ଆମ ଜିଲା ଖବର

ଗାଁରୁ ୪ କି.ମି. ଅଙ୍ଗନଓ୍ବାଡି, ୩ କି.ମି. ଦୂର ସ୍କୁଲ

ତେନ୍ତୁଳିଖୁଣ୍ଟି, ୧୧।୨(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଞ୍ଚାୟତର ବାମନବସା ଗାଁ। ଏହା ଉପରେ ସରକାରଙ୍କ ଦୃଷ୍ଟି ପଡ଼ୁନାହିଁ। ଏମାନଙ୍କ ପାଖରେ ଶୁଦ୍ଧ ପାନୀୟ ଜଳ, ପ୍ରାକ୍‌ ବିଦ୍ୟାଳୟ ଓ ପ୍ରାଥମିକ ଶିକ୍ଷା ଅପହଞ୍ଚ। ସ୍ନାନ ଶୌଚ ପାଇଁ ଏକମାତ୍ର…

କୁଟୀରଶିଳ୍ପରେ ପରିଣତ ହେଲାଣି ବେଆଇନ ଇଟାଭାଟି

ଢେଙ୍କାନାଳ,୧୧ା୨(ରତନ ନାୟାର)ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକର କଣ୍ଟାବଣିଆ ଥାନା ଓ ମୋଟଙ୍ଗା ଥାନା ମଧ୍ୟରେ ଥିବା ବ୍ରାହ୍ମଣୀ ନଦୀକୂଳ ଅଞ୍ଚଳରେ ଚାଲିଛି ବେଆଇନ ନାଲି ଇଟାଭାଟି ବେପାର। ବହୁ ପରିମାଣର ଇଟାଭାଟି ଏଠାରେ ଥିବାବେଳେ ଦୈନିକ ନୂଆ ନୂଆ ଭାଟି କରାଯାଇ…

ଓଡ଼ିଆରେ କେନ୍ଦୁଝର, ଇଂଲିଶରେ କେଉଁଝର

କେନ୍ଦୁଝର,୧୧ା୨(ଦୀପକ ମିଶ୍ର)ରାଜ୍ୟ ସରକାର ଏବେ ଓଡ଼ିଆ ଭାଷାକୁ ଗୁରୁତ୍ୱ ଦେଇ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କରିଛନ୍ତି। ମାତ୍ର ଏବେ ବି ଏଭଳି ଅନେକ ଓଡ଼ିଆ ଭାଷା ଅଛି ଯାହା ଭାଷା ଅନୁଯାୟୀ ଉଚ୍ଚାରଣ ଓ ବର୍ଣ୍ଣନା କରାଯାଉଛି। ସେଥି…

କଳାପଥର ଲୁଟ ନିୟନ୍ତ୍ରଣ ବାହାରେ

ଯାଜପୁର,୧୧ା୨(ହର୍ଷବର୍ଦ୍ଧନ ବେହେରା)ରାଜ୍ୟ ଇସ୍ପାତ ଓ ଖଣି ବିଭାଗକୁ ଯାଜପୁର ଜିଲାର ଲଘୁ ଖଣିଜ ଦ୍ରବ୍ୟ ପରିଚାଳନା ଦାୟିତ୍ୱ ମିଳିବାର ପ୍ରାୟ ୧୦ ମାସ ଅତିକ୍ରାନ୍ତ ହୋଇସାରିଛି। ଇତିମଧ୍ୟରେ ଯାଜପୁର ଜିଲାରେ ଲଘୁ ଖଣିଜ ଦ୍ରବ୍ୟ ଉପନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ଖୋଲିଛି। ଏହାପରେ ଜିଲାରେ…

ମହିଳାଙ୍କୁ କାଇଁଚ ହସ୍ତଶିଳ୍ପ କରୁଛି ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା, ୧୧ା୨ (ଜଗନ୍ନାଥ ଧଳ)ବଣୁଆ କାଇଞ୍ଚ ଏବେ କେନ୍ଦ୍ରାପଡ଼ା ଜିଲାର ୧୮୬୪ ପରିବାରର ମହିଳାଙ୍କୁ ରୋଜଗାର ଦେଉଛି। ଜିଲାକୁ ସ୍ବତନ୍ତ୍ର ପରିଚୟ ଦେବା ସହ ଏଥିରୁ ଉତ୍ପାଦିତ ସାମଗ୍ରୀର ଦେଶ ବିଦେଶରେ ଚାହିଦା ବଢ଼ିଛି। ଏ ସମ୍ପର୍କରେ କାଇଁଚ ହସ୍ତଶିଳ୍ପୀ କେନ୍ଦ୍ରାପଡ଼ା…

