Odisha Elections 2024

ଆମ ଜିଲା ଖବର

ବାହାରିଲାନାହିଁ ନିଷ୍କର୍ଷ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍‌ନାକୁ ଆସୁଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି। ଏପରିକି...

ଋଷିକୂଲ୍ୟାରେ ଭାସୁଛି ପଥରରେ ବନ୍ଧା ହୋଇଥିବା ଯୁବତୀଙ୍କ ମୃତଦେହ

ଗଞ୍ଜାମ,୨୮ା୮(ଡି.ଏନ୍‌.ଏ.): ଗଞ୍ଜାମ ସହର ପୋତାଗଡ଼ସ୍ଥିତ ଋଷିକୂଲ୍ୟା ନଦୀପାର୍ଶରେ ପଥରରେ ବନ୍ଧା ହୋଇ ଏକ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତ ଯୁବତୀ ଜଣକ ନାଇଟ୍‌ ପିନ୍ଧିଥିବା ବେଳେ ଏକ ଚାଦର ଘୋଡ଼େଇ ହୋଇଥିବାରୁ ମୁହଁ ସ୍ପଷ୍ଟ ଦେଖାଯାଉନି।...

ଅନୁଭବଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୨୮।୮: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି କଟକ ଜିଲା ପରିବାର ଅଦାଲତରେ ଶୁକ୍ରବାର ହେବାର ଥିଲା। ହେଲେ ଉଭୟ ଅଦାଲତକୁ ଆସି ନ ଥିଲେ।...

ମାନବବାଦ ସଦସ୍ୟ ଭୁଲିଗଲେ ମାନବିକତା

ଖୋର୍ଦ୍ଧା ଅଫିସ,୨୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଚାଲିଛି ତାଲିବାନୀ ଶାସନ। ମାନବବାଦ ସଙ୍ଗଠନ ନଁାରେ ନିରୀହ ଆଦିବାସୀଙ୍କୁ ଦିଆଯାଉଛି ଅକଥନୀୟ ଅତ୍ୟାଚାର। ସଙ୍ଗଠନରେ ସାମିଲ ନ ହେଲେ କିମ୍ବା ବିରୋଧ କଲେ ହାତଗୋଡ଼ ବାନ୍ଧି ମାଡ଼ ମରାଯାଉଛି।...

କିସମ ବଦଳାଇ କାରବାର

ଢେଙ୍କାନାଳ ଅଫିସ, ୨୮।୮ କିସମ ବଦଳାଇ ଦେଲେ ଅନେକ ଗୁଣ ବଢ଼ିଯାଉଛି ଜମି ମୂଲ୍ୟ। ଥରେ କାଗଜପତ୍ରରେ ମୋହର ବାଜିଗଲେ କୋଟି କୋଟି ଟଙ୍କାର ବେଆଇନ କାରବାର କରିବାକୁ ଫିଟିଯାଉଛି ବାଟ। ଏଥିଲାଗି ଅନେକ ଫନ୍ଦି, ଫିକର, କାରସାଦି। ଜମିଦଲାଲ...

ବେରୋଜଗାରିରୁ ମୁକ୍ତି ଦେଇଛି ‘ମୁକ୍ତା’

ଅନୁଗୋଳ ଅଫିସ, ୨୮ା୮ ସହରରେ ସକାଳୁ ମୂଲ ଲାଗିଲେ ସନ୍ଧ୍ୟାରେ ଚୁଲି ଜଳେ। ହେଲେ କୋଭିଡ୍‌ କାରଣରୁ ବନ୍ଦ ହୋଇଯାଇଥିଲା ଏହି ସହରୀ ଗରିବଙ୍କ ରୋଜଗାର। କିନ୍ତୁ ମୁଖ୍ୟମନ୍ତ୍ରୀ କର୍ମ ତପତ୍ର ଅଭିଯାନ ବା ମୁକ୍ତା ଯୋଜନା କାର୍ଯ୍ୟକାରୀ ହେବା...

‘ଓଡ଼ିଶା ଲୋକେ ପିଉଛନ୍ତି ଝାଡ଼ଖଣ୍ଡ ପାଣି’

ବାରିପଦା ଅଫିସ,୨୮।୮-ମୟୂରଭଞ୍ଜ ଜିଲା ତିରିଂ ବ୍ଲକ ଅନ୍ତର୍ଗତ କେତେକ ଗ୍ରାମର ଲୋକେ ପାନୀୟ ଜଳରୁ ବଞ୍ଚିତ ହୋଇ ସୀମାନ୍ତ ଝାଡ଼ଖଣ୍ଡ ରାଜ୍ୟର ପାଣିକୁ ବ୍ୟବହାର କରୁଛନ୍ତି। ଏନେଇ ଶୁକ୍ରବାର ଅନୁଷ୍ଠିତ ୧୧ତମ ଜିଲା ପରିଷଦ ବୈଠକରେ କଥା ଉଠିବା ପରେ...

ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର...

୧୬ ଦିନ ହେଲା ନ୍ୟାୟ ଅପେକ୍ଷାରେ ଗଣବଳାତ୍କାର ପୀଡ଼ିତା

ବରଗଡ଼ ଅଫିସ୍‌,୨୭।୮: ବରଗଡ଼ ଜିଲା ଗାଇସିଲେଟ ଥାନା ଅଞ୍ଚଳରେ ଜଣେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ଘରପୋଡ଼ି ମାମଲା ହଇଚଇ ସୃଷ୍ଟି କରିଛି। ଏହି ମାମଲାରେ ୧୨ଜଣ ଅଭିଯୁକ୍ତ ସମ୍ପୃକ୍ତ ଥିବା ବେଳେ ପୋଲିସ ଏପର୍ଯ୍ୟନ୍ତ ୪ଜଣଙ୍କୁ ଗିରଫ କରିଛି।...

୫ ହଜାର ପାଇଁ ଧରାପଡ଼ିଲେ

ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍‌ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍‌। ଏ ନେଇ ଭିଜିଲାନ୍ସ ଏକ ମାମଲା ରୁଜୁ...

ଜେଲ ସୁଇପରଙ୍କ ଘରୁ ମିଳିଲା ୨ ହଜାର କଫ ସିରପ

ବରଗଡ଼ ଅଫିସ,୨୭।୮: ବରଗଡ଼ ସହରର ଗଳିକନ୍ଦିରେ ଚାଳିଛି ନିଶା କାରବାର। ଏଥିରୁ ସ୍ଥାନୀୟ ଉପ କାରାଗାର(ସବ୍‌ଜେଲରେ) ପରିସର ମଧ୍ୟ ବାଦ ପଡିନାହିଁ । ଶୁକ୍ରବାର ବରଗଡ଼ ଟାଉନ ଥାନା ପୋଲିସ ଜେଲରେ ଅତର୍କିତ ଚଢାଉ କରିଥିଲା। ଚଢାଉ ବେଳେ ସବ୍‌ଜେଲରେ...

ଝଗଡ଼ା ପରେ ବିଷ ପିଇଲେ ନବବିବାହିତା

ବ୍ରହ୍ମପୁର ଅଫିସ,୨୭ା୮: ବିଷପିଇ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ଜଣେ ନବବିବାହିତା ମହିଳାଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଅଲାରିଗଡ ଗ୍ରାମର ସାବିତ୍ରୀ ନାହାକ। ସଦର ଥାନା ପୋଲିସ ମୃତଦେହ ଜବତ କରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri