ଆମ ଜିଲା ଖବର

ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଗଣବଳାତ୍କାର

କୁଚିଣ୍ଡା,୨୯ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଲିଫ୍ଟ ଦେବା ବାହାନାରେ ଗଣବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଆଇପିସି ଦଫା ୩୭୬, ୩୭୬(ଡି), ୩୬୬, ୧୨୦(ବି)ରେ ଏକ ମାମଲା…

୧୪ କି.ମି. ଭାରରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପୁଣି ସାମ୍ନାକୁ ଆସିଛି ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଶେଷରେ ବାଧ୍ୟହୋଇ ପରିବାର ଲୋକେ ଗର୍ଭବତୀଙ୍କୁ ଭାରରେ ପ୍ରାୟ ୧୪ କି.ମି. ବୋହି ନେଇଥିଲେ। ଶୁକ୍ରବାର ଏଭଳି…

କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ଲେଖିଲେ ବାଲେଶ୍ୱର ଏସ୍‌ପି

ବାଲେଶ୍ୱର,୨୯ା୭(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ସି) ଜେଇ ସିଭିଲ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ମାଷ୍ଟରମାଇଣ୍ଡ ଏବଂ ରାଜ୍ୟର ଦୁଇଜଣ ଶିକ୍ଷକ ସମ୍ପୃକ୍ତ ଥିବାରୁ ସମସ୍ତଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବାଲେଶ୍ୱର ଜିଲା ଏସ୍‌ପି…

ଅଡୁଆ କଲା ୧୪ ବର୍ଷ ପୁରୁଣା ଅଡିଟ୍‌ ରିପୋର୍ଟ

ସୋନପୁର, ୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ଓଡ଼ିଶା ଭୂ-ସଂସ୍କାର ଆଇନରେ ମକଦ୍ଦମା ଫଇସଲା କରିବାରେ କର୍ତ୍ତବ୍ୟରେ ଅବହେଳା କାରଣରୁ ରାଜ୍ୟ ସରକାର ସହିଥିଲେ ୨ କୋଟି ୪୨ ଲକ୍ଷ ୬୬ ହଜାର ୧୧୭ ଟଙ୍କାର ରାଜସ୍ବ କ୍ଷତି। ୨୦୦୪ରେ ହୋଇଥିବା ଏହି ଆର୍ଥିକ ଅନିୟମିତା…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର ମୋବାଇଲ…

ଶ୍ରୀମନ୍ଦିର ଦାନବାକ୍ସରୁ ଚୋରି

ପୁରୀ, ୨୯ା୭(ଅଜିତ ମହାନ୍ତି): ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ନିକଟ ଭୀମଙ୍କ ପ୍ରତିମୂର୍ତ୍ତି ତଳେ ଥିବା ଦାନବାକ୍ସରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦାନବାକ୍ସକୁ କେହି ଦୁର୍ବୃତ୍ତ ତାଡ଼ି ବାକ୍ସରେ ଥିବା ଟଙ୍କା ଚୋରି କରିନେଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଛି। ଖବର ପାଇ…

ନିଖୋଜ ନାବାଳକଙ୍କୁ ବଳି ସନ୍ଦେହ

ମାଧପୁର (ମନୋଜ ପ୍ରଧାନ)/ବଇଣ୍ଡା (ପରିକ୍ଷିତ ସାହୁ), ୨୯ା୭: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ଥାନା ବାସୁଦେବପୁର ପଞ୍ଚାୟତ ସୁବର୍ଣ୍ଣପୁର ଗ୍ରାମର ନିଖୋଜ ସପ୍ତମ ଶ୍ରେଣୀ ଛାତ୍ର ସଞ୍ଜୀବ ବିଶ୍ୱାଳ(୧୩)ଙ୍କ ଗଳିତ ମୃତଦେହ ଶୁକ୍ରବାର ବାରେଣୀ ଜଙ୍ଗଲରୁ ମିଳିବା ପରେ ତୀବ୍ର…

ନବଙ୍କ ନାଁରେ ଗୋପାଳଙ୍କୁ ଭୟଭୀତ କରାଇଥିଲେ ମନୋଜ

ସମ୍ବଲପୁର,୨୯ା୭(ଶୁଭାଶିଷ ପାଢ଼ୀ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ଘଟଣାକୁ ୬ ମାସ ବିତିଛି। ହେଲେ ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ହୋଇପାରି ନାହିଁ। କ୍ରାଇମ୍‌ବ୍ରାଞ୍ଚ ଦାଖଲ କରିଥିବା ଚାର୍ଜଶିଟ୍‌କୁ ନେଇ ବିଭିନ୍ନ ପ୍ରଶ୍ନ ଉଠୁଥିବା ବେଳେ ଶୁକ୍ରବାର ପଲିଗ୍ରାଫ ପରୀକ୍ଷା…

ଟ୍ରକ୍‌ ଚୋରି ଘଟଣାରେ ଗ୍ୟାଙ୍ଗ ସକ୍ରିୟ : ଗିରଫ ଚାଳକ କୋର୍ଟଚାଲାଣ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ସଠିଘର (ଏନ୍‌ଏଚ ୨୦) ନିକଟରୁ ଚୋରି ହୋଇଥିବା ୧୨ ଚକିଆ ଟ୍ରକ ଝାଡ଼ଖଣ୍ଡରୁ ଚମ୍ପୁଆ ପୋଲିସ ଜବତ କରିବା ଘଟଣାରେ ଟାଉନ ଥାନା ପୋଲିସ ଟ୍ରକ୍‌ ଚାଳକଙ୍କୁ ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତି…

ଘରେ ପଶି ଟଙ୍କା,ସୁନା ଲୁଟିନେଲେ

ବୈଶିଙ୍ଗା,୨୮ା୭(ରତନ ଦାଶ):  ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କୁଆଶୋଳ ଗ୍ରାମର ଗୌରୀଶଙ୍କର ବେହେରାଙ୍କ ଘରେ ପଶି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି। ଗୁରୁବାର ଗୌରୀଶଙ୍କର କୌଣସି କାମରେ ବାଲେଶ୍ୱର ଯାଇଥିଲେ। ଘରେ କେହି ନ…

ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡାଇ ହାଣିଲେ

ଖୁଣ୍ଟୁଣୀ, ୨୮ା୭ (ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାର୍ଡ, କଟକ ୟୁନିଟ୍‌-୧ର ମୋବାଇଲ…

ବନ୍ଧୁଙ୍କୁ ସହାୟତା କରି ବନ୍ଧାହେଲେ : କନିଷ୍ଠଯନ୍ତ୍ରୀଙ୍କ ନିକଟରୁ ମିଳିଲା ଜୀବନ୍ତ ଗୁଳି

ଦାମନଯୋଡି,୨୮ା୭(ନରସିଂହ ବ୍ରହ୍ମା): ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ସୁନାବେଡ଼ା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବିଦ୍ୟୁତ୍‌ ବିଭାଗ ଟାଟାପାଓ୍ବାରର କନିଷ୍ଠଯନ୍ତ୍ରୀ ସରୋଜ କୁମାର ବେହେରା(୪୩) ଅଛନ୍ତି। ତାଙ୍କ ଘର ଦାମନଯୋଡି ନିକଟସ୍ଥ ଭେଜାପୁଟ ଅଞ୍ଚଳର ଶାନ୍ତି ନଗରରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri