ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ ବେହେରା ଏବଂ ତାଙ୍କ ସାନ ଭାଇ କୈଳାସ ବେହେରାଙ୍କୁ ରବିବାର ଦିଗପହଣ୍ଡି ପୋଲିସ…
ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…
ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ ଚାଷୀ । ମୃତ ଚାଷୀ ହେଲେ ଉଦୟ ଗୌଡ଼ । ସୂଚନା ଅନୁସାରେ,…
ବରଗଡ଼ର ଐତିହ୍ୟ ସନ୍ଧାନ, ସଂରକ୍ଷଣ ପାଇଁ ନିଆରା ଉଦ୍ୟମ, ଇତିହାସ ଗବେଷଣାକୁ ନୂଆ ଦିଗ ଦେବ ଐତିହ୍ୟ ପଦଯାତ୍ରା
ବରଗଡ଼,୨୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ପ୍ରାଚୀନ ଐତିହ୍ୟର ଚିହ୍ନଟ, ସଂରକ୍ଷଣ ଏବଂ ଏହାର ଆଧାରରେ ନୂତନ ଇତିହାସ ରଚନାର ଲକ୍ଷ୍ୟ ନେଇ ବରଗଡ଼ର ବୁଦ୍ଧିଜୀବୀମାନଙ୍କ ମିଳିତ ପ୍ରୟାସରେ ଗତ ୪ସପ୍ତାହ ଧରି ଆୟୋଜିତ ହେଉଥିବା ‘ବରଗଡ଼ ଐତିହ ପଦଯାତ୍ରା–୨୦୨୬’ର ଚତୁର୍ଥ ପର୍ଯ୍ୟାୟ ରବିବାର…
ଭଞ୍ଜନଗର ଆସିବେ ଅନ୍ତର୍ଜାତୀୟ ରାଜଯୋଗ ଶିକ୍ଷକ, ମାଉଣ୍ଟଆବୁରୁ ଆସି ଦେବେ…
ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଆସନ୍ତା ଜୁଲାଇ ମାସ ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ଭଞ୍ଜନଗର ଓମ୍ ଶାନ୍ତି କାର୍ଯ୍ୟାଳୟ ପକ୍ଷରୁ ରାଜଯୋଗ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ଅନ୍ତର୍ଜାତୀୟ ରାଜଯୋଗ ଶିକ୍ଷକ ବିକେ ଡକ୍ଟର ଶକ୍ତିରାଜ ସିଂହ…
ମନ୍ଦିର ପୂଜକଙ୍କ ଅମାନବୀୟ କାଣ୍ଡ, ତାର ଚୋରି ସନ୍ଦେହରେ ନାବାଳକଙ୍କୁ ବାନ୍ଧି….
ପାରଳାଖେମୁଣ୍ଡି,୨୮।୬ (ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ତାର ଚୋରି ସନ୍ଦେହରେ ଜଣେ ନାବାଳକଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଅମାନବୀୟ ଭାବେ ମାଡ଼ ମାରିବା ଏବଂ ବାନ୍ଧି ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଜଣେ ମନ୍ଦିର ପୂଜକଙ୍କୁ…
ରାଷ୍ଟ୍ରୀୟ ଗୌରବ ସମ୍ମାନ ପାଇଲେ ଗୁରୁ ଧ୍ୟାନାନନ୍ଦ ପଣ୍ଡା, ଅଞ୍ଚଳରେ ଖୁସିର ଲହରୀ
ଭବାନୀପାଟଣା,୨୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମହାବୀର ପଡା ସ୍ଥିତ ଗୁରୁ ଧ୍ୟାନାନନ୍ଦ ପଣ୍ଡା ରାଷ୍ଟ୍ରୀୟ ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଦିଲ୍ଲୀର କନଷ୍ଟିଚ୍ୟୁସନ୍ କ୍ଲବ୍ ଅଫ୍ ଇଣ୍ଡିଆ ଠାରେ ଶୁକ୍ରବାର ଆମ୍ବେଦକର ଗ୍ଲୋବାଲ ଫାଉଣ୍ଡେସନ ଓ ଭାରତୀୟ…
ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ
ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଶରତ ସାହୁ ରବିବାର ଗଣମାଧ୍ୟମକୁ ଏହି ସୂଚନା…
ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….
କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ…
ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….
ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୋକ୍ସୋ ଆଇନ, କିଶୋର ନ୍ୟାୟ…
ରାଇସ ମିଲ୍ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ
କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି। ଶରୀରର କିଛି ଅଂଶ ରାଇସ ମିଲରୁ ବାହାରି ଥିବା ପୋଡ଼ା କୁଣ୍ଡା ଭିତରେ…
ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍ ବନ୍ଦ
ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ୍ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…
ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ
ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା କିରାମାହା ଉଚ୍ଚ ପ୍ରାଥମିକ…

