ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ମାମଲା: ହାଇକୋର୍ଟରେ ଆବେଦନକାରୀଙ୍କ ସତ୍ୟପାଠ ଦାଖଲ
କଟକ,୩୦ା୧ (କାର୍ତ୍ତିକ ସାହୁ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ନେଇ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନାରୀଙ୍କ ପକ୍ଷରୁ ହାଇକୋର୍ଟରେ ସୋମବାର ସତ୍ୟପାଠ ଦାଖଲ କରାଯାଇଛି। ରାଜ୍ୟ ସରକାର ହାଇକୋର୍ଟଙ୍କ ନିକଟରେ ଜବାବ ଦାଖଲ ନ କରି ବିଭିନ୍ନ ଆଳ ଦେଖାଇ ପ୍ରସଙ୍ଗକୁ ଏଡ଼ାଇ…
ଚିଲିକାକୁ ସଙ୍କୁଚିତ କରୁଛି ମାଟିବନ୍ଧ
ଖୋର୍ଦ୍ଧା,୩୦ା୧ (ପ୍ରଭାତ ପାଣିଗ୍ରାହୀ):ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ଚିଲିକା ପାଇଁ ବେଆଇନ ମାଟିବନ୍ଧ, ଚିଙ୍ଗୁଡି ଘେରି ଏବଂ ନଳଘାସ ବିପଦ ସାଜିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡି ଘେରି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି।…
ଶୁଭଶ୍ରୀଙ୍କ ରାଜନୀତିରେ ପ୍ରବେଶ ନେଇ ଭାଜପାରେ କନ୍ଦଳ
ସମ୍ବଲପୁର,୩୦ା୧(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଝିଅ ଶୁଭଶ୍ରୀଙ୍କ ରାଜନୈତିକ ମଇଦାନରେ ପ୍ରବେଶକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଭାଜପା ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀ ଅନ୍ନପୂର୍ଣ୍ଣା ବାରିକ ସମ୍ବଲପୁର ବିଧାନସଭା ନିର୍ବାଚନରେ…
ଭିଜିଲାନ୍ସ ଜାଲରେ ଜେଇ: ଏପର୍ଯ୍ୟନ୍ତ ମିଳିଲାଣି ୩୦ ଏଟିଏମ୍ ସହ ପୁଳାପୁଳା ଟଙ୍କା
ମାଲକାନଗିରି,୩୦।୧(ଦୁର୍ଯ୍ୟେଧନ ପାତ୍ର):ମାଲକାନଗିରି ଜିଲା କାଡା ଅଫିସର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘର ଓ ଅଫିସରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ଯ୍ୟାଳୟ…
‘ପ୍ରଶାସନକୁ ଲୋକାଭିମୁଖୀ କରିବା ପ୍ରାଥମିକତା ରହିବ’
କଟକ,୩୦ା୧ (କାର୍ତ୍ତିକ ସାହୁ):କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍ଡିସି) ଭାବେ ୨୦୦୭ ବ୍ୟାଚ୍ର ଆଇଏଏସ୍ ଅଫିସର ରଞ୍ଜନ କୁମାର ଦାସ ସୋମବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ତାଙ୍କ ଚାକିରିକାଳ ମଧ୍ୟରେ ଯାଜପୁର ଜିଲାପାଳ, ସଂସ୍କୃତି ବିଭାଗ ସଚିବ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ…
ଚଳନ୍ତା ବସ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍: ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ
ନୀଳଗିରି, ୩୦।୧(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା…
ଅବହେଳିତ ଥାଲାସେମିଆ ଶିଶୁ ରୋଗୀ
ଯାଜପୁର,୩୦ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ୱାର୍ଡରେ ରକ୍ତଜନିତ ରୋଗ ଥାଲାସେମିଆ, ସିକିଲ୍ ସେ୍ଲ ଓ ହିମୋଫେଲିଆ ରୋଗୀମାନେ ଉପଯୁକ୍ତ ଚିିକିତ୍ସା ନ ପାଇ ନିରାଶ ହେଉଛନ୍ତି। ଏହି ମର୍ମରେ ଯାଜପୁର ଜିଲା ଥାଲାସେମିଆ ସିକିଲସେଲ୍ ଏନିମିଆ ୱେଲ୍ଫେୟାର…
ବେଆଇନ ଭାବେ ଚାଲିଛି ମୋରମ୍ ଚାଲାଣ
ଜେନାପୁର,୩୦ା୧(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଜେନାପୁର ଥାନା ବରଡା ମୌଜାର ନିମିଟି ପାହାଡ଼ ପାଦଦେଶରେ ଥିବା ନୂଆ ବରଡ଼ା ପାଖ ପଡ଼ିଆରୁ ବେଆଇନ ଭାବେ ମୋରମ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ପ୍ରତି ରାତିରେ ଚାଲାଣକାରୀ ମେଶିନ…
ଆଜି ନବରଙ୍ଗପୁର ବନ୍ଦ: ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ
ନବରଙ୍ଗପୁର,୩୦।୧(ସଦାଶିବ ପ୍ରହରାଜ):ନବରଙ୍ଗପୁର- ଜୟପୁର ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଜମି ଗ୍ରହଣରେ ଅହେତୁକ ବିଳମ୍ବ କରୁଥିବା ଅଭିଯୋଗ କରିଛି ଭାଜପା। ଏହାର ପ୍ରତିବାଦ ଓ ଅନ୍ୟ ୬ଟି ଦାବିରେ ଭାଜପା ଯୁବମୋର୍ଚ୍ଚା ମଙ୍ଗଳବାର ନବରଙ୍ଗପୁର ଜିଲା ବନ୍ଦ ଡାକରା ଦେଇଛି।…
୨ ଯୁବକଙ୍କୁ ବ୍ଲେଡରେ ଆକ୍ରମଣ
ଛତ୍ରପୁର,୨୯ା୧(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ହୁମର ଗ୍ରାମରେ ସୋମବାର ନାମ ସଂକୀର୍ତ୍ତନ ଚାଲିଥିବା ବେଳେ କୌଣସି ଏକ କାରଣକୁ ନେଇ ୨ ଯୁବକଙ୍କୁ ସେହି ଗ୍ରାମର କେତେଜଣ ବ୍ୟକ୍ତି ବ୍ଲେଡରେ କାଟି କ୍ଷତବିକ୍ଷତ କରିଛନ୍ତି। ଆହତ ୨ ଯୁବକ ହୁମ୍ବର…
ଜେଲରୁ ସାକ୍ଷୀଙ୍କୁ ଧମକାଇବା ମାମଲା, ଅଭିଯୁକ୍ତ ଦଣ୍ଡିତ
ଛତ୍ରପୁର,୨୯ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ଗିରଫ ହୋଇ ଛତ୍ରପୁର ସବଜେଲରେ ବିଚାରାଧୀନ ବନ୍ଦୀ ଥିବା ଅଭିଯୁକ୍ତ ଫୋନରେ ସାକ୍ଷୀଙ୍କୁ ଧମକାଇଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଛତ୍ରପୁର ଏସଡ଼ିଜେଏମ୍ ପ୍ରୀତିଶ କୁମାର ରଥ ଏହି ମାମଲାର ଶୁଣାଣି କରି…
ମାତୃହତ୍ୟା ମାମଲା: ଆଜୀବନ ଦଣ୍ଡାଦେଶ ହାଇକୋର୍ଟରେ ଖାରଜ
କଟକ,୨୯ା୧ (କାର୍ତ୍ତିକ ସାହୁ): ମାତୃହତ୍ୟା ମାମଲାରେ ଅଭିଯୁକ୍ତ ପୁତ୍ରଙ୍କୁ ନିମ୍ନ ଅଦାଲତଙ୍କ ଆଜୀବନ ଦଣ୍ଡାଦେଶ ହାଇକୋର୍ଟରେ ଖାରଜ ହୋଇଛି। ପାରଳାଖେମୁଣ୍ଡି ଅତିରିକ୍ତ ସେସନ୍ ଜଜ୍ ମାମଲାର ଆବେଦନକାରୀ ତଥା ଅଭିଯୁକ୍ତ ସଞ୍ଜୟ ମଲ୍ଲିକ୍ଙ୍କୁ ମାତୃହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରି ଆଜୀବନ…

