ଆମ ଜିଲା ଖବର

୧୫ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ୍‌ ଦଳରେ ନୀଳଗିରିର ଶୁଭଲକ୍ଷ୍ମୀ

ନୀଳଗିରି,୧୬ା୧୧(ପ୍ରଶାନ୍ତ ବିଶ୍ୱାଳ)ନୀଳଗିରି ନିର୍ବାଚନ ମଣ୍ଡଳୀ ସିଆଡ଼ିମାଳ ଗ୍ରାମର ବାବୁଲା ସିଂଙ୍କ ଝିଅ ଶୁଭଲକ୍ଷ୍ମୀ ୧୫ ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଏନେଇ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସାର ସୁଅ…

ଡେଲି ମାର୍କେଟ୍‌ ରାସ୍ତା ବିପଦପୂର୍ଣ୍ଣ

ଯୋଡ଼ା,୧୬ା୧୧(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରର ମୁଖ୍ୟ ପରିବା ବଜାରକୁ ରାସ୍ତା ନାହିଁ। ନିମ୍ନମାନର ନିର୍ମାଣ ଯୋଗୁ ରାସ୍ତା ଅବସ୍ଥା ଏପରି ହୋଇଛି ଯେ, ପ୍ରତିଦିନ ପରିବା ବ୍ୟବସାୟୀ, ଗ୍ରାହକମାନେ ଖସି ପଡ଼ି ଆହତ ହେଉଛନ୍ତି। ବିପଦପୂର୍ଣ୍ଣ ରାସ୍ତାକୁ ନେଇ ବ୍ୟବସାୟୀ…

ବଢୁଛି ଚୋରାମଦ କାରବାର

ଯାଜପୁର ସଦର,୧୬ା୧୧(ସମର ବିଜୟ ଶରଣ)ଯାଜପୁର ସଦର ଥାନା ଅଞ୍ଚଳରେ ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ଥାନା ଅଧୀନ ବରୁଅଁା ଛକ ନିକଟରେ ୩ ମଦ ଦୋକାନ ରହିଛି। ସେଥିମଧ୍ୟରୁ ଗୋଟିଏ ଠିପି ବନ୍ଦ, ଗୋଟିଏ ବାର୍‌ ଓ ଅନ୍ୟଟି ଦେଶୀ…

ବ୍ୟାସନଗରର ଯୁବ କ୍ରୀଡ଼ାବିତ୍‌ଙ୍କୁ ଅଣଦେଖା

ଯାଜପୁର,୧୬ା୧୧(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ପୌରପରିଷଦ ଗଠନ ହେବାର ଇତିମଧ୍ୟରେ ୨୯ ବର୍ଷ ଅତିକ୍ରାନ୍ତ ହୋଇ ସାରିଛି। ନିକଟରେ ଏକାଧିକ ଶିଳ୍ପ ଓ ଖଣି ପ୍ରତିଷ୍ଠାନ ଯୋଗୁ ସହରର ଜନସଂଖ୍ୟା ବଢି ଚାଲିଛି। ଅଥଚ ଏହି…

୨୪ ମୃତକଙ୍କ ଭତ୍ତା ଟଙ୍କା ଆତ୍ମସାତ୍‌

ଯାଜପୁର,୧୬ା୧୧(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାରେ ତୃଣମୂଳଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ କେତେଜଣ ଅଧିକାରୀ ହରିଲୁଟ କରୁଛନ୍ତି ା ଏହି ଘଟଣା ଏବେ ସମାଜ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବିରିପଟା ଗ୍ରାମ ପଞ୍ଚାୟତକୁ ଏଠାରେ ଉଦାହରଣ ଭାବେ…

ସମ୍ଭାବ୍ୟ ଝଡ଼ବର୍ଷାକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା,୧୬ା୧୧(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଆକାଶ ମେଘାଚ୍ଛନ୍ନ ଦେଖାଦେଇଛି। ଫଳରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ଜିଲାବାସୀଙ୍କୁ ବିଭିନ୍ନ ବିପଦ ଆଶଙ୍କା ମଧ୍ୟକୁ ଠେଲି ଦେଇଛି। ଖରିଫ ଧାନରେ ଥୋଡ ବାହାରିଛି। ସେହିପରି ଦରପାଚିଲା ଡାଳୁଅ ଧାନ ଏବେ କ୍ଷେତରେ ଅଛି। ହାର୍ଭେଷ୍ଟର ଓ…

ଅବହେଳିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ

ରାହାମା, ୧୬।୧୧(ଶ୍ରୀକାନ୍ତ ଦାସ)କୁଜଙ୍ଗ ବ୍ଲକ ସାରଳା ମହାବିଦ୍ୟାଳୟ, ରାହାମା ସମ୍ମୁଖରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ରହିଛି। ସରକାର ଯୁବ ପ୍ରତିଭାମାନଙ୍କୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ ଏହି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ମାତ୍ର ପ୍ରଶାସନିକ ଅବହେଳା, ଆନ୍ତରିକତା ଓ…

ଏରଡ଼ା-ପହଙ୍ଗା କେନାଲ ରାସ୍ତା କାମରେ ବିଳମ୍ବ

ଜଗତ୍‌ସିଂହପୁର, ୧୬ା୧୧(ପ୍ରମୋଦ କୁମାର ନାୟକ)ଜଳ ସମ୍ପଦ ବିଭାଗ ପ୍ରାଚୀ ଡିଭିଜନ ପକ୍ଷରୁ କଟକ ଜିଲା ପହଙ୍ଗା ନିକଟରୁ ଜଗତ୍‌ସିଂହପୁର ଜିଲା ଏରଡ଼ା (ବାଲିସାହି) ପର୍ଯ୍ୟନ୍ତ କେନାଲ ରାସ୍ତା ନବୀକରଣ ପାଇଁ ଟେଣ୍ଡର ହୋଇଛି। ପାଖାପାଖି ୩.୫ କିଲୋମିଟର କେନାଲ ରାସ୍ତା ସହ…

ମାର୍ବଲ ମିସ୍ତ୍ରୀଙ୍କଠାରୁ ଲୁଟ୍‌, ପୋଲିସ ଗୋଡ଼ାଇବାରୁ ୩ ବାଇକ୍‌ ଛାଡ଼ି ୪ ଦୁର୍ବୃତ୍ତ ଫେରାର

ସୋରଡ଼ା,୧୫ା୧୧(ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଘାଟି ରାସ୍ତାରେ ଡକାୟତ ଦଳ ସକ୍ରିୟ ହେଉଥିବା ଅନୁମାନ କରାଯାଉଛି। ବୁଧବାର ଅପରାହ୍ନରେ ବ୍ରହ୍ମପୁର ହରିଡ଼ାଖଣ୍ଡି ନିକଟ ଚାଞ୍ଚଡ଼ାପଲ୍ଲୀ ଗ୍ରାମର କୀଟୁ ଗଉଡ ନାମକ ଯୁବକ ନିଜର ୧୮ ଦିନ ହେଲା କିଣିଥିବା…

ଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯାଇଛି। ସୂଚନାନୁଯାୟୀ, ଆଜି ସନ୍ଧ୍ୟାରେ ହଠାତ୍‌ ନିଆଁ ଲାଗି ଗ୍ରାମର ସ୍ବର୍ଗତ ଦେବ ପାହାନଙ୍କ ୨…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦…

ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ

ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଦେଶୀ ବନ୍ଧୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?