ଆମ ଜିଲା ଖବର

କଣ୍ଟ୍ରୋଲ ଚାଉଳରେ ମିଶାଯାଉଛି ଫର୍ଟିଫାଏଡ ଚାଉଳ

ବୋଲଗଡ଼,୨୨ା୫(ଡି.ଏନ୍‌.ଏ.): ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ଦିଆଯାଉଥିବା ଚାଉଳରେ ମିଶାଯାଉଛି ଫର୍ଟିଫାଏଡ ଚାଉଳ। ତେବେ ପ୍ରଶାସନର ସଚେତନତା ଅଭାବରୁ ହିତାଧିକାରୀମାନେ ଉକ୍ତ ଫର୍ଟିଫାଏଡ ଚାଉଳକୁ ପ୍ଲାଷ୍ଟିକ ଚାଉଳ ବୋଲି ସନ୍ଦେହ କରୁଛନ୍ତି। ବୋଲଗଡ଼ ବ୍ଲକ ଅନ୍ତର୍ଗତ ଡାବରଧୁଆପାଟଣା ଓ ଆଖପାଖ ପଞ୍ଚାୟତର…

ମୁଖ୍ୟ ଶାସନ ସଚିବଙ୍କ ତଦନ୍ତ ନିର୍ଦ୍ଦେଶ

କୋଣାର୍କ,୨୨ା୫(ଡି.ଏନ୍‌.ଏ): କୋଣାର୍କସ୍ଥିତ ଭଗବତୀ ମହାବିଦ୍ୟାଳୟରେ ଗତ ୨୦୧୭ରୁ ୨୦୨୨ ମସିହା ପର୍ଯ୍ୟନ୍ତ କାର୍ଯ୍ୟରତ ଜଣେ କିରାଣିଙ୍କ ଦ୍ବାରା ଜାଲ୍‌ରସିଦ ମାଧ୍ୟମରେ ୬ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ ହୋଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ କାର୍ଯ୍ୟାନୁଷ୍ଠାନ ପାଇଁ କୋଣାର୍କ ଅଞ୍ଚଳର ସାମାଜିକ…

ଅବ୍ୟବସ୍ଥା ଘେରରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

କାଶୀନଗର/ପାରଳାଖେମୁଣ୍ଡି,୨୨ା୫ (ଡି.ଏନ୍‌.ଏ): ଗଜପତି ଜିଲା କାଶୀନଗର ବ୍ଲକରେ ଥିବା ୧୧ନଂ ୱାର୍ଡ ତଥା ବ୍ଲକ କଲୋନୀର ରାସ୍ତା କଡ଼ରେ କାଶୀନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବ୍ୟବହୃତ ଆବର୍ଜନା ପଡ଼ିରହିଥିବା ଦେଖିବାକୁ ମିଳିଛି। ପ୍ରସବ ମହିଳାମାନଙ୍କ ପାଇଁ ବ୍ୟବହାର କରାଯାଇଥିବା ବସ୍ତୁ, ଔଷଧୀୟ ଜିନିଷଗୁଡ଼ିକ…

କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

ଆସିକା/ହିଞ୍ଜିଳିକାଟୁ/ ପାରଳାଖେମୁଣ୍ଡି, ୨୨ା୫(ଡି.ଏନ୍‌.ଏ.): ଆସିକା ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ପ୍ରବଳ ବେଗରେ ପବନ ବୋହିଥିଲା। ଏହାର ପ୍ରଭାବରେ ବହୁ ସ୍ଥାନରେ ବଡ଼ ବଡ଼ ଡାଳ ସବୁ ଭାଙ୍ଗିପଡ଼ିଛି। ଆସିକା ଏନ୍‌ଏସିର ରେଡିକା ସାହିଠାରେ ନିଜ ପରିବାର ସହ ରହୁଥିବା…

ଅବକାରୀ କାର୍ଯ୍ୟାଳୟରେ ଝୁଲୁଛି ତାଲା

ପଟ୍ଟାମୁଣ୍ଡାଇ,୨୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁଦିନ ବଢ଼ି ଚାଲିଛି ବେଆଇନ ନିଶା କାରବାର। ଏହା ସାଧାରଣ ଜନତାଙ୍କୁ ଅତିଷ୍ଠ କରୁଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ସୁଧୁରୁନି ଅବସ୍ଥା। ନିଶା କାରବାର ରୋକିବା ପାଇଁ ଅବକାରୀ ବିଭାଗ ରହିଛି। ହେଲେ…

ଜିଲାର ଏକମାତ୍ର ରକ୍ତଭଣ୍ଡାର ହୀନିମାନରେ ଚାଲିଛି

କେନ୍ଦ୍ରାପଡ଼ା ଅଫିସ, ୨୨ା୫: କେନ୍ଦ୍ରାପଡ଼ା ଜିଲାର ଏକମାତ୍ର ବ୍ଲଡ୍‌ ବ୍ୟାଙ୍କରେ ଘୋର ରକ୍ତସଙ୍କଟ ଦେଖାଦେଇଛି। ମାସକୁ ଅନୂ୍ୟନ ୬୦୦ରୁ ୭୦୦ ୟୁନିଟ ରକ୍ତ ଆବଶ୍ୟ୍ୟକ ଥିବାବେଳେ ଅଦ୍ୟାବଧି ମାତ୍ର ୫୦ ୟୁନିଟ ମଧ୍ୟରେ ଷ୍ଟକ ରହିଛି। ଫଳରେ ଥାଲାସେମିଆ, ପ୍ରସୂତି ଓ…

କାମ ନ କରି ଅର୍ଥ ବାଟମାରଣା

ନାଉଗାଁ,୨୨ା୫(ସ୍ବ.ପ୍ର.): ନାଉଗାଁ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌(ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା)ରେ ବ୍ୟାପକ ଦୁର୍ନୀତି ହୋଇଛି। ଏଠାରେ କେଉଁଠି ପ୍ରକଳ୍ପ ନିର୍ମାଣ ହୋଇ ନ ଥିବା ବେଳେ ଆଉ କେଉଁଠି ମାତ୍ର ୧୦ କିମ୍ବା ୨୦ ହଜାର ଟଙ୍କା…

ହାଇକୋର୍ଟ ଷ୍ଟେନୋ ଚାକିରି ଦେବୀ ନାଁରେ ଠକେଇ: ସିଏମ୍‌ସି ଅସ୍ଥାୟୀ ପିଅନ ଗିରଫ

କଟକ ଅଫିସ,୨୨ା୫: ହାଇକୋର୍ଟରେ ଷ୍ଟେନୋ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଛି। ଏହି ଘଟଣାରେ ଲାଲ୍‌ବାଗ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଙ୍କୀ ଥାନା ଅନ୍ତର୍ଗତ କରବର…

ଅମାନତ ରାଶି ଫେରାଉନାହାନ୍ତି ବିଡିଓ

କଟକ ସଦର,୨୨ା୫(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଞ୍ଚଳରେ ୨୦୦୯ ପରଠାରୁ କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ କାର୍ଯ୍ୟ ନିର୍ବାହୀ(ଶ୍ରମିକ ପ୍ରତିନିଧି)ମାନଙ୍କଠାରୁ ଅମାନତ ରାଶି ରଖାଯାଇଥିଲା। ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଉକ୍ତ ଟଙ୍କା ବ୍ଲକ ପ୍ରଶାସନ ଫେରସ୍ତ କରୁନାହିଁ ବୋଲି…

ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍‌ଶାନ୍‌

ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଅଭାବ ଓ ଦୁର୍ନୀତିଗ୍ରସ୍ତ ଲିଜ୍‌ଧାରୀଙ୍କୁ ପରୋକ୍ଷରେ ଅଧିକାରୀଙ୍କ ସୁରକ୍ଷା ପ୍ରଦାନ ହିଁ ଆହୁରି…

୨୦୨୪ରୁ ସବୁ ପିଲା ସ୍ମାର୍ଟ କ୍ଲାସ୍‌ରେ ପଢ଼ିବେ

ନୂଆପଡ଼ା ଅଫିସ/ବୋଡ଼େନ/ ଖଡ଼ିଆଳ,୨୨।୫(ଡି.ଏନ.ଏ.): ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଅନେକ ପ୍ରକଳ୍ପ ପରିଦର୍ଶନ କରି ଉନ୍ନତୀକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସିନାପାଲି ବ୍ଲକ…

ଅସାବଧାନତାରୁ ଯାଉଛି ଜୀବନ

ବାଲେଶ୍ୱର ଅଫିସ,୨୨ା୫: ଦିନକୁ ଦିନ ବଢୁଛି ରେଳ ଲାଇନ୍‌ ଉପରେ ଦୁର୍ଘଟଣା। ରେଳ ବିଭାଗ ତରଫରୁ ନିଆଯାଇଥିବା ନିୟମ କାନୁନ୍‌କୁ ମାନୁନାହାନ୍ତି ଲୋକମାନେ। ରେଳ ଫାଟକ ପଡ଼ିଥିବାବେଳେ କାନରେ ମୋବାଇଲ୍‌ ଲଗାଇ ପାର୍‌ ହେବା ଏବଂ ରେଳ ଲାଇନ ଡେଇଁ ପ୍ଲାଟଫର୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri