ଖୋଲିନି ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ର
ଲାଠୋର,୧୯ା୧୧(ଭୁବନେଶ୍ୱର ବାରିକ)ସରକାରୀ ନିୟମ ଅନୁସାରେ ବାହାର ରାଜ୍ୟକୁ ଦାଦନ ଖଟି ଯାଉଥିବା ଶ୍ରମିକ ପରିବାରର ୬ରୁ ୧୪ ବର୍ଷର ଶିଶୁଙ୍କ ପାଇଁ ପ୍ରତିବର୍ଷ ନଭେମ୍ବର ୧୫ ତାରିଖରେ ଦାଦନ ପ୍ରବଣ ଅଞ୍ଚଳରେ ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ର ଖୋଲିଥାଏ। ମେ ୧୫…
ଗ୍ରାମବାସୀଙ୍କ ଭରସା ମାଟିରାସ୍ତା
କୁତ୍ରା,୧୯ା୧୧(ଦେବାଶିଷ ସାହୁ)ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ରାସ୍ତା ତିଆରି କରୁଛନ୍ତି। ହେଲେ ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ବସ୍ଷ୍ଟାଣ୍ଡରୁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ…
ଲିଫ୍ଟ ଅଚଳ, ଟଏଲେଟ୍ରେ ତାଲା
ରାଉରକେଲା,୧୯।୧୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ରେଲଓ୍ବେ ଷ୍ଟେଶନରେ ସ୍ବୟଂଚାଳିତ ଲିଫ୍ଟ ଅଚଳ ହୋଇପଡିଥିବା ବେଳେ ଟଏଲେଟ ସମସ୍ୟାର ସମାଧାନ ହେଉନାହିଁ। ଫଳରେ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ, ଏହି ଷ୍ଟେଶନର ୪ ଓ ୫ ନମ୍ବର ଫ୍ଲାଟଫର୍ମର ଲିଫ୍ଟ…
ମଧ୍ୟାହ୍ନଭୋଜନରେ ପୋକ
ଚାନ୍ଦବାଲି,୧୯।୧୧(କିଷାନ ପାତ୍ର)ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପରମାନନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସୋୟାବିନ ତରକାରିରେ ପୁଳା ପୁଳା ଧଳା ଲାଙ୍ଗୁଡିଆ ପୋକ ବାହାରିଥିଲା। ଏଥିରେ ଅସନ୍ତୋଷ ପ୍ରକାଶ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶନିବାର ସ୍କୁଲ…
ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ
ପଟ୍ଟାମୁଣ୍ଡାଇ,୧୯ା୧୧(ଅକ୍ଷୟ ବିଶ୍ୱାଳ)ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଞ୍ଚାୟତ ଅଧୀନ ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ ହୋଇପଡିଛି। ଏନେଇ ତିଗିରିଆ ଗ୍ରାମବାସୀ ବାତ୍ୟା ଆଶ୍ରୟସ୍ଥଳ ନିକଟକୁ ଯିବାକୁ ସାହାସ କରୁ ନାହାନ୍ତି। ୨୦୦୩ରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ତତ୍କାଳୀନ ଏମ୍ପି ପ୍ରଭାତ ସାମନ୍ତରାୟ…
୩୨ ଏକରରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ
ବାଲିଗୁଡ଼ା,୧୮ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଶନିବାର ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ବାଲିଗୁଡ଼ା ଥାନାର ବାରଖମା ନିକଟସ୍ଥ ରେବିଙ୍ଗିଆ, ଦୁଲୁକିଆ, ଓ ବଡି଼ଗାଁ ଭଳି ବିଭିନ୍ନ ଜଙ୍ଗଲ ଜମିରେ ବାଲିଗୁଡା ଥାନାଧିକାରୀ ସୁଶାନ୍ତ…
ଖେଳୁଥିବା ବେଳେ ଶିଶୁ ନିଖୋଜ, ପାଣିରେ ଚାଲିଛି ଖୋଜା
ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଉଜ୍ୱଳା ଗୋପପାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସେହି ଗ୍ରାମର ସୁବାସ ପ୍ରଧାନଙ୍କ ୪ ବର୍ଷର ପୁଅ ଦାଣ୍ଡରେ ଖେଳୁଥିବା ବେଳେ ହଠାତ୍ କେଉଁଆଡ଼େ ଉଭାନ ହୋଇଯାଇଛି। ଚାରିଆଡ଼େ…
ପରିସ୍ରା କରିବାକୁ ଆସି ଅନ୍ଧାରରେ କୂଅରେ ଖସିପଡ଼ିଲେ ବ୍ୟକ୍ତି, ଚାଲିଗଲା ଜୀବନ
ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ବଡ଼ବଜାରସ୍ଥିତ ଗଣେଶ ପଡ଼ିଆଠାରେ ଥିବା କୂଅରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଝାଞ୍ଜିରି ମଙ୍ଗଳା ହନୁମାନ ମନ୍ଦିରସ୍ଥିତ ସମରେନ୍ଦ୍ର ମହାନ୍ତି(୪୪)। ସୂଚନାଯୋଗ୍ୟ, ମୃତ…
ନିରାକାରପୁର ବଜାରରେ ଆୟକର ବିଭାଗର ଚଢ଼ାଉ
ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ବଜାରରେ ଶନିବାର ଜଟଣୀ ଆୟକର ବିଭିଗ ପକ୍ଷରୁ ଦିନ ତମାମ ଏବଂ ସନ୍ଧ୍ୟାରେ ମଧ୍ୟ ଚଢାଉ ଜାରି ରହିଛି। ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବିଭାଗ ପକ୍ଷରୁ ସ୍ପେଶାଲ ପୋଲିସ ସ୍କ୍ବାଡ ବିଭିନ୍ନ…
ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୪୫ ହଜାର ଟଙ୍କା ଜବତ, ୫ ଗିରଫ
ଗୋପାଳପୁର,୧୮ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ପୋଲିସ ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୫ ଜୁଆଡ଼ିଙ୍କୁ କାବୁ କରିବା ସହ ନଗଦ ୪୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଥିବା ସୂଚନା ଦେଇଛି। ୫ ଜଣ ହେଲେ ଗୋବିନ୍ଦନଗର ଗ୍ରାମର…
ଚାଷଜମିରେ ବୁଲୁଛି ବାଘ, ଲୋକେ ଆତଙ୍କିତ
ଘସିପୁରା,୧୮ା୧୧(ନିରଞ୍ଜନ ସାହୁ): କେନ୍ଦୁଝର ଜିଲାର ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀ ତଟ ଘସିପୁରା ଥାନା ଅଧୀନ ପଞ୍ଚୁପଲ୍ଲୀ ଗାଁରେ ବାଘ ଆତଙ୍କକୁ ନେଇ ଭୟର ବାତାବରଣ ଦେଖାଯାଇଛି। ଶୁକ୍ରବାର ବାଘ ପରି ଏକ ପ୍ରାଣୀ ଚାଷଜମିରେ ଚାଲି ଚାଲି ଯାଉଥିବାର…
ପୁରୀ ସମୁଦ୍ରରେ ଭାସିଗଲେ ୪ ପର୍ଯ୍ୟଟକ
ପୁରୀ,୧୮।୧୧: ପୁରୀ ସମୁଦ୍ରରେ ଗାଧୋଇଲା ବେଳେ ୪ ଜଣ ପର୍ଯ୍ୟଟକ ଭାସିଯାଇଛନ୍ତି। ସେକ୍ଟର ୩ରେ ଗାଧୋଇଲା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି। ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡମାନେ ୪ ଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି । ଉଦ୍ଧାର ପର୍ଯ୍ୟଟକ…

