ଆମ ଜିଲା ଖବର

ମିଳିଲା ଦଳିତ ଯୁବକଙ୍କ ମୃତଦେହ: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ନିଶ୍ଚିନ୍ତକୋଇଲି,୨୮।୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବାବୁଜଙ୍ଘ ଭୂୟାଁ ସାହି ଏକ କୁକୁଡ଼ା ଫାର୍ମ ନିକଟରୁ ମଙ୍ଗଳବାର ଜଣେ ଦଳିତ ଯୁବକଙ୍କ ମୃତଦେହ ମିଳିଛି। ହେଲେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ…

ଆଜି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ

ପୁରୀ, ୨୮ା୧୧(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ ଦାବି କରିବା ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହାର ରତ୍ନଭଣ୍ଡାର କାନ୍ଥର…

ବଲାଙ୍ଗୀରର ଅନନ୍ୟ ପୀଠ ଦଲ୍‌ ତେତେଲ୍‌: ଯେଉଁଠି ମିଛ କହିବା ମନା

ବଲାଙ୍ଗୀର ଜିଲାରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠି ମିଛ କହିବା ସମ୍ପୂର୍ଣ୍ଣ ମନା। ସେଇ ସ୍ଥାନରେ ମିଛ କହିଲେ ଅନେକ ବିପତ୍ାତ୍‌, ଅଘଟଣ ଘଟେ ବୋଲି ବିଶ୍ୱାସ ରହିଛି। ଏଣୁ କୌଣସି ବି ପରିସ୍ଥିତି ହେଉ ପଛେ ସେଇ ସ୍ଥାନରେ…

ଶୂନ୍ୟବ୍ରହ୍ମଙ୍କୁ ଆରାଧନା କଲେ ୫୦ ହଜାର ଶ୍ରଦ୍ଧାଳୁ

ଖଇରା,୨୮।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀସ୍ଥିତ ଐତିହାସିକ ଶୂନ୍ୟମଣ୍ଡପରେ ପଞ୍ଚୁକ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର ସମେତ ଆଖପାଖ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୂନ୍ୟମଣ୍ଡପରେ ପଦାର୍ପଣ କରି ଶୂନ୍ୟମନ୍ଦିର ଦର୍ଶନ କରିବା ସହ ଶୂନ୍ୟବ୍ରହ୍ମଙ୍କୁ ଆରାଧନା…

ଆରମ୍ଭ ହେଲା ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରା

କଟକ,୨୭ା୧୧: ଐତିହାସିକ କଟକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦ୍‍ଘାଟିତ ହୋଇଛି । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଐତିହାସିକ ବାଲିଯାତ୍ରାକୁ ଉଦ୍‍ଘାଟନ କରିଛନ୍ତି । ଓଡ଼ିଆ ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ମହାନଦୀର ଗଡଗଡିଆ…

ଭିଜିଲାନ୍ସ ଜାଲରେ ବୈପାରିଗୁଡା ଆଇଆଇସି

ବୈପାରିଗୁଡା,୨୭ା୧୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡା ଆଇଆଇସି ସୁଶାନ୍ତ ଶତପଥୀ ସୋମବାର ବସ୍‌ ଯୋଗେ କେନ୍ଦ୍ରାପଡା ଜିଲା ସ୍ଥିତ ନିଜ ଘରକୁ ଯାଉଥିବା ବେଳେ ତାଙ୍କୁ ଜୟପୁର ଭିଜିଲାନ୍ସ ଧରିଛି। ସେ ୨ ଲକ୍ଷ ଟଙ୍କା ଧରି ଯାଉଥିଲେ। ଏନେଇ ବିଶେଷ…

ଏଟିଏମ୍‌ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ

ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍‌ ହୋଇଛି। ବଜାରଠାରୁ ଶହେ ମିଟର ଦୂର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏସ୍‌ବିଆଇ ଏଟିଏମ୍‌କୁ କାଟି ଦୁର୍ବୃତ୍ତମାନେ…

ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା

ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା ଲାଗି ସୁନାଗହଣା, ନଗଦ ଟଙ୍କା ଓ ଜମି କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି।…

ଗଜପତିରେ ହାତୀ, ବାଘ ଆତଙ୍କ ୨୪ଘଣ୍ଟା ପହରା ଦେଉଛି ବନ ବିଭାଗ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୭ା୧୧-ଗଜପତି ଜିଲାରେ ହାତୀ, ବାଘ ଭୟ ଲୋକମାନଙ୍କୁ ଆତଙ୍କିତ କରି ପକାଇଛି। କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତର ୱାନାଗୁଡା ଗ୍ରାମ ପାହାଡ଼ ଅଞ୍ଚଳରେ ୪ଟିକିଆ ହାତୀ ପଲ ବୁଲୁଥିଲା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ରବିବାର ହାତୀପଲ…

ଯୁବକଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପା

ଫୁଲବାଣୀ, ୨୭ା୧୧(ରାକେଶ କୁମାର ରାଉତ): ଫୁଲବାଣୀସ୍ଥିତ ନାରାୟଣୀ ମନ୍ଦିର ନିକଟ ନଦୀ ପାଶର୍‌ବରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ଫୁଲବାଣୀ ଟାଉନ ଥାନା ପୋଲିସ ଜବତ କରିଛି । ଯୁବକ ଜଣକ ହେଲେ ସ୍ଥାନୀୟ ମୋଚି ସାହିର ବୈକୁଣ୍ଠ ମେହେର(୪୬)। ବୈକୁଣ୍ଠଙ୍କୁ…

ହାତୀ ଉପଦ୍ରବ: ବ୍ୟାପକ ଫସଲ

ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ ଜଙ୍ଗଲରୁ ବାହାରି ନିକଟବର୍ତ୍ତୀ ଗ୍ରାମଗୁଡିକରେ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଫସଲ ସୁରକ୍ଷା ଚିନ୍ତାରେ…

ଘଟଗାଁ ତାରିଣୀ ମନ୍ଦିରରେ ଭକ୍ତଙ୍କୁ ପିଟିଲେ ଉଠାଦୋକାନୀ, ଗୁରୁତର ଅବସ୍ତାରେ

ଘଟଗଁା.୨୭ା୧୧(ରାଜେନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗଁାସ୍ଥିତ ତାରିଣୀ ମନ୍ଦିରଠାରେ ଉଠାଦୋକାନୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଭକ୍ତ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଘଟଗାଁ ଡାକ୍ତରଖାନା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଗଡାଲା ଦରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?