ଆମ ଜିଲା ଖବର

ହୋଟେଲରେ ବିକୁଛନ୍ତି ବାସିଖାଦ୍ୟ, ଟ୍ରେଡ୍‌ ଲାଇସେନ୍ସ ନାହିଁ: ଚଢ଼ାଉ ଜୋରଦାର କଲା ଭଞ୍ଜନଗର NAC , ୭ ଦୋକାନ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଶନିବାର ଶତାଧିକ ଦୋକାନ ଉପରେ ଅତର୍କିତ ଚଢ଼ାଉ କରାଯାଇଛି। ବେନିୟମ ଭାବେ ଦୋକାନ ଖୋଲିବା, ହୋଟେଲରେ ନିମ୍ନ ମାନର ଖାଦ୍ୟ ବିକ୍ରି କରିବା, ଟ୍ରେଡ ଲାଇସେନ୍ସ ନ ରଖିବା, ପଲିଥିନ ବ୍ୟବହାର...

ପ୍ରେମ ଜାଲରେ ଫସାଇ କଲେ ଗର୍ଭବତୀ, ବିବାହ କରିବା ଜିଦ୍‌ ଧରିବାରୁ ହତ୍ୟା ଧମକ; ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ପାଟପୁର,୬ା୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ପୋଲିସ ସିଙ୍ଗପୁର ଗ୍ରାମର ବି.ଅଶ୍ୱିନୀ କୁମାର ଦୋରାଙ୍କୁ ଶୁକ୍ରବାର ଗିରଫ କରିଛନ୍ତି। ଅଶ୍ୱିନୀ ବାଲେଶ୍ୱର ଜିଲା ବାଲେଶ୍ୱର ସଦର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହର ପ୍ରତିଶ୍ରୁତି...

୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ)- ସେପ୍ଟେମ୍ବର ୩୦ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଶନିବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ...

ଗଣେଶ ଭସାଣି ହେଲା କାଳ: ନାଚିଲା ବେଳେ ଟଳିପଡ଼ିଲେ ଯୁବକ

ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ଭସାଣି ବେଳେ ଏକ ଅଘଟଣ ସାମ୍ନାକୁ ଆସିଛି। ଡିଜେ ତାଳେ ତାଳେ ନାଚୁଥିବା ବେଳେ ଜଣେ ଯୁବକ ଟଳିପଡ଼ିଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। ଯୁବକ ଜଣକ ହେଲେ ରାୟଗଡ଼ା ସହର ରାମକୃଷ୍ଣ ନଗରର ବାସିନ୍ଦା...

କୁଲାଡ ହାଇସ୍କୁଲ ପାଳିବ ସୁବର୍ଣ୍ଣ ଜୟନ୍ତୀ: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ବିଶ୍ବ ପ୍ରସିଦ୍ଧ କବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ କବିସମ୍ରାଟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (କବିସମ୍ରାଟ ବିଦ୍ୟାପୀଠ) ଅକ୍ଟୋବର ମାସରେ ତାର ସୁବର୍ଣ୍ଣ ଜୟନ୍ତୀ ପାଳିବ। ତେଣୁ ଏ...

ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି : ଜାଣନ୍ତୁ …

ପୁରୀ,୬।୯: ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ। ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ। ରାତି ୨ଟାରେ ଦ୍ବାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିକାନ୍ତି ଆରମ୍ଭ କରାଯିବ। ଆସନ୍ତା ସେପ୍ଟେମ୍ବର ୭ ତାରିଖ ତଥା...

ଭିଜିଲାନ୍ସ ଜାଲରେ ପୋଲିସ SI: ଲାଞ୍ଚନେଲାବେଳେ ମାଡି ବସିଲା

ବାଙ୍କୀ,୬।୯(ଶୁଭେନ୍ଦୁ ମହାପାତ୍ର): ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପୋଲିସ SI। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କରିନେଲା ଭିଜିଲାନ୍ସ ଟିମ୍‌। ବାଙ୍କୀ ଥାନା ସୁବର୍ଣ୍ଣପୁର ପୋଲିସ ବିଟ୍‌ର SI ପ୍ରସନ୍ନ ମାହାଳି ଧରାପଡ଼ିଛନ୍ତି। ସିମେଣ୍ଟ ଇଟା ଫ୍ୟାକ୍ଟ୍ରି...

ଚକା ଫାଟିଯିବାରୁ ଗାଡ଼ିରେ ନିଆଁ ଲଗାଇଦେଲେ ଡ୍ରାଇଭର

ବିନିକା,୬।୯: ସୁବର୍ଣ୍ଣପୁର ଜିଲା ବିନିକା ସହର ନୂଆବଜାରରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସଛି। ଜଣେ ଗାଡ଼ି ଡ୍ରାଇଭର ଏକ କାରରେ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

କଳା ଦିବସ ପାଳିଲା ଓଡ଼ିଶା କୁଡୁମୀ ସେନା

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସାରା ଓଡ଼ିଶାରେ କୁଡୁମୀ ସମ୍ପ୍ରଦାୟର ୩୦ ଲକ୍ଷରୁ ଅଧିକ ଲୋକ ବସବାସ କରୁଛନ୍ତି। ଦିନ ଦିନ କୁଡୁମୀ ସମ୍ପ୍ରଦାୟ ଅବହେଳିତ ଅବସ୍ଥାରେ ରହିଛି। ୧୯୫୦ ସେପ୍ଟେମ୍ବର ୬ ଆଜିର ଦିନରେ ଭାରତ ସରକାର ଆଦିବାସୀ ଶବ୍ଦ...

ଭଞ୍ଜନଗର ଉପଖଣ୍ଡ ଅଞ୍ଚଳରେ ବଢୁଛି ଚୋରା ମଦ-ଗଞ୍ଜେଇ କାରବାର

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କିଛି ଥାନା ଅଞ୍ଚଳରେ ଚୋରା ଦେଶୀ, ବିଦେଶୀ ମଦ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଅନ୍ୟପଟେ କନ୍ଧମାଳ ଜିଲାରୁ ଅଧିକାଂଶ ଦିନ ବେନିୟମ ଭାବେ ଗଞ୍ଜେଇ ଚାଲାଣ ହେଉଛି। ଭଞ୍ଜନଗର...

ହଷ୍ଟେଲରୁ ମିଳିଲା ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ବଲାଙ୍ଗୀର,୬ା୯(ସୁନୀଲ କୁମାର ମହାନ୍ତି): କଣ୍ଟାବାଞ୍ଜି ଥାନା ତୁରେକେଲା ବ୍ଲକ ହିଆଁଲ ଗାଁ ଅନୁସୂଚିତ ଜନଜାତି ଓ ଜାତି ଅନ୍ବେଷା ଛାତ୍ର ନିବାସରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଛାତ୍ର ଜଣକ ନବମ ଶ୍ରେଣୀରେ ପଢ଼ୁଥିବା ଜଣାଯାଇଛି l କଣ୍ଟାବାଞ୍ଜି...

ସ୍ବାସ୍ଥ୍ୟ ପରୀକ୍ଷା କରି ଡାକ୍ତରଖାନାରୁ ଫେରୁଥିଲେ, ଅଟୋ ଉପରେ ମାଡ଼ିଗଲା କାର୍‌, ସ୍ତ୍ରୀ-ସ୍ବାମୀଙ୍କ ସହ ଚାଳକ ମୃତ..

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ସଦର ଥାନା ଅନ୍ତର୍ଗତ ଖଣ୍ଡହତା ବ୍ରିଜ ନିକଟରେ ଅଟୋ ଉପରେ କାର୍‌ ମାଡ଼ିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକମାନେ ହେଲେ ବଂଶୀଧର ସେଠୀ, କମଳା ସେଠୀ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri