କଂଗ୍ରେସର ତୁଳସୀ ଯାତ୍ରା
ପୁରୀ,୨ା୧୨(ଅଜିତ୍ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ମରାମତି ଓ ଅଳଙ୍କାର ଗଣତି ସମେତ ୬ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ତୁଳସୀ ଯାତ୍ରା କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭଙ୍ଗ ନିମନ୍ତେ…
ଜାହାଜରୁ ୨୨୦ କୋଟିର କୋକେନ୍ ଜବତ
ପାରାଦୀପ,୨।୧୨(ଶରତ ରାଉତ): ପାନାମାରେ ତିଆରି ହୋଇଥିବା ‘ଏମ୍ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜ ଇଣ୍ଡୋନେସିଆରୁ ଆସିଥିଲା। ପାରାଦୀପରୁ ଷ୍ଟିଲ୍ କାର୍ଗୋ ନେଇ ଡେନମାର୍କ ଯିବାର ଥିଲା। ଗୁରୁବାର ମଧ୍ୟାହ୍ନ ୧୨ଟାରେ ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ (ପିଆଇସିଟି) ବର୍ଥରେ ଲାଗିଥିଲା। ନିୟମାନୁସାରେ…
ମୁକୁଳା ବୋର୍ଓ୍ବେଲରେ ପଡ଼ି ବୃଦ୍ଧା ମୃତ୍ୟୁ ମାମଲା ସୁବର୍ଣ୍ଣପୁର ଜିଲାପାଳଙ୍କୁ ଓଏଚ୍ଆର୍ସିଙ୍କ ନୋଟିସ
କଟକ,୧ା୧୨ (କାର୍ତ୍ତିକ ସାହୁ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକର ଖଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ବୃଦ୍ଧା ଦୁଃଖୀ ନେଗିଙ୍କ ବୋର୍ଓ୍ବେଲରେ ପଡ଼ି ମୃତ୍ୟୁ ମାମଲାରେ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍ଆର୍ସି) ସ୍ଥାନୀୟ ଜିଲାପାଳଙ୍କୁ ଶୁକ୍ରବାର ନୋଟିସ ଜାରି କରିଛନ୍ତି।…
ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍ ହେଉଛି ରୁମ୍
ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବେଳାଭୂମିରେ ଏକ…
ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…
ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି…
ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା: ପିଇଓଙ୍କ ବାସଗୃହରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର
ଫୁଲବାଣୀ ଅଫିସ,୧।୧୨(ରାକେଶ କୁମାର ରାଉତ): ଫୁଲବାଣୀ ବ୍ଲକ ଦଡକି ସରପଞ୍ଚଙ୍କ ପୁଅଙ୍କ ମୃତଦେହ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଗୃହରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶୁକ୍ରବାର ଉଦ୍ଧାର ହୋଇଛି। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସଞ୍ଜିତ କୁମାର…
ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍ ଜବତ
ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି। ଯାହାର ପରିମାଣ ୮୨ କେଜି। ଏହାର ଭାରତୀୟ ବଜାର ମୂଲ୍ୟ ୩୩୦ କୋଟି…
ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ
ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ ମଧ୍ୟ ଫେରିଛନ୍ତି। ବିମାନବନ୍ଦରରେ ୪ ଶ୍ରମିକ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି।…
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ୧୭ ଦଫା ଦାବିପତ୍ର ପ୍ରଦାନ
କେସିଙ୍ଗା,୧।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ସ୍ବାଭିମାନ ସୁରକ୍ଷା ମଞ୍ଚର ଆବାହକ ସୁରେଶ ରାଓଙ୍କ ନେତୃତ୍ୱରେ ଶୁକ୍ରବାର ୧୭ ଦଫା ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ପଦ୍ମନାଭ ପୁରୋହିତଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଚାଷୀଙ୍କ ମଣ୍ଡି ସମସ୍ୟାଠାରୁ ଆରମ୍ଭ କରି କିପରି ବିଭିନ୍ନ…
ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ
ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଗୋସାଣିନୂଆଗାଁ ଥାନା ସଦାନନ୍ଦ ବିହାର ଦ୍ୱିତୀୟ ଲାଇନର ବୁଲୁ ସାହୁ(୫୨)ଙ୍କୁ ଦାଷୀ ସାବ୍ୟସ୍ତ…
୨୦ ବର୍ଷରେ ଏଡ୍ସରେ ଗଲାଣି ୨୮୮ ଜୀବନ
ଭଦ୍ରକ,୧ା୧୨(ସନାତନ ରାଉତ):ଡିସେମ୍ବର ୧ ହେଉଛି ବିଶ୍ୱ ଏଡ୍ସ ଦିବସ। ଏହି ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଏଡ୍ସ ର ମୂଳୋତ୍ପାଟନ ହୋଇପାରୁନାହିଁ। ଏଡ୍ସ ନିୟନ୍ତ୍ରଣ ପାଇଁ କେବଳ ସଚେତନତା ହିଁ ବଡ଼ ଔଷଧ ହୋଇଥିବା ବେଳେ ଯୁବପିଢ଼ିଙ୍କ…
ଟ୍ରକକୁ ପଛରୁ ପିଟିଲା କାର: ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର
ଭଦ୍ରକ,୧।୧୨(ସନାତନ ରାଉତ)- ଭଦ୍ରକ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି l ସୂଚନା ମୁତାବକ, ଭଦ୍ରକ ପୁରୁଣାବଜାରରୁ ଏକ କାର ଯୋଗେ ୫ ଜଣ ଧାମନଗର ଦୋବଲ…

