ଆମ ଜିଲା ଖବର

ବିଦ୍ୟୁତ୍‌ କରେଣ୍ଟ ଲାଗି ଚାଲିଗଲା ଯୁବକଙ୍କ ଜୀବନ

ରାଇରଙ୍ଗପୁର,୨୫।୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ବାଦାମ ପାହାଡ଼ ଥାନା ସୁଲେଇପାଟ ଫାଣ୍ଡି ଅଧୀନ ବଣକାଟି ଗ୍ରାମରେ ଏକ ଅଘଟଣ ଘଟିଛି। ପାଣି ପମ୍ପ ଚଳାଉଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜହରଲାଲ ମହାନ୍ତଙ୍କ ପୁତ୍ର…

କଳାହାଣ୍ଡିରେ ପୁଣି ଲାଗିଲା ମାଓବାଦୀଙ୍କ ପୋଷ୍ଟର

ଭବାନୀପାଟଣା,୨୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଲାଲବାହିନୀ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି । ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶଗଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଓ ମାର୍କେଟ କମପ୍ଲେକ୍ସରେ ସୋମବାର ସକାଳୁ ମାଓାବାଦୀଙ୍କ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏଥିରେ ମାଓବାଦୀ…

ସାପ କାମୁଡ଼ାରେ ଆଖି ବୁଜିଲା ପୁଅ, ମା’ ଗୁରତର

ବାରିପଦା,୨୫।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସାପ କାମୁଡାରେ ଶିଶୁ ପୁତ୍ରର ଜୀବନ ଯାଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଶରତ ଥାନା କଟୁରିଆ ଗ୍ରାମରେ । ଗ୍ରାମର ମିନତୀ ମହାକୁଡ ନିଜର ଶିଶୁପୁତ୍ର…

ଖୋଲିଲା ହୀରାକୁଦର ୪ଟି ଡ୍ୟାମ୍‌

ସମ୍ବଲପୁର ୨୫। ୭: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ ମଙ୍ଗଳବାର ଖୋଲାଯାଇଛି। ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୪.୦୪ ଫୁଟ…

୪ ବର୍ଷ ପରେ ଧରା ପଡ଼ିଲେ ଫେରାର ମହେଶ୍ୱର

କେନ୍ଦ୍ରାପଡ଼ା, ୨୫ା୭ (ଜଗନ୍ନାଥ ଧଳ): ୨୦୧୯ରେ କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ମହିଳା ଗଣ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ମହେଶ୍ୱର ସାହୁ ରବିବାର ଧରାପଡ଼ିଛନ୍ତି। ସୋମବାର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ପରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ…

ଶିଳ୍ପର ନିଆଁ, ଧୂଆଁ: ଲୁଣା ହେନ୍ତାଳ ଜଙ୍ଗଲ ପ୍ରତି ବିପଦ

ମହାକାଳପଡ଼ା, ୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପରିବେଶ ସୁରକ୍ଷା ପ୍ରତି ବିପଦ ସୃଷ୍ଟିହେବାରେ ଲାଗିଛି। ଏହି ଅଞ୍ଚଳ ଅପରପାର୍ଶ୍ୱରେ ପାରାଦୀପ ଶିଳ୍ପ କାରଖାନାରୁ ନିର୍ଗତ ଶିଳ୍ପର ନିଆଁ, ଧୂଆଁ ଲୁଣା ହେନ୍ତାଳ ଜଙ୍ଗଲ ପ୍ରତି ବିପଦ,…

ପଛ ଚକା ଫାଟି ଓଲଟିପଡ଼ିଲା ଟାଟାଏସି: ୧୦ ଗୁରୁତର, ୨ ଜଣଙ୍କ  ଜୀବନ ସଙ୍କଟାପର୍ଣ୍ଣ

ଜଳେଶର,୨୫।୭: ବାଲେଶ୍ୱର ଜିଲା  ୬୦ନଂ ଜାତୀୟ ରାଜପଥ ଉପରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ପଛ ଚକ ଫାଟଯିବାରୁ  ଶ୍ରମିକ ନେଇ ଆସୁଥିବା ଟାଟାଏସ ଗାଡ଼ିି ଓଲଟିପଡ଼ିଥିଲା। ଏଥିରେ  ୧୦ରୁ ଅଧିକ ଶ୍ରମିକ ଗୁରତର ଥିବାବେଳେ  ୩ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।…

ଡିଏମ୍‌ଏଫ୍‌ ପାଣ୍ଠିର ହରିଲୁଟ ଅଭିଯୋଗ

ଯାଜପୁର,୨୫ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଖଣି ଖାଦାନ ଭରା ଅଞ୍ଚଳର ବିକାଶ ପାଇଁ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ଗଠିତ ହୋଇଛି। ବିଶେଷକରି ଖଣି ଖାଦାନ ଦ୍ୱାରା ପ୍ରଭାବିତ ସୁକିନ୍ଦା ଅଞ୍ଚଳର ଆଦିବାସୀମାନଙ୍କ ବିକାଶ ପାଇଁ ଡିଏମ୍‌ଏଫ୍‌ ପାଣ୍ଠିର ବିନିଯୋଗ…

ଗଛରୁ ପଡ଼ି ଚାଲିଗଲା ନବମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଦେଓଗାଁ,୨୫।୭(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଗାଇବାହାଲ ଗ୍ରାମରେ ଏକ ଅଘଟଣ ଘଟିଛି। ଗଛରୁ ପଡି ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ସ୍କୁଲ ପରିସରରେ କିଛି ପିଲା ଖେଳୁଥିବା ବେଳେ…

ଜରାଜୀର୍ଣ୍ଣ ଅବସ୍ଥାରେ ୧୩୪ ବର୍ଷର ବିଦ୍ୟାଳୟ

ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଖରା ହେଲେ ବାରଣ୍ଡାରେ ପାଠପଢ଼ା, ବର୍ଷା ହେଲେ ଛତା ଧରି ଛାତ ତଳେ ପାଠ ପଢ଼ା। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳରେ ଥିବା ବ୍ରିଟିଶ ଅମଳର ବଡ଼ଗାଁ ପ୍ରାଥମିକ…

୭୬ ବର୍ଷର ବରକୁ ୪୬ର କନିଆଁ

ମୋହନା,୨୫ା୭(ମନ୍ମଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡା ଗ୍ରାମର ରାମଚନ୍ଦ୍ର ସାହୁ (୭୬) ଏବଂ ଭଞ୍ଜନଗର କୁଲାଡ଼ ଗ୍ରାମର ସୁରେଖା ସାହୁ (୪୬)ଙ୍କ ବିବାହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାମଚନ୍ଦ୍ର ଆଡ଼ପଡା ଗ୍ରାମର ମୂଳ ବାସିନ୍ଦା। ସେ ପୂର୍ବରୁ…

ଅଧୀକ୍ଷଣ ଯନ୍ତ୍ରୀଙ୍କୁ ୩ କି.ମି. ଚଲାଇଲେ ଚାଷୀ

କରଞ୍ଜିଆ,୨୫ା୭(କବିତା ମହାନ୍ତ): ମୟୂରଭଞ୍ଜ ଜିଲା ଦୁଧିଆଣୀ ପଞ୍ଚାୟତର ବିଭିନ୍ନ ଗାଁରେ ଚାଷ ଜମିକୁ ଜଳଯୋଗାଣ ଦାବିରେ ଚାଷୀ ହାତୀବାରିସ୍ଥିତ ଦେଓନଦୀ ବନ୍ଧ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ୩ କି.ମି. ଚଲାଇଛନ୍ତି। ନିଅଣ୍ଟିଆ ବର୍ଷା କାରଣରୁ ଚାଷ ପଛେଇ ଯାଇଥିବାରୁ କେନାଲରେ ଜଳ ଯୋଗାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri