ଆମ ଜିଲା ଖବର

ମୁକୁଳା ବୋରୱେଲ ଗାତରେ ଖସିପଡ଼ିଲେ ବୃଦ୍ଧା: ଉଦ୍ଧାର କାର୍ଯ୍ୟ ଆରମ୍ଭ

ସୋନପୁର,୧୪l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକ କଇଁଫୁଲ ଛକ ନିକଟରେ ଜଣେ ବୃଦ୍ଧା ମୁକୁଳା ପଡ଼ିଥିବା ବୋରୱେଲ ଗାତରେ ଖସି ପଡିଛନ୍ତି। ବୃଦ୍ଧାଙ୍କ ନାମ ଦୁଃଖୀ ନେଗୀ ବୋଲି ଜଣାପଡିଛି। ଝାଡୁ ତିଆରି ପାଇଁ ବେଣା ଘାସ ସଂଗ୍ରହ କରୁଥିବା…

ଯନ୍ତ୍ରପାତି ବଢ଼ାଉଛି କୃଷି ଉତ୍ପାଦନ

ନୟାଗଡ,୧୪।୧୧(ଲୋକନାଥ ମିଶ୍ର): ନୟାଗଡ ଷ୍ଟାଡିୟମରେ ଜିଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସୋମବାର ଉଦ୍‌ଘାଟିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ନୟାଗଡ ବିଧାୟକ ଅରୁଣ କୁମାର ସାହୁ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ଏ ଅବସରରରେ ଜିଲାପାଳ ରବୀନ୍ଦ୍ର ନାଥ…

କାମରେ ଆସୁନି ଉଠା ଜଳସେଚନ ପ୍ରକଳ୍ପ

ନୂଆଗାଁ,୧୪।୧୧ (ଧନେଶ୍ୱର ସାହୁ): କୃଷକ ଦେଶର ମେରୁଦଣ୍ଡ। କୃଷକର ଉନ୍ନତିରେ ଦେଶର ପ୍ରଗତି। ତେଣୁ କୃଷକମାନଙ୍କ ଉନ୍ନତି ତଥା ଉନ୍ନତଧରଣର ଚାଷ ପ୍ରଣାଳୀ ପାଇଁ ସରକାର ଅନେକ ଯୋଜନା ପ୍ରସ୍ତୁତ କରୁଛନ୍ତି। ଚାଷ ଜମିଗୁଡିକ ଜଳ ସେଚିତ ହୋଇ ପାରିଲେ ସୁବିଧାରେ…

ଧାନ କାଟି ଅଯଥାରେ ବଦନାମ ନ କରିବାକୁ ତାଗିଦ

ନୟାଗଡ଼,୧୪।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲାପାଳଙ୍କ ସଦ୍‌ଭାବନା ସଭା କକ୍ଷରେ ସୋମବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବହେରା, ରଣପୁର ବିଧାୟକ ସତ୍ୟ…

ଭଦ୍ରକ କାଳୀପୂଜା: ଆରମ୍ଭରୁ ଜମିଲାଣି

ଭଦ୍ରକ, ୧୪।୧୧(ସନାତନ ରାଉତ): ପ୍ରସିଦ୍ଧ କାଳୀପୂଜା ପାଇଁ ଭଦ୍ରକର ପରିଚୟ ନିଆରା। ଚରମ୍ପାଠାରେ ଜଣେ ଦକ୍ଷିଣ ଭାରତୀୟ ରେଳ କର୍ମଚାରୀଙ୍କ ଘରୋଇ ପୂଜା ଏବେ ଗଣପର୍ବର ରୂପ ନେଇଛି। ଚରମ୍ପାର ପିଡବ୍ଲୁଆଇ କମିଟି ସମେତ ମୁଖ୍ୟ ପୂଜା କମିଟିଗୁଡ଼ିକ ପକ୍ଷରୁ ଏଥର…

ହଷ୍ଟେଲରେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ

କେନ୍ଦୁଝର, ୧୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଯନ୍ତାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ରୋଷେୟା ଅସଦାଚରଣ କରିଛନ୍ତି। ଛାତ୍ରୀ ବିରୋଧ କରିବାରୁ ରୋଷେୟା ମାଡ଼ ମାରିଥିବା ଜଣାପଡ଼ିଛି। ଘଟଣା ପରେ…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ନିଜ ଘରେ ଲଗାଇଦେଲେ ନିଆଁ

ଚଣ୍ଡିଖୋଲ,୧୪।୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିତଳ ଗ୍ରାମରେ ରବିବାର ଅଗ୍ନିକାଣ୍ଡ ଘଟି ୨ ପରିବାରର ୪ ବଖରା ଘର ଜଳି ଯାଇଛି । ଉକ୍ତ ଗ୍ରାମର ଅଜୟ ଦଳେଇ ପ୍ରତିଦିନ ପରି ରବିବାର ମଦ ପିଇ…

ମହାନ୍ତ ସମ୍ପ୍ରଦାୟର ଗୋଠ ପୂଜା, ଧିଙ୍ଗୁଆନ

କାଳିଆପାଣି,୧୪।୧୧(ଅସିତ ମହାନ୍ତ): ବିଭିନ୍ନ ସମ୍ପ୍ରଦାୟର ଭିନ୍ନ ପୂଜାନୀତି ପ୍ରଚଳିତ ଥିବା ବେଳେ କୁଡ଼ୁମି ମହାନ୍ତ ସମ୍ପ୍ରଦାୟର ଦୀପାବଳିରେ ଗୋଠ ପୂଜା ଓ ଧିଙ୍ଗୁଆନ ପାଳନ ଏକ ନିଆରା ପରମ୍ପରା । ପ୍ରକୃତି ପୂଜକ କୁଡୁମି ସମ୍ପ୍ରଦାୟ ଲୋକମାନେ ଦୈନ୍ୟଦିନ ଜୀବନ ଜୀବିକାରେ…

ୱାଗନ୍‌ ବ୍ଲାଷ୍ଟିଂରେ ଲୋକେ ଥରହର

ଯାଜପୁର,୧୪।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ କିଛି ଦିନର ନୀରବତା ପରେ ପୁଣି କଳାପଥର ଲୁଟ୍‌ ଜୋର ଧରିଛି। ଖଣି ଓ ରାଜସ୍ବ ବିଭାଗ ମିଳିତ ଭାବେ ଏହି ଲୁଟ୍‌କୁ ରୋକିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ ଓଲଟା ତାହା…

ଅଷ୍ଟଧାତୁ ମୂର୍ତ୍ତି ଚୋରିକୁ ବର୍ଷେ ବିତିଲା

କାଏମା,୧୪।୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ପାଟପୁର ପଞ୍ଚାୟତରେ ଥିବା ବହୁ ପୁରାତନ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରି ଘଟଣାକୁ ଇତିମଧ୍ୟରେ ୧ ବର୍ଷ ବିତିଛି। ହେଲେ ଆଜି ପର୍ଯ୍ୟନ୍ତ ଯାଜପୁର ପୋଲିସ ମୂର୍ତ୍ତି…

ବର୍ତ୍ତିଯିବାକୁ ଗହମ ଖୋଜା ଚାଲିଛି

ଯାଜପୁର,୧୪।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକରେ ଆବାସ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ ହୋଇଆସୁଛି। ୧୪ ମାସ ତଳେ ଏହି ବ୍ଲକରେ ଗରିବ ହିତାଧିକାରୀଙ୍କ ପାଇଁ…

ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଲେ

ରେଢ଼ାଖୋଲ,୧୪ା୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଦୀପାବଳି ପାଳନର ଏକ ସ୍ବତନ୍ତ୍ରତା ରହିଛି। ଦୀପାବଳି ଅବସରରେ ରେଢ଼ାଖୋଲ ଯଦୁମଣି ପାଟଣା ଲକ୍ଷ୍ମୀପୂଜା କମିଟି ସଭ୍ୟମାନେ ରବିବାର ସନ୍ଧ୍ୟାରେ ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଥିଲେ। ସ୍ଥାନୀୟ ମିନି ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?