ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୨୫.୦୩୨
ବଲାଙ୍ଗୀର, ୨୭ା୧୧(ବୀରେନ୍ଦ୍ର କୁମାର ଝାଙ୍କର): କରୋନା ମହାମାରୀ ସମୟର ଅନେକ ତଥ୍ୟ ଲୋକଲୋଚନକୁ ଆସିନାହିଁ। ସେହି ତଥ୍ୟ ଜାଣିବାକୁ ଲୋକେ ଆଗ୍ରହୀ ଥିଲେ ମଧ୍ୟ ସରକାରୀ ଭାବେ ତଥ୍ୟ ଉପଲବ୍ଧ ହେଉ ନ ଥିବାରୁ ଅନେକାଂଶରେ ନିରାଶ ହେବାକୁ ପଡ଼ିଛି। ବିଶେଷକରି…
କୋବି ଚାଷକରି ମଡେଲ ସାଜିଲେ ସରପଞ୍ଚ
ଦାରିଙ୍ଗବାଡି,୨୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ…
ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା
ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍ ଏକ ବିଶେଷ ସୂତ୍ରରୁ ଖବର…
ଧାନ ଜଗିବାକୁ ଯାଉଥିଲେ: ହାତୀ ସାମ୍ନାରେ ପଡ଼ିଗଲେ
ବଡ଼ଗାଁ,୨୮।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଳକ୍ ଅଧୀନ ଗରଗଡ଼ବାହାଲ ଗାଁରେ ସୋମବାର ଭୋରରେ ଜଣେ ଚାଷୀଙ୍କୁ ଏକ ହାତୀ କଚାଡି ମାରି ଦେଇଛି। ସେ ହେଲେ ଗରଗଡ଼ବାହାଲ ଗ୍ରାମର ହିରାଲାଲ ବେହେରା(୫୫)। ମିଳିଥିବା ସୂଚନା ମୁତାବକ, ପଞ୍ଚରା ଅଞ୍ଚଳରୁ ପ୍ରାୟ…
ସତ୍ୟ-ମିଥ୍ୟା ବାଟକୁ ବାଛିବା ନିଷ୍ପତ୍ତି ଆମର
ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ):ଓଡ଼ିଆ ଭାଷା, ଓଡ଼ିଆ ଜାତି ଏବଂ କଳିଙ୍ଗର ଇତିହାସ ଯେଉଁମାନେ ପଢ଼ିଛନ୍ତି ସେମାନେ ଜାଣିଛନ୍ତି ଏହି ମାଟି ଭାରତବର୍ଷର ଏକ ଅଙ୍ଗ ନ ଥିଲା। ସେହିଭଳି ଏଇ ମାଟିକୁ ସିଧାସଳଖ କୌଣସି ମୁସଲ୍ମାନ କିମ୍ବା ବ୍ରିଟିଶ ଶାସକ ଶାସନ କରିନାହାନ୍ତି।…
ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ
ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ…
ମିଳିଲା ଦଳିତ ଯୁବକଙ୍କ ମୃତଦେହ: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ
ନିଶ୍ଚିନ୍ତକୋଇଲି,୨୮।୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବାବୁଜଙ୍ଘ ଭୂୟାଁ ସାହି ଏକ କୁକୁଡ଼ା ଫାର୍ମ ନିକଟରୁ ମଙ୍ଗଳବାର ଜଣେ ଦଳିତ ଯୁବକଙ୍କ ମୃତଦେହ ମିଳିଛି। ହେଲେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ…
ଆଜି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ
ପୁରୀ, ୨୮ା୧୧(ଅଜିତ୍ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ ଦାବି କରିବା ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହାର ରତ୍ନଭଣ୍ଡାର କାନ୍ଥର…
ବଲାଙ୍ଗୀରର ଅନନ୍ୟ ପୀଠ ଦଲ୍ ତେତେଲ୍: ଯେଉଁଠି ମିଛ କହିବା ମନା
ବଲାଙ୍ଗୀର ଜିଲାରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠି ମିଛ କହିବା ସମ୍ପୂର୍ଣ୍ଣ ମନା। ସେଇ ସ୍ଥାନରେ ମିଛ କହିଲେ ଅନେକ ବିପତ୍ାତ୍, ଅଘଟଣ ଘଟେ ବୋଲି ବିଶ୍ୱାସ ରହିଛି। ଏଣୁ କୌଣସି ବି ପରିସ୍ଥିତି ହେଉ ପଛେ ସେଇ ସ୍ଥାନରେ…
ଶୂନ୍ୟବ୍ରହ୍ମଙ୍କୁ ଆରାଧନା କଲେ ୫୦ ହଜାର ଶ୍ରଦ୍ଧାଳୁ
ଖଇରା,୨୮।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀସ୍ଥିତ ଐତିହାସିକ ଶୂନ୍ୟମଣ୍ଡପରେ ପଞ୍ଚୁକ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର ସମେତ ଆଖପାଖ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୂନ୍ୟମଣ୍ଡପରେ ପଦାର୍ପଣ କରି ଶୂନ୍ୟମନ୍ଦିର ଦର୍ଶନ କରିବା ସହ ଶୂନ୍ୟବ୍ରହ୍ମଙ୍କୁ ଆରାଧନା…
ଆରମ୍ଭ ହେଲା ନୌବାଣିଜ୍ୟ ପରମ୍ପରାର ପ୍ରତୀକ ଐତିହାସିକ କଟକ ବାଲିଯାତ୍ରା
କଟକ,୨୭ା୧୧: ଐତିହାସିକ କଟକ ବାଲିଯାତ୍ରା ଆଜି ସନ୍ଧ୍ୟାରେ ଉଦ୍ଘାଟିତ ହୋଇଛି । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଐତିହାସିକ ବାଲିଯାତ୍ରାକୁ ଉଦ୍ଘାଟନ କରିଛନ୍ତି । ଓଡ଼ିଆ ସାଧବ ପୁଅଙ୍କ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ମହାନଦୀର ଗଡଗଡିଆ…
ଭିଜିଲାନ୍ସ ଜାଲରେ ବୈପାରିଗୁଡା ଆଇଆଇସି
ବୈପାରିଗୁଡା,୨୭ା୧୧(କଳ୍ପତରୁ ମହାନ୍ତି): କୋରାପୁଟ ଜିଲା ବୈପାରିଗୁଡା ଆଇଆଇସି ସୁଶାନ୍ତ ଶତପଥୀ ସୋମବାର ବସ୍ ଯୋଗେ କେନ୍ଦ୍ରାପଡା ଜିଲା ସ୍ଥିତ ନିଜ ଘରକୁ ଯାଉଥିବା ବେଳେ ତାଙ୍କୁ ଜୟପୁର ଭିଜିଲାନ୍ସ ଧରିଛି। ସେ ୨ ଲକ୍ଷ ଟଙ୍କା ଧରି ଯାଉଥିଲେ। ଏନେଇ ବିଶେଷ…

