ଆମ ଜିଲା ଖବର

ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ।…

କାର୍‌ରୁ ଗଞ୍ଜେଇ ଜବତ

ସୋରଡ଼ା,୧୮।୫( ଡ଼ିଏନଏ): ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ ଗୋଟିଏ କାର୍‌ରେ ୬୦କେଜିର ଗଞ୍ଜେଇ ଜବତ କରିଛି ପୋଲିସ। ଗଞ୍ଜାମ ଜିଲା ସୋରଡା ଥାନା ଗଜଲବାଡି ରାସ୍ତା ଏନଏଚ ୫୯ ପାଟପଲ୍ଲୀ ଛକରେ ବୁଧବାର ମଧ୍ୟାହ୍ନରେ ପୋଲିସର ଗାଡି ଯାଞ୍ଚ ଚାଲିଥିବା ବେଳେ ଏକ…

୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର

ପାଟଣା,୧୮।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ତାଳପଦା ଗାଁ ବେହେରା ସାହି ନିକଟରେ ଥିବା ଏକ ହୁଡ଼ି ନିକଟରୁ ଗୁରବାର ଏକ ୧୦ଫୁଟ ଲମ୍ବର ଅଜଗର ସାପକୁ ବନ ବିଭାଗ ଉଦ୍ଧାର କରିଛି। ସୂଚନାଯୋଗ୍ୟ,…

ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ପୁରୀ ଅଫିସ,୧୮ା୫: ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିଛି। ଭର୍ଚୁଆଲ ମୋଡ୍‌ରେ ସବୁଜ ପତାକା ହଲାଇ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର…

୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ  ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍‌ହାର ସର୍ବାଧିକ…

୪୩ କ୍ୱିଣ୍ଟାଲ କୋଇଲା ଜବତ: ୪ ଗିରଫ

ଭଦ୍ରକ ଅଫିସ,୧୮।୫: ଭଦ୍ରକ ଜିଲା ନାୟାକାଣିଡ଼ିହି ପୋଲିସ ଗୁରୁବାର ୪୩ କ୍ୱିଣ୍ଟାଲ କୋଇଲା ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଠାରୁ ପିକ୍‌ଅପ ଭ୍ୟାନ, ୮ ଟି ବାଇକ, ୫ ଟି ମୋବାଇଲ ପୋଲିସ ଜବତ…

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…

ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌…

ଆଜି ଲୋକାର୍ପଣ ହେବ ମନୋହରପୁରରୁ ଝାରସୁଗୁଡ଼ା ପର୍ଯ୍ୟନ୍ତ ୩ୟ ରେଳପଥ

ରାଉରକେଲା ଅଫିସ,୧୮ା୫: ଝାରସୁଗୁଡ଼ାରୁ ମନୋହରପୁର ମଧ୍ୟରେ ୩ୟ ରେଳଲାଇନ ଗୁରୁବାର ଲୋକାର୍ପଣ ହେବ। ଏ ନେଇ ବୁଧବାର ବନ୍ଧମୁଣ୍ଡା ଏଆର୍‌ଏମ୍‌ ରାଜକିଶୋର ମହାନ୍ତି ସୂଚନା ଦେଇଛନ୍ତି। ଝାରସୁଗୁଡ଼ା ସଂଲଗ୍ନ ଏହି ରେଳପଥ ଗୁଡ଼ିକରେ ୩ୟ ଲାଇନ ନିର୍ମାଣ ପରେ ମାଲବାହୀ ଓ…

ଶିଳ୍ପ ପ୍ରତିଷ୍ଠା ନାଁରେ ମୂଲ୍ୟବାନ ଗଛ ମୂଳ ଉପାଡି ମାଟି ସମତୁଲ

ଲହୁଣୀପଡା,୧୮ା୫(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅନ୍ତର୍ଗତ ଦର୍ଜୀଂ ପଞ୍ଚାୟତ ଦର୍ଜୀଂ ଗ୍ରାମର ନଦୀପଠା ଜଙ୍ଗଲ ନିକଟରେ ଶିଳ୍ପ ପ୍ରତିଷ୍ଠା ନାଁରେ ଶହ ଶହ ବର୍ଷର ପୁରୁଣା ଗଛକୁ ଦୁବୃର୍ତ୍ତମାନେ ରାତାରାତି କାଟି ସଫା କରି ଦେଇଛନ୍ତି। ଏପରି କି ଏହି…

ପୋଲିସ ଏସ୍‌ଆଇଙ୍କ ବିରୋଧରେ ବଳାତ୍କାର ମାମଲା

ପଦ୍ମପୁର,୧୮ା୫(ଡି.ଏନ.ଏ): ବରଗଡ଼ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ ସବ୍‌ଇନ୍ସପେକ୍ଟର(ଏସ୍‌ଆଇ)ଙ୍କ ବିରୋଧରେ ପଦ୍ମପୁର ଥାନାରେ ବଳାତ୍କାର ଅଭିଯୋଗ ହୋଇଛି। ସେ ହେଲେ ଅତାବିରା ଥାନାରେ କାର୍ଯ୍ୟରତ ଏସ୍‌ଆଇ ରବୀନ୍ଦ୍ର ହେମ୍ବ୍ରମ। ପଦ୍ମପୁର ଥାନାରେ କାର୍ଯ୍ୟରତ ଥିବାବେଳେ ସେ ଜଣେ ଯୁବତୀଙ୍କୁ ବଳାତ୍କାର କରିଥିବା…

କୋଇଲା ଚୋରଙ୍କ ଢେଲା ମାଡ଼ରେ ଥାନା ଅଧିକାରୀ ଆହତ

ଭଦ୍ରକ,୧୮।୫: ଭଦ୍ରକ ଚାନ୍ଦବାଲି ରାସ୍ତାର ମତୋ ସରକାରୀ ଡାକ୍ତରଖାନା ପାଖରେ ବୁଧବାର ବିଳମ୍ବିତ ରାତିରେ ଏକ କୋଇଲା ବୋଝେଇ ପିକ୍‌ପ ଗାଡି ରାସ୍ତା କଡକୁ ଗଡ଼ି ପଡ଼ିଥିଲା। ଏନେଇ ଖବର ପାଇ ମତୋ ଫାଣ୍ଡି ଅଧିକାରୀ ବୁଦ୍ଧିରାମ ମହାନ୍ତି ସଦଳବଳେ ଘଟଣାସ୍ଥଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri