବେ ଆଜୀବନ ଜେଲ୍‌ ଭୋଗିବେ ସ୍ବାମୀ

ବ୍ରହ୍ମପୁର,୧୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଶିକ୍ଷକ ତାଙ୍କର ଦିତ୍ୱୀୟ ସ୍ତ୍ରୀ’ଙ୍କୁ ହତ୍ୟା କରିଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଗୁରୁବାର ଉକ୍ତ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ପ୍ରଫୁଲ ଚନ୍ଦ୍ର…

ସେମିଳିଗୁଡ଼ାରେ ଭର୍ଚୁଆଲରେ ନୂଆ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ,୧୫ା୨(ଅମିତାଭ ବେହେରା): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚୁଆଲ ମାଧ୍ୟମରେ ରାଜ୍ୟର ୧୩ଟି ଜିଲାର ୨୦ଟି ବସ୍‌ଷ୍ଟାଣ୍ଡର ଉଦ୍‌ଘାଟନ କରାଯାଇଛି। ସେଥିମଧ୍ୟରୁ କୋରାପୁଟ ଜିଲାର ସେମିଲିଗୁଡା ବସ୍‌ଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ଏହା ଦ୍ୱାରା ସ୍ଥାନୀୟ ଅଞ୍ଚଳବାସୀ ସୁବିଧା ପାଇପାରିବେ…

ଦୁଇ ଯବାନଙ୍କୁ ଏୟାରଲିଫ୍ଟ

ବୌଦ୍ଧ,୧୫ା୨: ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା। ତେବେ ଏହି ବିସ୍ଫୋରଣରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ହସ୍ପିଟାଲ ନିଆଯାଇଥିଲା। ସେଠାରେ…

ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅନେକ ଯବାନ ଆହତ

ବୌଦ୍ଧ,୧୫ା୨: ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଏକାଧିକ ଏସ୍‌ଓଜି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମାଓବାଦୀମାନେ ଯବାନଙ୍କ ଗାଡ଼ି…

ବିଦ୍ୟୁତ୍‌ ଆଘାତରେ ପାର୍କ କର୍ମଚାରୀଙ୍କ ଜୀବନ ଗଲା

ବାଲିଗୁଡ଼ା,୧୫ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରର ମଧ୍ୟ ଭାଗରେ ରହିଥିବା ତ୍ରିବେଦୀ ପାର୍କର କର୍ମଚାରୀ ଦିବାକର ବିନ୍ଧାଣି (୪୨)ଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସବୁଦିନ ପରି ଦିବାକରଙ୍କ ସହ ୮ଜଣ ପାର୍କକୁ ଆସି ନିଜ କାମ…

ବିଜେଡି ବିଧାୟକଙ୍କ ଘରେ ଇଡି, ୧୦ ସ୍ଥାନରେ ଚଢାଉ

ଭଦ୍ରକ,୧୫।୨(ସନାତନ ରାଉତ): ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ନଇବନ୍ଧ ଘରେ ଇଡିର…

ଜଳସମ୍ପଦ କର୍ମଚାରୀଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୫।୨: ମାଓବାଦୀଙ୍କ ବର୍ବରକାଣ୍ଡ। ଜଳ ସମ୍ପଦ ବିଭାଗର ଜଣେ କର୍ମଚାରୀଙ୍କ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଏପରି ଛାତିଥରା ଘଟଣା ଘଟିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜଲାରେ। ମୃତକ ହେଲେ ଇକବାଲ ମିଆଁ। ସୂଚନା ଥାଉ କି, ବୁଧବାର…

ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ

ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍‌ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର…

ରୋଗୀଙ୍କୁ ଘରୋଇ କ୍ଲିନିକ୍‌କୁ ପଠାଉଛନ୍ତି ଡାକ୍ତର

ପୁରୀ,୧୫ା୨(ଅଜିତ୍‌ ମହାନ୍ତି)ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ଡାକ୍ତର ଦୀର୍ଘଦିନ ଧରି କାର୍ଯ୍ୟ କରି ଆସୁଥିବାବେଳେ ସେମାନଙ୍କ ମନମୁଖୀ କାର୍ଯ୍ୟ ନେଇ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ମାତ୍ର ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଏବେ…

ଅବକ୍ଷୟମୁଖୀ ଜଙ୍ଗଲ, ଶିକାର ହାତୀ ମୃତ୍ୟୁର କାରଣ

ଖୋର୍ଦ୍ଧା,୧୫ା୨(ପ୍ରଭାତ ପାଣିଗ୍ରାହୀ)ଚନ୍ଦକା ବନ୍ୟପ୍ରାଣୀ ବିଭାଗ ଭରତପୁର ଜଙ୍ଗଲରେ ବୋମା ବିସ୍ଫୋରଣରେ ଆହତ ଦନ୍ତାହାତୀର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ଗତବର୍ଷ କେରଳରେ ମଧ୍ୟ ଏଭଳି ଏକ ଘଟଣା ଘଟିଥିଲା। ତେବେ ବନ୍ୟଜନ୍ତୁ ଶିକାର ପାଇଁ ଶିକାରୀଙ୍କ ଏଭଳି କାର୍ଯ୍ୟଶୈଳୀକୁ ନେଇ…

୪୫ ବର୍ଷରେ କପିଳାସ ପ୍ରାଣୀ ଉଦ୍ୟାନ

ଢେଙ୍କାନାଳ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କପିଳାସରେ ଥିବା ପ୍ରାଣୀ ଉଦ୍ୟାନ ୪୫ ବର୍ଷରେ ପଦାର୍ପଣ କରିଛି। ୧୯୭୯ ମସିହା ଜାନୁଆରୀ ୨୬ରେ ସବୁଜିମାମୟ କପିଳାସର ପାଦ ଦେଶରେ ୫ ହେକ୍ଟର ଜାଗାରେ ଡିଅର ପାର୍କରୁ ଏହି ପ୍ରାଣୀ ଉଦ୍ୟାନ ଆରମ୍ଭ ହୋଇଥିଲା।…

ଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚା

ଉଦଳା,୧୫ା୨(ସନ୍ତୋଷ କୁମାର ବାଚ୍ଛିନୀ)୭ବର୍ଷର ଶିଶୁପୁତ୍ରଙ୍କୁ ମା’ ବାପା ବଳି ଦେବା ପାଇଁ ଆଣିଥିଲେ। ହେଲେ ବଳି ପୂର୍ବରୁ ଶିଶୁପୁତ୍ର ଜଣକ କୌଶଳକ୍ରମେ ସେଠାରୁ ଖସିଯାଇଥିଲେ। ପରେ ଲୋକଙ୍କ ଆକ୍ରୋଶରୁ ବର୍ତ୍ତିବା ପାଇଁ ମା’ ବାପା ରାତି ସାରା ଜଙ୍ଗଲରେ ଲୁଚି ରହିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?