ଆମ ଜିଲା ଖବର

ମାଓବାଦୀଙ୍କ ଶହୀଦ ସପ୍ତାହ: ପ୍ରଥମ କରି ଜିଲାରେଗଡିଲା ସରକାରୀ ବସ୍‌

ମାଲକାନଗିରି,୨୮ା୭(ଦୁଯ୍ୟୋଧନ ପାତ୍ର): ପ୍ରତିବର୍ଷ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ କରି ଆସୁଛନ୍ତି। ଏଥିପାଇଁ ପୂର୍ବରୁ ମାଓବାଦୀମାନେ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ଓ ବ୍ୟାନର ଲଗାଇଥାନ୍ତି। ହିଂସାକାଣ୍ଡ ଘଟାଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି…

୮ହଜାର ଟଙ୍କା ନେଇ ଭିଜିଲାନ୍ସରେ ଏଏସ୍‌ଆଇ

ଦଶମନ୍ତପୁର,୨୮ା୭( ଅରବିନ୍ଦ ନାୟକ ): ଏକ ମାମଲା ରଫାଦଫା କରିଦେବାକୁ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲା ଦଶମନ୍ତପୁର ଥାନାର ଜଣେ ଏଏସ୍‌ଆଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ଦୀପିକା ହୀରା। ସୂଚନାଯୋଗ୍ୟ, ଗତବର୍ଷ ଫେବୃୟାରୀରେ…

କାରରେ ଛେଳି ଚୋରି

ଚମ୍ପୁଆ,୨୮ା୭(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ବଜାର ମଧ୍ୟରୁ ଛେଳିଚୋରି ଅଭିଯୋଗ ହୋଇଛି। ଘର ଆଗରେ ବନ୍ଧା ହୋଇଥିବା ଛେଳିକୁ ୨ ଯୁବକ କାରରେ ଭର୍ତ୍ତି କରି ନେଇଯାଉଥିବା ବେଳେ ଲୋକଙ୍କ ହାତରେ ଧରାପଡ଼ିଥିଲେ। ଦୁଇ ଅଭିଯୁକ୍ତଙ୍କୁ ଚମ୍ପୁଆ ପୋଲିସରେ ଜିମା…

ସ୍କୁଲ ପାଚେରି ଭୁଶୁଡ଼ି ଛାତ୍ର ଗୁରୁତର

ରାୟଗଡ଼ା,୨୮।୭(ଭାଗ୍ୟଶ୍ରୀ ମିଶ୍ର): ଗୁଣାମତ୍କ ଶିକ୍ଷା ବୃଦ୍ଧି ଲାଗି ସରକାର ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟରେ ମାଗଣା ଖାଇବା, ରହିବା ବ୍ୟବସ୍ଥା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବାସ୍ତବରେ ବିଭିନ୍ନ ଆବାସିକ ସ୍କୁଲରେ ପିଲାଙ୍କୁ ଦାୟିତ୍ୱରେ ଥିବା ଶିକ୍ଷକ ଶିକ୍ଷୟିତ୍ରୀ…

ବଳାତ୍କାରଙ୍କୁ ୪ ବର୍ଷ ଜେଲ

ବ୍ରହ୍ମପୁର,୨୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ପ୍ରମାଣକୁ ଭିତ୍ତିି କରି ଅଭିଯୁକ୍ତ ପ୍ରହଲ୍ଲାଦ ନଗରର ତ୍ରିଲୋଚନ ସାହୁ ଓରଫ ବାବୁ(୩୦)ଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ…

ବନ୍ଧୁକ ସହ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

କୋଦଳା,୨୮ା୭(ଅମିତ କୁମାର ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା ଥାନା ଅଧୀନ କଞ୍ଚଣା ଗ୍ରାମର ଅର୍ଜୁନ ପଲିଟ୍ରି କୁକୁଡ଼ା ଫାର୍ମରେ ଗତ ଏପ୍ରିଲ ମାସରେ ଦାଦାବଟି ମାଗିବା ଏବଂ ବୋମାମାଡ଼ କରିବା ଅଭିଯୋଗରେ କୋଦଳା ପୋଲିସ ଦୁଇଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଗଭୀର ସମୁଦ୍ରରେ ଓଲଟିଲା ଡଙ୍ଗା: ୮ ମତ୍ସ୍ୟଜୀବୀ ଉଦ୍ଧାର, ୨ ନିଖୋଜ

ଜଳେଶ୍ୱର,୨୮।୭(ଗୋପବନ୍ଧୁ ସାହୁ): ଗଭୀର ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବେଳେ ଓଲଟିଲା ଡଙ୍ଗା। ଡଙ୍ଗାରେ ୧୦ ଜଣ ମତ୍ସ୍ୟଜୀବୀ ଥିବା ସୂଚନା ମିଳିଛି। ସମୁଦ୍ର ଅଶାନ୍ତ ଥିବାରୁ ଡ଼ଙ୍ଗାଟି ଭାରସାମ୍ୟ ହରାଇ ବୁଡିଯାଇଥିଲା। ଅନ୍ୟ ଏକ ଡଙ୍ଗାର ଯାଉଥିବା ମତ୍ସ୍ୟଜୀବୀମାନେ ୮ଜଣଙ୍କୁ…

ରାଜପଥ ପାର୍ଶ୍ୱ ଦୋକାନରେ ପୋଲିସ ଚଢ଼ାଉ

ଗଞ୍ଜାମ,୨୮।୭(ବିଦ୍ୟାଧର ସାହୁ ): ଗତ କିଛି ଦିନ ତଳେ ପୁଇଁତୋଳା ଛକଠାରେ ପାନ ଦୋକାନ କରିଥିବା ଦୁଇ ଭାଇଙ୍କୁ ଚୋରା ଗଞ୍ଜେଇ ଚାଲାଣ ଅଭିଯୋଗରେ କର୍ନାଟକ ପୋଲିସ ଉଠାଇ ନେଇଥିଲା l ଏହି ଘଟଣା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ…

ହାତ ଗୋଡ଼ ନ ଥିବା ମିଳିଲା ନାବାଳକଙ୍କ ମୃତଦେହ: ବଳି ସନ୍ଦେହ

ଅନୁଗୋଳ,୨୮ା୭(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନାବାଳକଙ୍କ ଗୋଡ଼, ହାତ ନ ଥିବା ବେଳେ ବଳି ଦିଆଯାଇଥିବା ସନ୍ଦେହ କରାଯାଉଛି । ମିଳିଥିବା ସୂଚନା ମୁତାବକ, ଗତ…

ମଣିପୁର ହିଂସା ବିରୋଧରେ ମହିଳା କଂଗ୍ରେସର ବିକ୍ଷୋଭ

ଭଦ୍ରକ,୨୮।୭(ସନାତନ ରାଉତ): ମଣିପୁରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ହିଂସା ଓ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ପରେଡ୍‌ କରାଇବା ଘଟଣାକୁ ବିରୋଧ କରି କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି…

ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଛନ୍ତି ସବିତା

ଲହୁଣୀପଡା,୨୮ା୭(ଦାଶରଥି ପଣ୍ଡା): ଦୃଢ଼ ଇଚ୍ଛାଶକ୍ତି ଏବଂ ମନୋବଳ ଆଗରେ ହାର ମାନିଛି ସବୁ କିଛି। ନିଜ ସ୍ବାମୀ ଆରପାରିକି ଚାଲିଯିବା ପରେ ପରିବାର ପ୍ରତିପୋଷଣ ପାଇଁ ମହିଳା ଜଣକ ଅଟୋ ଚଳାଉଛନ୍ତି। ସଂସାରରେ ବଞ୍ଚିବାକୁ ହେଲେ ସଂଘର୍ଷ କରିବା ଅନିବାର୍ଯ୍ୟ ବୋଲି…

ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବିରେ କଂଗ୍ରେସର ରାସ୍ତାରୋକୋ

ବଲାଙ୍ଗୀର,୨୮ା୭(ବୀରେନ୍ଦ୍ର ଝାଙ୍କର): ବଲାଙ୍ଗୀର ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ଓ ବଲାଙ୍ଗୀରରେ ସୂତାକଳ ପ୍ରତିଷ୍ଠା ଦାବିରେ ଜିଲା କିଷାନ କଂଗ୍ରେସ ପକ୍ଷରୁ ଶୁକ୍ରବାର ପର୍ଯ୍ୟନ୍ତ ବଲାଙ୍ଗୀର-ପାଟଣାଗଡ଼ ରାସ୍ତାର ପଥରଚେପାଠାରେ ରାସ୍ତାରୋକୋ କରାଯାଇଥିଲା। ଏଥିରେ ଜିଲା କିଷାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri