ଆମ ଜିଲା ଖବର

ଛାତ୍ରୀଙ୍କୁ କରୁଥିଲେ ଏକତରଫା ପ୍ରେମ: ବନ୍ଧୁକ ଦେଖାଇ ଭୟଭୀତ କରୁଥିବା ବେଳେ ଧରାପଡିଲେ

ଭୋଗରାଇ, ୨୫ା୧୧(ପ୍ରଦୀପ ଦାସ): ମୋ କଥାରେ ରାଜି ହୋଇଯା। ରାଣୀ ହୋଇ ରହିବୁ। ନଚେତ୍‌ ବନ୍ଧୁକ ମୁନରେ ଜୀବନ ଦେବୁ। ଏଭଳି କଥା କହି ଜଣେ ଯୁବକ ଯୁକ୍ତ ୨ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଏକତରଫା ପ୍ରେମ କରି ବନ୍ଧୁକ ଦେଖାଇ ଛାତ୍ରୀଙ୍କୁ…

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ପରିବା ବ୍ୟବସାୟୀଙ୍କ ଜୀବନ

ଗଞ୍ଜାମ,୨୪ା୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ, ପ୍ରଶାନ୍ତ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡଲିବାଟି ନିକଟସ୍ଥ ୧୬ନଂ ଜତୀୟ ରାଜପଥଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟବସାୟୀ ଜଣକ ହେଲେ ରମ୍ଭା…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ଶୁକ୍ରବାର ଏକ ୧୩ ବର୍ଷ ବୟସ୍କା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଚତୁର୍ଭୁଜ ପାତ୍ର (୨୫)ଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର ଟଙ୍କା ଫାଇନ ଦଣ୍ଡାଦେଶ କରିଛନ୍ତି।…

ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍‌, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୨୩ା୧୧(ଦିଲ୍ଲୀପ ସାମଲ): ମା’ ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ରାଜପଥରେ ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍‌ କରିଥିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ଧରିଛି ପୋଲିସ। ଅଭିଯୁକ୍ତଙ୍କଠାରୁ ଲୁଟ୍‌ ହୋଇଥିବା ଟଙ୍କା ପୋଲିସ ଏହି ଦମ୍ପତିଙ୍କୁ ଫେରାଇ ଦେଇଛି। ପୋଲିସ କହିବା ଅନୁସାରେ,…

ଘରେ ସାପ ଛାଡ଼ି ସ୍ତ୍ରୀ, ଝିଅଙ୍କୁ ହତ୍ୟା

କବିସୂର୍ଯ୍ୟନଗର,୨୪ା୧୧ (କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଢେଇବର ଗାଁରେ ସାପ କାମୁଡ଼ାରେ ମା’ ଓ ଝିଅଙ୍କ ମୃତ୍ୟୁ ଘଟଣା ଭିନ୍ନମୋଡ଼ ନେଇଛି। ଦେଢ଼ମାସ ପରେ ପୋଲିସ ଘଟଣାର ରହସ୍ୟ ଉନ୍ମୋଚନ କରିଛି। ମୃତ ମହିଳାଙ୍କ ସ୍ବାମୀ ଘରେ ସାପ…

ରାଷ୍ଟ୍ରପତି ପୁରସ୍କାର ପାଇବେ କିନ୍ନର ଦୀପା

କଟକ,୨୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ରାଷ୍ଟ୍ରପତି ପୁରସ୍କାର ପାଇବେ କଟକରେ ରହୁଥିବା କିନ୍ନର ଦୀପା ସାହୁ। ଆସନ୍ତା ୩୦ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଦୀପା ପୁରସ୍କୃତ ହେବେ ବୋଲି କିଛିଦିନ ପୂର୍ବରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ତାଙ୍କ ନିକଟକୁ ଚିଠି ଆସିଛି। ଭାରତର…

ଭିକ୍ଷାବୃତ୍ତି କରି ଅଲାରନାଥଙ୍କୁ ରୁପା ଢାଳ ପ୍ରଦାନ

ବ୍ରହ୍ମଗିରି,୨୪ା୧୧(ସ୍ବାଧିନ ଚମ୍ପତ୍ତିରାୟ): ଜଣେ ମହିଳା ଭିକ୍ଷା ବୃତ୍ତି କରି ନିଜର ପେଟ ପୋଷିବା ସହିତ ବଳକା ଅର୍ଥକୁ ଏକ ମହାନ କାର୍ଯ୍ୟରେ ବିନିଯୋଗ କରି ଉଦାହରଣ ପାଲଟିଛନ୍ତି। ଏହି ମହିଳାଜଣଙ୍କ ହେଲେ ବ୍ରହ୍ମଗିରି ଅଞ୍ଚଳର କେଉଟକୁଦୀ ଗ୍ରାମର ତାରା ଘଡ଼େଇ। ତାଙ୍କ…

ନନ୍ଦନକାନନ ଯିବ ଆହତ ହାତୀଛୁଆ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜ ମଇଦାନକେଲ ସଂରକ୍ଷିତ ଜଙ୍ଗଲରେ ଏକ ୧୨ ଟିକିଆ ହାତୀ ଦଳରେ ବୁଲୁଥିବା ଆହତ ମାଈ ହାତୀଛୁଆକୁ ବନ ବିଭାଗ ଏକ ସପ୍ତାହ ପରେ ଧରିବାରେ ସଫଳ ହୋଇଛି। ତେବେ ହାତୀଛୁଆର ଗୋଡ଼ରେ ଏକ…

କଟକ ବାଲିଯାତ୍ରାକୁ ମିଳିଲାନି ଜାତୀୟ ମାନ୍ୟତା

କଟକ,୨୩ା୧୧: କଳା, ସଂସ୍କୃତି, ଐତିହ୍ୟ, ବାଣିଜ୍ୟର ଗନ୍ତାଘର ହେଉଛି କଟକ ବାଲିଯାତ୍ରା। ଦୀର୍ଘବର୍ଷ ଧରି ଚାଲି ଆସୁଥିବା ଏହି ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନ ମିଳିବାରୁ ମେୟର ସୁବାସ ସିଂହ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏନେଇ ଆୟୋଜିତ ଏକ…

ଦୁର୍ଘଟଣାର ଶିକାର ହେଲେ ଗଞ୍ଜାମ ଆର୍‌ଆଇ

ଗଞ୍ଜାମ,୨୩ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଆର୍‌ଆଇ ରବୀନ୍ଦ୍ର କୁମାର ପ୍ରଧାନ ଗୁରୁବାର ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆର୍‌ଆଇ ନିଜ ମୋଟରସାଇକେଲରେ ଅଫିସ ଆସୁଥିବା ବେଳେ ଜଣେ ବାଇକ୍‌ ଚାଳକ ପଛରୁ ଧକ୍କା ଦେଇଥିଲେ। ଫଳରେ ଗାଡ଼ିରୁ ଛିଟିକି ପଡ଼ିଥିଲେ ଆର୍‌ଆଇ…

ଫ୍ଲାଏ ଓଭରରେ ଫସିରହୁଛି ଗାଡ଼ି

ରାୟଗଡ଼ା,୨୩।୧୧(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ସହରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସହରରେ ରେଳଲାଇନ ସମ୍ପ୍ରସାରଣ କାମ ଯୋଗୁ ଅଣ୍ଡରପାସ୍‌ ସବ୍‌ୱେ ରାସ୍ତା ବନ୍ଦ ଥିବାରୁ ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ. ଜାତୀୟ ରାଜପଥରେ ଥିବା…

ତାଳଦଣ୍ଡା କେନାଲ: ପାଣି ନ ଥିବାରୁ ବିସର୍ଜନରେ ବିଳମ୍ବ

କଟକ,୨୩ା୧୧(ଶିଳ୍ପା ପ୍ରୟଦର୍ଶିନୀ)ତାଳଦଣ୍ଡା କେନାଲରେ ପାଣି ନ ଥିବାରୁ ବିଦ୍ୟାଧରପୁରର ପ୍ରସିଦ୍ଧ ବଡ଼କାଳୀ, ସାନକାଳୀ ଓ ଦକ୍ଷିଣକାଳୀ ମୂର୍ତ୍ତି ବିସର୍ଜନ ପୂର୍ବରୁ ଘାଟକୂଳରେ ରଖାଯାଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୨ ଘଣ୍ଟାର ଅପେକ୍ଷା ପରେ ତାଳଦଣ୍ଡା କେନାଲରେ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?