ବେଳାଭୂମି ଝାଉଁ ଜଙ୍ଗଲରେ ନିଆଁ: ଶତାଧିକ ଗଛ ଜଳିଗଲା

ପାରାଦୀପ,୧୧।୨(ଶରତ ରାଉତ)ପାରାଦୀପ ବନ୍ଦର ସହର ନିକଟସ୍ଥ ବେଳାଭୂମିରେ ଥିବା ଝାଉଁ ଜଙ୍ଗଲରେ ଶନିବାର ସାରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ସେଠାରେ ଥିବା ଶତାଧିକ ଝାଉଁଗଛ ପୋଡ଼ିଯାଇଛି। ଖବରପାଇ ପୋର୍ଟ ସିଆଇଏସ୍‌ଏଫ୍‌ର ଦମକଳ ଗାଡି ପହଞ୍ଚତ୍ ନିଆଁକୁ ଆୟତ୍ତ କରିଛି। ଝାଉଁଗଛ ତଳେ…

ଶେଷ ହେଉନି ଗୋଲେଇ ଟ୍ରାଫିକ୍‌ ପୋଷ୍ଟ

ନୟାଗଡ ଅଫିସ,୧୧।୨ନୟାଗଡ଼ ସହରର ଟ୍ରାଫିକ୍‌ ବ୍ୟବସ୍ଥାକୁ ସଜାଡିବା ପାଇଁ ଗୋଲେଇ ଟ୍ରାଫିକ ପୋଷ୍ଟ ନିର୍ମାଣ ଚାଲିଛି। ହେଲେ ଗୋଲେଇ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣର ଅବଧି ପ୍ରାୟ ୮ମାସ ତଳୁ ଶେଷ ହୋଇଗଲାଣି। ଇତି ମଧ୍ୟରେ ଟ୍ରାଫିକ୍‌ ପୋଷ୍ଟ ଶିଳାନ୍ୟାସ ଆଉ ୧୧…

ଶ୍ରୀନୀଳମାଧବ ମନ୍ଦିରରେ ଫାଟ

ଖଣ୍ଡପଡ଼ା,୧୧ା୨(ଅଜୟ କୁମାର ମହାରଣା)ଶ୍ରୀଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ କଣ୍ଟିଲୋର ଶ୍ରୀନୀଳମାଧବ ମନ୍ଦିର ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ସାମଞ୍ଜସ୍ୟ ରହିଥିବା ଏହି ମନ୍ଦିରର ପୁରାତନ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଶ୍ରୀନୀଳମାଧବଙ୍କ ସହ ବିଭିନ୍ନ ମନ୍ଦିରରେ ଫାଟ ସୃଷ୍ଟି…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲା ଡିଜେ ଗାଡ଼ି, ଘୋଷାଡ଼ି ନେଇଗଲା ଖୁଣ୍ଟକୁ, ଆଉ ତା’ ପରେ…

ନିରାକାରପୁର,୧୦ା୨(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଏକ ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ରାସ୍ତା ମଝିକୁ ଖୁଣ୍ଟଟିକୁ ଖୁବ୍‌ ଜୋର୍‌ରେ ଘୋଷାଡ଼ି ନେଇଥିଲା। ସୌଭାଗ୍ୟବଶତଃ ଅଳ୍ପକେ ଶତାଧିକ ଲୋକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ…

ଫ୍ୟାନ୍‌ ରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ସୁନାବେଡା,କୋରାପୁଟ,୧୦/୦୨(କୃତ୍ତିବାସ ପ୍ରଧାନ/ଅମିତାଭ ବେହେରା) ସୁନାବେଡା କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ ଫାଶି ଲଗାଇ ଆତ୍ମହତ୍ୟା କରିଛି। ଖବର ମୁତାବକ ମହିଳା ଛାତ୍ରୀନିବାସ ’ବି’ ବ୍ଲକ୍‌ ର ୪୧୩ ନମ୍ବର ରୁମ୍‌ ରେ ରହୁଥିବା ସନ୍ଧ୍ୟାରାଣୀ ଦାସ(୧୮) ନିଜ ଓଢଣୀ…

ମେଶିନ ଲଗାଇ ରାସ୍ତା କାମ, ଦାଦନ ଖଟୁଛନ୍ତି ଶ୍ରମିକ

ମାଲକାନଗିରି,୧୦ା୨(ଦୁର୍ଯ୍ୟୋଧନ ପାତ୍ର)-ଗରିବ ଓ ଅସହାୟଙ୍କୁ ବାର୍ଷିକ ଅନ୍ୟୁନ ଶହେ ଦିନ ରୋଜଗାର ଯୋଗାଇ ଦେବାକୁ ସରକାର ବାର୍ଷିକ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଏମ୍‌ଜିଏନ୍‌ଆରଇଜିଏସ୍‌ ଭଳି ବହୁ ଯୋଜନା କରିଛନ୍ତି। ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ…

ଅନୈତିକ ସମ୍ପର୍କକୁ ନେଇ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ପିଟିଥିଲେ, ୫ କୋର୍ଟଚାଲାଣ

ଖଲ୍ଲିକୋଟ,୧୦ା୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତେନ୍ତୁଳି୍‌ଆପଲ୍ଲୀ ଗ୍ରାମରେ ଗାଁ ମଝିରେ ଜଣେ ମହିଳାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିବା ଘଟଣାରେ ୫ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ତେନ୍ତୁଳିଆପଲ୍ଲୀ ଗ୍ରାମର ମଞ୍ଜରୀ ରାଉତ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?