ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…
ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଓଡ଼ିଶାକୁ ସମୃଦ୍ଧ କରିବାକୁ ପ୍ରାର୍ଥନା କଲି। ସାରା…
ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା
ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି…
୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…
ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର ଅବିନାଶ(୧୦)ଙ୍କୁ ଏକ କାର୍ ଧକ୍କା ଦେଇ ଚମ୍ପଟ ମାରିଛି। ସେ ଗୁରୁତର ହୋଇ…
ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ
ପୁରୀ,୨୯ା୬: ଆଜି ଅର୍ଥାତ୍ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…
କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ
ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍ ରଙ୍ଗେଈଲୁଣ୍ଡା ଏବଂ ସୋମପେଣ୍ଠା ଦଳ ମଧ୍ୟରେ କଡା ମୁକାବିଲା ହୋଇଥିଲା। ଏଥିରେ ସୋମପେଣ୍ଠା ଟିମ୍ ବିଜୟୀ…
ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ
କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ କଟକ ଜିଲା କିଶୋର ନଗର ଥାନାର ସାନ୍ତରାପୁର ଗ୍ରାମର ସମୀର କୁମାର ବର୍ମନ।…
ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ
ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ ଯାଇଛନ୍ତି । କିନ୍ତୁ ଜଣେ ମହିଳା ଅଭିଯୁକ୍ତ ଜେଲ ହାଜତ ଦଣ୍ଡରୁ ବାଦ…
ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ
ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି । ଏନେଇ ନିଖୋଜ ଶ୍ରମିକଙ୍କ ସ୍ତ୍ରୀ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଏକ…
ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର
କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଖୋଜାଖୋଜି…
ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି
ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର – ରାୟଗଡ଼ା ରେଳ ଲାଇନ ପ୍ରକଳ୍ପ ସମ୍ପର୍କରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…
ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ
ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ ଲଗାତାର ଖବର ପ୍ରକାଶ ପାଇଥିଲା । ଏହାପରେ ବ୍ଲକ୍ ପ୍ରଶାସନର ତତ୍ପରତା ଦେଖାଯାଇଛି…
ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ ବେହେରା ଏବଂ ତାଙ୍କ ସାନ ଭାଇ କୈଳାସ ବେହେରାଙ୍କୁ ରବିବାର ଦିଗପହଣ୍ଡି ପୋଲିସ…

