ଆମ ଜିଲା ଖବର

ପତ୍ନୀଙ୍କ କଟା ଜିଭ ଛିଣ୍ଡାଇ ମଜା ନେଉଥିଲେ: ଜେଲ ଗଲେ ସ୍ବାମୀ

ନୟାଗଡ଼,୨୭ା୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ଧାନ କଟାଯାଇ ଅମଳ ଆରମ୍ଭ ହୋଇଛି। ତେବେ ମରୁଡ଼ି ଭାଙ୍ଗି ଦେଇଛି ଚାଷୀର ମେରୁଦଣ୍ଡ। ଜିଲାର ଜଳଳସେଚିତ ଜମିକୁ ଛାଡ଼ିଦେଲେ ପ୍ରାୟ ୭୫ ପ୍ରତିଶତ ଜମିର ଧାନରେ ଅଧିକ ଅଗାଡ଼ି ବାହାରୁଛି। ଅନ୍ୟପକ୍ଷେ ଧାନରୁ ଅଗାଡ଼ି…

ଆଜିଠୁ ବାଲିଯାତ୍ରା: ଟନେଲ ଆକ୍ୱାରିୟମ ଟିକେଟ ୧୫୦ ଟଙ୍କା

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରତିବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯାଉଛି। ଚଳିତବର୍ଷ ବାଲିଯାତ୍ରାରେ ଲୋକମାନେ ଟନେଲ ଆକ୍ୱାରିୟମରେ ମଜା ଉଠାଇପାରିବେ। ପ୍ରଥମଥର ପାଇଁ ଏହି ଆକ୍ୱାରିୟମ ବାଲିଯାତ୍ରାକୁ ଆସିବ, ଯାହାର ଲମ୍ବ ୨୫୦ ଫୁଟ୍‌ ରହିଥିବାବେଳେ ଓସାର ୬୦ ଫୁଟ ରହିଛି। ଲୋକମାନେ…

ଓଲିଉଡ୍‌ ନାଇଟ୍‌ରେ ଝୁମିବ ବାଲିଯାତ୍ରା

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ମହୋତ୍ସବରେ ଓଲିଉଡ୍‌ ଏବଂ ବଲିଉଡ୍‌ କଣ୍ଠଶିଳ୍ପୀଙ୍କୁ ନେଇ ଜମିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଓଲିଉଡ୍‌ ନାଇଟ୍‌ରେ ୧୯ଜଣ କଳାକାର ଏବଂ କଣ୍ଠଶିଳ୍ପୀ ନୃତ୍ୟ, ସଙ୍ଗୀତ ପରିବେଷଣ କରିବାକୁ ଥିବାବେଳେ ବଲିଉଡ୍‌ର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଯୋଡ଼ି ସଚିନ- ଜିଗର ଏବଂ…

ଆଜି ପାରାଦୀପ ବନ୍ଦର ଦିବସ, ବୋଇତ ବନ୍ଦାଣ ଉତ୍ସବ

ପାରାଦୀପ,୨୭।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ପାରାଦୀପ ବନ୍ଦର ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ଓ ବନ୍ଦର ଦିବସ କାର୍ଯ୍ୟକ୍ରମରେ ସେ ମୁଖ୍ୟ ଅତିଥିଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ସହ ଏହି…

୮୧.୭୮ କୋଟି ଫେରିଯିବା ଆଶଙ୍କା

ଯାଜପୁର,୨୭ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ପୌରାଞ୍ଚଳକୁ ରେଳ ଲାଇନ ୨ ଭାଗ କରିଛି। ଏହାର ପୂର୍ବ-ଉତ୍ତର ଦିଗରେ ମୁଖ୍ୟ ସହର ରହିଥିବାବେଳେ ବିପରୀତ ଦିଗରେ ଡାକ୍ତରଖାନା, କେନ୍ଦ୍ରୀୟ ବିଦ୍ୟାଳୟ, ଏନ୍‌ସି ହାଇସ୍କୁଲ, ପ୍ରାଣୀ ଚିକିତ୍ସାଳୟ, ବାଳିକା ହାଇସ୍କୁଲ,…

ରାଜଘାଟ-କଳସପୁର ନଦୀବନ୍ଧ ବିପର୍ଯ୍ୟସ୍ତ

ଯାଜପୁର ସଦର,୨୭ା୧୧(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀ ବନ୍ଧର ରାଜଘାଟଠାରୁ କଳସପୁର ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜାରକା ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ବନ୍ଧର କିଛି ମାସ ତଳେ ମରାମତି କରାଯାଇଥିଲା। ଏଥିପାଇଁ ବିପୁଳ ଟଙ୍କା…

ଆଜିଠୁ ବାଲିଯାତ୍ରା

କଟକ,୨୭ା୧୧ (ସୁପ୍ରିୟା ପ୍ରିୟଦର୍ଶିନୀ): ସୋମବାରଠାରୁ ଆରମ୍ଭ ହେବ ଐତିହାସିକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। କଟକ ଜିଲା ପ୍ରଶାସନ ଏବଂ ସିଏମ୍‌ସି ପକ୍ଷରୁ ବାଲିଯାତ୍ରାକୁ ଉଚ୍ଚକୋଟୀର କରିବାକୁ ସମସ୍ତ ପ୍ରକାର ଉଦ୍ୟମ କରାଯାଉଛି। ପ୍ରଚାରପ୍ରସାରଠୁ ନେଇ ସାଜସଜ୍ଜା ପର୍ଯ୍ୟନ୍ତ କାର୍ଯ୍ୟ…

ଆଜି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚତ୍ଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ରାଷ୍ଟ୍ରପତି ମୁର୍ମୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଓହ୍ଲାଇବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…

ପ୍ରେମିକାଙ୍କୁ କରିଥିଲେ ୩୧ ଖଣ୍ଡ: ଧରାପଡ଼ିଲେ ଦମ୍ପତି

ରାଇଘର/ନବରଙ୍ଗପୁର, ୨୬।୧୧ (କିରଣ ପଟ୍ଟନାୟକ/ସଦାଶିବ ପ୍ରହରାଜ): ପ୍ରେମିକାଙ୍କୁ ହତ୍ୟା କରି ୩୧ ଖଣ୍ଡ କରିବା ଅଭିଯୋଗରେ ଅଟକ ଥିବା ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ମୁରୁମଡିହି ଗ୍ରାମର ପ୍ରେମିକ ଚନ୍ଦ୍ର ରାଉତ ଓ ତାଙ୍କ ସ୍ତ୍ରୀ ସିଆଙ୍କୁ ରବିବାର…

ଫାଣ୍ଡିରୁ ଫେରାର ମାରିଲେ ଅଭିଯୁକ୍ତ

ସଇଁତଳା, ୨୬ା୧୧(ରାଖାଲ ପ୍ରସାଦ ଶତପଥି): ରବିବାର ପ୍ରାତଃ ଭ୍ରମଣରେ ଯାଉଥିବା ୩ଜଣ ଯୁବତୀଙ୍କ ମୋବାଇଲ ଫୋନ ଛଡାଇ ନେବା ଅଭିଯୋଗରେ ଲୋକେ ଜଣେ ଯୁବକଙ୍କୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡ଼ା ଫାଣ୍ଡି ପୋଲିସ ଜିମା ଦେଇଥିଲେ। ହେଲେ ଏହାର କିଛି ସମୟ…

ଗଡ଼ିଲା ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ

ରାଉରକେଲା,୨୬ା୧୧(ବିପ୍ଳବରଞ୍ଜନ ଦାଶ): ରାଉରକେଲା ରେଳଷ୍ଟେଶନ ୫ନମ୍ବର ପ୍ଲାଟଫର୍ମରୁ ରବିବାର ରାଉରକେଲା-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସର ବିଧିବଦ୍ଧ ଚଳାଚଳ ଆରମ୍ଭ ହୋଇଛି। ଗତ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲା ଗସ୍ତ କରି ବାଦାମପାହାଡ ରେଳଷ୍ଟେସନଠାରୁ ୩ଟି ନୂତନ ଟ୍ରେନ ଚଳାଚଳ ଶୁଭାରମ୍ଭ…

କଇଁଫୁଲ ତୋଳିବା କାଳ ହେଲା

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ): କଳହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବରଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀକୁ କଇଁ ଫୁଲ ତୋଳିବାକୁ ଯାଇ ପଙ୍କ ଓ କଇଁ ନଡାରେ ଛନ୍ଦି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?