ଆମ ଜିଲା ଖବର

ବରଗଡ଼ରେ ଉଦ୍‌ଘାଟିତ ହେଲା ଜିଲା ଅତିରିକ୍ତ ଚକବନ୍ଦୀ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କୋର୍ଟ: ଉପକୃତ ହେବେ ୩ଜିଲାର ଲୋକେ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଜିଲା ଅତିରିକ୍ତ ଚକବନ୍ଦୀ ଓ ବନ୍ଦୋବସ୍ତ ଆୟୁକ୍ତଙ୍କ କୋର୍ଟ ବୁଧବାର ଉଦଘାଟି୍‌ତ ହୋଇଛି । ଉତ୍ତରାଞ୍ଚଳ ଆରଡିସି ସୁରେଶ ଚନ୍ଦ୍ର ଦଲାଇ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ବରଗଡ଼ କଚେରି ପରିସରରେ ରହିଥିବା ଉପଜିଲାପାଳଙ୍କ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି: ବନ୍ଧୁକ ଦେଖାଇ ସ୍ତ୍ରୀ, ଶିଶୁକନ୍ୟାକୁ ଅପହରଣ

ରୂପସା,୧୯।୭( ବାଞ୍ଛାନିଧି ଦେ): ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି । ବିଳମ୍ବିତ ରାତିରେ ଶ୍ବଶୁର ଘର ଲୋକଙ୍କୁ ମାରଣାନ୍ତକ ଆକ୍ରମଣ କରି ସ୍ତ୍ରୀ ଏବଂ ୮ ମାସର ଶିଶୁକନ୍ୟାକୁ ଅପହରଣ କରି ସ୍ବାମୀ ଫେରାର। ଅପରପକ୍ଷରେ ଝିଅ ଏବଂ ନାତୁଣୀକୁ ଉଦ୍ଧାର…

୮ ମାସ ହେଲା ରାଶନ କାର୍ଡଧାରୀଙ୍କୁ ଗହମ ମିଳୁନି

କେନ୍ଦ୍ରାପଡ଼ା, ୧୮ା୭(ଜଗନ୍ନାଥ ଧଳ): ଦେଶରେ କେହି ଯେପରି ଭୋକିଲା ନ ରହନ୍ତୁ ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରାଯାଇ ସମସ୍ତ ଗରିବ ପରିବାରକୁ ଏଥିରେ ସାମିଲ କରାଯାଇଛି। ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ…

ବ୍ରିଟିଶ ନିର୍ମିତ ବଙ୍ଗଳା ଏବେ ଭୂତକୋଠି

ମହାକାଳପଡ଼ା,୧୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବ୍ରିଟିଶ ଶାସନ ସମୟରେ ହୁକିଟୋଲାଠାରେ ବୃହତ୍‌ ପଣ୍ୟାଗାର, ଜମ୍ବୁ ଗ୍ରାମରେ ଲାଲ୍‌ ରଙ୍ଗର ବ୍ରିଟିଶ ଆଶ୍ରୟସ୍ଥଳ, ଜମ୍ବୁ ଲକ୍‌ଠାରେ ଜଳସେଚନ ବିଭାଗର ବଙ୍ଗଳା ନିର୍ମାଣ ହୋଇଥିଲା। ସୂକ୍ଷ୍ମ କାରିଗରି ଖୁବ୍‌…

ଆର୍‌ଡି ରାସ୍ତାରେ ପାଣି, ଲୋକେ ହୀନସ୍ତା

ସିଂହପୁର,୧୮ା୭(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଡିହକୁଳା ଆର୍‌ଡି ରାସ୍ତାର ନାଉବାଙ୍କଠାରେ ପାଣି ଜମୁଛି। ଫଳରେ ଲୋକେ ଯାତାୟାତରେ ହୀନସ୍ତା ଭୋଗୁଛନ୍ତି। ଅସରାଏ ବର୍ଷା ହେଲେ ରାସ୍ତାରେ ପାଣିର ଲହଡି ମାରୁଛି। ଏହି ରାସ୍ତା ଅଞ୍ଚଳର ମୁଖ୍ୟ ରାସ୍ତା।…

ସରୁନି ବିଜୁ ସେତୁ ନିର୍ମାଣ କାର୍ଯ୍ୟ

ବ୍ରହ୍ମବରଦା,୧୮ା୭: (ଯଯାତି କେଶରୀ ବେହେରା): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଝାଲପଡ଼ା ଓ ରୁଦ୍ରପୁର ପଞ୍ଚାୟତବାସୀଙ୍କ ଗମନାଗମନର ସମସ୍ୟା ଦୀର୍ଘ ଦିନ ହେବ ଲାଗି ରହିଛି। ଝାଲପଡ଼ାରୁ ବ୍ରହ୍ମବରଦାକୁ ସଂଯୋଗ ପାଇଁ ୨୪ା୧୨ା୨୦୧୬ରୁ ବ୍ରହ୍ମବରଦାଠାରେ ବ୍ରାହ୍ମଣୀ ନଦୀରେ ୧୦ କୋଟି ୪୨ ଲକ୍ଷ…

ସ୍ବାବଲମ୍ବୀ ହେବାକୁ ସଂକଳ୍ପ

କାମାକ୍ଷାନଗର, ୧୯।୭(ସୁଧୀର ପରିଡ଼ା): ଛତୁଚାଷର ହବ୍‌ ପାଲଟିଛି ଢେଙ୍କାନାଳ ଜିଲାର କାମାକ୍ଷାନଗର ଉପଖଣ୍ଡ। ଅଞ୍ଚଳର ଅନୁକୂଳ ଜଳବାୟୁ ଛତୁ ଚାଷ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଥିବାବେଳେ ବର୍ଷସାରା ଏହାର ଚାହିଦା ରହୁଛି। ତେଣୁ ଯୁବପିଢ଼ି ଏବେ ଏହି ଚାଷ କରିବାକୁ ବିଶେଷ…

ହତ୍ୟା କରି ଫିଙ୍ଗିଦେଇଥିଲେ ସ୍ବାମୀ

ଭୁବନ, ୧୯।୭(ବିପିନ ବିହାରୀ ସେଠୀ): ସ୍ବାମୀ ଘରକୁ ଆଣିଲେ ଦ୍ୱିତୀୟ ସ୍ତ୍ରୀ। ଏହାକୁ ନେଇ ସୃଷ୍ଟି ହୋଇଥିଲା ଦାମ୍ପତ୍ୟ ଜୀବନରେ ଝଡ଼। କଜିଆ ଉଗ୍ରରୂପ ନେବା ପରେ ପ୍ରଥମ ସ୍ତ୍ରୀଙ୍କୁ ରାସ୍ତାରୁ ସବୁଦିନ ପାଇଁ ହଟାଇ ଦେଇଥିଲେ ସ୍ବାମୀ। ପ୍ରମାଣ ନଷ୍ଟ…

ଲଗାଣ ବର୍ଷାରେ ଅଧାପନ୍ତରିଆ ରାସ୍ତା କର୍ଦ୍ଦମାକ୍ତ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ଜନ ଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡି,୧୯।୭ (ଅରୁଣ ସାହୁ)- ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଦୁର୍ଗମ: ଅଞ୍ଚଳଗୁଡିକରେ ରହିଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ବେଳେ ଏକାଧିକ ରାସ୍ତା ଦୀର୍ଘଦିନ ଧରି ସମ୍ପ୍ରସାରଣରେ ବିଳମ୍ବ ଯୋଗୁଁ ରାସ୍ତାର…

ଡାଳିମ୍ବପୁର-କେରାଣ୍ଡି ଅସ୍ଥାୟୀ ରାସ୍ତା ଧୋଇଗଲା

ପାରଳାଖେମୁଣ୍ଡି,୧୮ା୭ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ କେରାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଡାଳିମ୍ବପୁର-କେରାଣ୍ଡି ରାସ୍ତାରେ ଥିବା ଏକ ବଡ଼ ନାଳ ଉପରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। କାମ ଆରମ୍ଭରୁ ଏହି…

୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଦ୍ୱୟ…

ମେଳଣଡିହ ଗ୍ରାମ ରାସ୍ତାରେ ଘାଇ

ଧାମନଗର,୧୯।୭ (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ପ୍ରବଳ ବର୍ଷାରେ ବହୁ ରାସ୍ତାଘାଟ ପ୍ରଭାବିତ ହୋଇଛି। ଗତ ଶନିବାର ପ୍ରବଳ ବର୍ଷା ଯୋଗୁ ଭଗବାନପୁର ପଞ୍ଚାୟତର ପଳିକିରି ମେଳଣଡିହ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri