ଆମ ଜିଲା ଖବର

କଞ୍ଚା କଦଳୀରେ ମାଛର ସ୍ବାଦ

କେନ୍ଦ୍ରାପଡ଼ା, ୨୯।୧୧ (ଜଗନ୍ନାଥ ଧଳ): କଞ୍ଚା କଦଳୀରେ ମାଛ, ପନିରରେ ଅଣ୍ଡା, ସୋୟାବଢ଼ିରେ ମଟନ, ଚିକେନର ସ୍ବାଦକୁ କେନ୍ଦ୍ରାପଡ଼ା ସହରବାସୀ ମଙ୍ଗଳବାର ଚାଖିଛନ୍ତି। ଏପରି ନିରାମିଷ ପଦାର୍ଥରେ ଆମିଷର ସ୍ବାଦ କିପରି ଆସୁଛି, ତାହାର ରୋଷେଇ କଳାକୁ କିଛି ବ୍ୟକ୍ତି ଆଗ୍ରହର…

କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାଧନ ରୋକିବା ଦିଗରେ ବିଭିନ୍ନ ତଦନ୍ତକାରୀ ସଂସ୍ଥାର ଉଚ୍ଚପଦସ୍ଥ…

ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ

ରାୟଗଡ଼ା ଜିଲାର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ନିୟମଗିରି ପାଦଦେଶରେ ଷ୍ଟ୍ରବେରି ଚାଷ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବରୁ ଡଙ୍ଗରିଆମାନେ କଦଳୀ, ସପୁରି, ହଳଦୀ, ଅଦା, ପାଳୁଅ, ପଣସ, ଆମ୍ବ, ଫୁଲ ଝାଡୁ, କମଳା ଆଦି ଚାଷ କରି ସଫଳତା…

ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି ଦିବ୍ୟାଙ୍ଗ ଓ ବିଭିନ୍ନ ଭତ୍ତା ହିତାଧିକାରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ। ଗତକାଲି ୨ଲକ୍ଷ ୭୦ହଜାର ଟଙ୍କା ସହ ଧରା ପଡିଥିଲେ। ବସରେ ବୈପାରୀଗୁଡା ଆସୁଥିବା ସମୟରେ…

ପାନୀୟ ଜଳ ହେଉଛି ବିଷାକ୍ତ

ଯାଜପୁର/ରଗଡ଼ି,୨୮ା୧୧(ହର୍ଷବର୍ଦ୍ଧନ ବେହେରା/ଯତିଶ ମଲ୍ଲିକ): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରୁ ନିର୍ଗତ ଫ୍ଲାଏ ଆଶ୍‌ରେ ଏବେ କୋରେଇ ବ୍ଲକ ମଞ୍ଜୁରୀ ମୌଜା ଅଞ୍ଚଳର ବିଭିନ୍ନ ଖାଲଖମା ପୋତା ଚାଲିଛି। ଫଳରେ ଏହା ନିକଟରେ ଥିବା ସରକାରୀ ପଲିଟେକ୍ନିକ କଲେଜ ଛାତ୍ରୀଛାତ୍ରଙ୍କ…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୨୫.୦୩୨

ବଲାଙ୍ଗୀର, ୨୭ା୧୧(ବୀରେନ୍ଦ୍ର କୁମାର ଝାଙ୍କର): କରୋନା ମହାମାରୀ ସମୟର ଅନେକ ତଥ୍ୟ ଲୋକଲୋଚନକୁ ଆସିନାହିଁ। ସେହି ତଥ୍ୟ ଜାଣିବାକୁ ଲୋକେ ଆଗ୍ରହୀ ଥିଲେ ମଧ୍ୟ ସରକାରୀ ଭାବେ ତଥ୍ୟ ଉପଲବ୍ଧ ହେଉ ନ ଥିବାରୁ ଅନେକାଂଶରେ ନିରାଶ ହେବାକୁ ପଡ଼ିଛି। ବିଶେଷକରି…

କୋବି ଚାଷକରି ମଡେଲ ସାଜିଲେ ସରପଞ୍ଚ

ଦାରିଙ୍ଗବାଡି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍‌, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ…

ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍‌ ଏକ ବିଶେଷ ସୂତ୍ରରୁ ଖବର…

ଧାନ ଜଗିବାକୁ ଯାଉଥିଲେ: ହାତୀ ସାମ୍ନାରେ ପଡ଼ିଗଲେ

ବଡ଼ଗାଁ,୨୮।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଳକ୍‌ ଅଧୀନ ଗରଗଡ଼ବାହାଲ ଗାଁରେ ସୋମବାର ଭୋରରେ ଜଣେ ଚାଷୀଙ୍କୁ ଏକ ହାତୀ କଚାଡି ମାରି ଦେଇଛି। ସେ ହେଲେ ଗରଗଡ଼ବାହାଲ ଗ୍ରାମର ହିରାଲାଲ ବେହେରା(୫୫)। ମିଳିଥିବା ସୂଚନା ମୁତାବକ, ପଞ୍ଚରା ଅଞ୍ଚଳରୁ ପ୍ରାୟ…

ସତ୍ୟ-ମିଥ୍ୟା ବାଟକୁ ବାଛିବା ନିଷ୍ପତ୍ତି ଆମର

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ):ଓଡ଼ିଆ ଭାଷା, ଓଡ଼ିଆ ଜାତି ଏବଂ କଳିଙ୍ଗର ଇତିହାସ ଯେଉଁମାନେ ପଢ଼ିଛନ୍ତି ସେମାନେ ଜାଣିଛନ୍ତି ଏହି ମାଟି ଭାରତବର୍ଷର ଏକ ଅଙ୍ଗ ନ ଥିଲା। ସେହିଭଳି ଏଇ ମାଟିକୁ ସିଧାସଳଖ କୌଣସି ମୁସଲ୍‌ମାନ କିମ୍ବା ବ୍ରିଟିଶ ଶାସକ ଶାସନ କରିନାହାନ୍ତି।…

ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?