ଆମ ଜିଲା ଖବର

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ମନମୋହନ

ଗଞ୍ଜାମ,୨୧।୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ମଙ୍ଗଳବାର ଘେରାଉ କରିଥିଲା ଭାଜପା। ଛତ୍ରପୁର ନିର୍ବାଚନ ମଣ୍ଡଳୀ ବରିଷ୍ଠ ଭାଜପା ନେତା ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଦଳୀୟ ନେତୃବୃନ୍ଦ ଜୟଶ୍ରୀ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବଜାର ପରିକ୍ରମା କରି ବ୍ଲକ…

ଗୁରୁତର ମିଶନ ଶକ୍ତି ମହିଳା ମୃତ, ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

ଦେବଗଡ଼,୨୧।୧୧,(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ତିଲେଇବଣି ଛକ ନିକଟରେ ଏକ ଅଜଣା ଟ୍ରକ୍‌ ଧକ୍କାରେ ଶୁକ୍ରବାର ଗୁରୁତର ହୋଇଥିବା ମିଶନ ଶକ୍ତିର ଜଣେ ମହିଳାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହାକୁ କେନ୍ଦ୍ର କରି ଜିଲା ଜିଲା ମିଶନ…

ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ବାମୀ, ଖସି ପଳାଇଲା ବେଳେ ଧରିପକାଇଲେ ଗ୍ରାମବାସୀ

ମୋରଡା,୨୧।୧୨(ସ୍ମାରକ ମାଜୀ): ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରସଗୋବିନ୍ଦପୁର ଥାନା ଅଧୀନ ନାଳଗଜା ଗ୍ରାମରେ । ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଜିତୁ ଟୁଡୁ ଏବଂ ତାଙ୍କ ସ୍ତ୍ରୀ ପାର୍ବତୀ…

ଅସୁସ୍ଥ ହାତୀ ଛୁଆକୁ ଟ୍ରାଙ୍କୁଲାଇଜ ଲାଗି ପହଞ୍ଚିଲା ନନ୍ଦନକାନନର ସତନ୍ତ୍ର ଟିମ୍‌

ପାଟଣା,୨୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷିରେଇ ଟାଙ୍ଗିରି ସେକ୍ସନ ଡାବରଚୁଆ ଜଙ୍ଗଲରେ ହାତୀଛୁଆ ଅସୁସ୍ଥ ହୋଇଯାଇଛି। ମଙ୍ଗଳବାର ଉକ୍ତ ହାତୀଛୁଆଟିକୁ ଚିକିତ୍ସା ପାଇଁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ, ଏସିଏଫ୍‌ଓ ଜିତେନ୍ଦ୍ର ବେହେରାଙ୍କ ସହ ନନ୍ଦନ କାନନର…

ତଥ୍ୟ ଦେଇ ନ ଥିବା ୨ ଅଧିକାରୀଙ୍କୁ ଜରିମାନା

ଧର୍ମଶାଳା,୨୧ା୧୧ (ବଟକୃଷ୍ଣ ପରିଡ଼ା): ସୂଚନା ଅଧିକାର ଅଇନରେ ତଥ୍ୟ ପ୍ରଦନ କରି ନ ଥିବା ଧର୍ମଶାଳା ବ୍ଲକର ୨ ଅଧିକାରୀଙ୍କୁ ଅର୍ଥ ଦଣ୍ଡ ମିଳିଛି । ସୂଚନା ଅନୁଯାୟୀ, ଧର୍ମଶାଳା ବ୍ଲକରେ କରୋନା କଟକଣା ସମୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ଜାଲିଆତି…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଯନ୍ତ୍ରଣା ଭୋଗୁଛନ୍ତି ଭକ୍ତ

ପୁରୀ, ୨୧ା୧୧(ଅଜିତ୍‌ ମହାନ୍ତି):ସମ୍ପ୍ରତି ପବିତ୍ର କାର୍ତ୍ତିକ ମାସ ଚାଲିଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେଉଛି। ଶ୍ରୀମନ୍ଦିର ଏବଂ ବଡ଼ଦାଣ୍ଡରେ ଭକ୍ତ ଓ ହବିଷିଆଙ୍କ ଗହଳି ଅଧିକ ରହୁଛି। ଭକ୍ତମାନେ ଘଣ୍ଟ ଘଣ୍ଟା ଧରି ବ୍ୟାରିକେଡରେ ଠିଆହୋଇ ରହୁଛନ୍ତି।…

ପୁଣି ପ୍ରାର୍ଥୀ ହେବା ନେଇ ଆଶଙ୍କାରେ ୩ ବିଧାୟକ

ବ୍ରହ୍ମପୁର,୨୧ା୧୧(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୧୯ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିରୁ ୧୨ ବିଧାୟକ ନିର୍ବାଚିତ ହୋଇଥିଲେ। କେବଳ ସାନଖେମୁଣ୍ଡି ଆସନରୁ କଂଗ୍ରେସ ପ୍ରାର୍ଥୀ ଜିତିଥିଲେ। ଗୋପାଳପୁରରୁ ନିର୍ବାଚିତ ବିଧାୟକ ବିଜେଡିରୁ…

ସମ୍ବଲପୁର-ବନାରସ ଟ୍ରେନ୍‌ ବିଶାଖାପାଟଣାକୁ ସମ୍ପ୍ରସାରିତ

ସମ୍ବଲପୁର,୨୧ା୧୧(ପ୍ରମୋଦ ବହିଦାର):କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସନ୍ଧ୍ୟାରେ ସମ୍ବଲପୁର ରେଳ ଷ୍ଟେଶନରୁ ବିଶାଖାପାଟଣା ପର୍ଯ୍ୟନ୍ତ ବନାରସ-ସମ୍ବଲପୁର-ବନାରସ ଦ୍ୱି-ସାପ୍ତାହିକ ଟ୍ରେନ୍‌ର ସମ୍ପ୍ରସାରଣକୁ…

ଆଜି ଅଁଳାନବମୀ, ସାକ୍ଷୀଗୋପାଳ ଚଳଚଞ୍ଚଳ:ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ଶ୍ରୀରାଧା

ସାକ୍ଷୀଗୋପାଳ, ୨୧ା୧୧ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ):କାର୍ତ୍ତିକ ମାସ ଶୁକ୍ଳପକ୍ଷ ନବମୀ ତିଥି ମଙ୍ଗଳବାର ସାକ୍ଷୀଗୋପାଳ ମନ୍ଦିରରେ ପାଳନ ହେବ ଅଁଳାନବମୀ। ଏହି ଅବସରରେ ବର୍ଷକୁ ଗୋଟିଏ ଦିନ ଶ୍ରୀରାଧା ଓଡ଼ିଆଣୀ ବେଶରେ ସଜେଇ ହେବେ। ପାରମ୍ପରିକ ସୁବର୍ଣ୍ଣ ଗହଣାଗୁଡିକ ମଧ୍ୟରେ…

ଫାର୍ମାସିଷ୍ଟ ଭରସାରେ ସ୍ବାସ୍ଥ୍ୟକେନ୍ଦ୍ର

ଖଜୁରିପଡ଼ା,୨୧ା୧୧(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ ବାରିକୁମ୍ପା ମେଡ଼ିକାଲରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇଯାଇଛି। ଲୋକଙ୍କୁ ମିଳୁଛି ଦିନ ବେଳା ଡାକ୍ତର ବିହୀନ ଚିକିତ୍ସା ସୁବିଧା। ରାତିରେ ମିଳୁଛି ଆଟେନାନଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା। ଆଜକୁ ୧୩ ଦିନ ହେଲା ଫାର୍ମାସିଷ୍ଟ ଭରସାରେ…

ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି

ବାରିପଦା,୨୧ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ ଛାତ୍ରୀଛାତ୍ର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ଗାଡ଼ିକୁ…

ଆଜି ଟ୍ରେନ୍‌ ଯାତ୍ରା କରିବେ ରାଷ୍ଟ୍ରପତି

ରାଇରଙ୍ଗପୁର,୨୧ା୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବାରିପଦା ଓ କୁଳିଅଣାଠାରେ କାର୍ଯ୍ୟକ୍ରମ ସାରି ସୋମବାର ଅପରାହ୍ନ ୪ଟା୩୦ରେ ଜନ୍ମଭୂମି ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଇରଙ୍ଗପୁରର ଦାଣ୍ଡବୋଷ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?