Odisha Elections 2024

ଆମ ଜିଲା ଖବର

କେସିଙ୍ଗା ଏନ୍‌ଏସିରେ ଜବରଦଖଲ ଉଚ୍ଛେଦ

କେସିଙ୍ଗା,୨୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ୱାର୍ଡ ନଂ. ୨ରେ ସୋମବାର ଜବରଦଖଲ ଉଚ୍ଛେଦ ହୋଇଛି। ଏଥିରେ ୱାର୍ଡର ରାଜୁ ନାୟକଙ୍କ ଘର ଉଚ୍ଛେଦ ହୋଇଛି। ସରକାରୀ ଜମି ଜବରଦଖଲ ନେଇ ପୂର୍ବରୁ ଓ୍ବାର୍ଡବାସୀ ଅଭିଯୋଗ କରିଥିଲେ। ଏନ୍‌ଏସି...

୫ ବର୍ଷ ପରେ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ

କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି ଗିରଫ କରିଥିବା ଏକ ଖବରଦାତା ସମ୍ମିଳନୀରେ ଦେଇଛନ୍ତି ଟୁଇନ୍‌ସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।...

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ

କଟକ ଅଫିସ,୨୩।୮। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି। ସେ ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି।...

ପାରାଦୀପରେ ବଡ଼ ଧରଣର ଜମି ଦୁର୍ନୀତି: ଭିଜିଲାନ୍ସ ପକ୍ଷରୁ ୬ ବଡ଼ବଡ଼ିଆ ଅଧିକାରୀଙ୍କ ଘରେ ଚଢ଼ାଉ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ରାଜ୍ୟରେ ଭିଜିଲାନ୍ସ ପକ୍ଷରୁ ବଡ଼ ଧରଣର ଚଢ଼ାଉ ଚାଲିଛି। ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଜମି ଦେବା ପ୍ରସଙ୍ଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି।  ଏହି ଚଢାଉରେ ଜଣେ ଏଏସ୍‌ପି, ୧୧ ଡିଏସ୍‌ପି ଓ ୬ ଜଣ ଇନ୍ସପେକ୍ଟର...

୨ ହଜାର ଟଙ୍କାରେ ଦୁଇ ମାସର ଶିଶୁପୁତ୍ରକୁ ବିକିଥିଲେ, ଏବେ ୩ ବନ୍ଧାହେଲେ

ବାରିପଦା ଅଫିସ,୨୩ା୮: ଦୁଇ ମାସର ଶିଶୁପୁତ୍ରକୁ ୨ ହଜାର ଟଙ୍କାରେ ବିକ୍ରି କରାଯାଇଥିବା ନେଇ ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଶଙ୍ଖାଭଙ୍ଗା ଗାଁର ଜନୈକା ମହିଳା ଅଭିଯୋଗ କରିଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ...

ଜଳ ଭଣ୍ଡାରରେ ପାଣି ଭର୍ତ୍ତି, କେନାଲରେ ନାହିଁ

ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଭାଗୀୟ ଅଧିକାରୀମାନେ ଏ ସଂକ୍ରାନ୍ତରେ ତୁରନ୍ତ...

ମନପସନ୍ଦର ଶ୍ରୀକ୍ଷେତ୍ର ଖଜା

ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ପୁରୀ ଏକ ଧାର୍ମିକ ତଥା ପର୍ଯ୍ୟଟନସ୍ଥଳୀ...

୭ ମାସରେ ୭୪୨ ଯକ୍ଷ୍ମା ପୀଡ଼ିତ

ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ ଯକ୍ଷ୍ମା ସ୍ଥିତି ସଙ୍ଗିନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପୁରୀ ଜିଲା ମୁଖ୍ୟ...

ପ୍ରତୀକ୍ଷାର ଘଟିଲା ଅନ୍ତ: ଭକ୍ତଙ୍କୁ ଦର୍ଶନ ଦେଲେ ବାବା ଆଖଣ୍ଡଳମଣି

ଆରଡ଼ି,୨୩ା୮(ଡି.ଏନ୍‌.ଏ.): ଦୀର୍ଘ ୪ ମାସ ପରେ ସୋମବାର ଖୋଲିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ମନ୍ଦିର। ସକାଳ ୬ଟାରୁ କୋଭିଡ୍‌ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ପ୍ରଭୁଙ୍କୁ ଦର୍ଶନ କରିଥିଲେ। ସେବାୟତମାନେ ଯଥାରୀତି ପ୍ରଭୁଙ୍କ ପୂଜା କାର୍ଯ୍ୟ ସମାପନ...

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର...

ଗୁମୁରି କାନ୍ଦୁଛି ଘୁମୁରା

କାମାକ୍ଷାନଗର, ୨୩।୮:  ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍‌ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ ଗଣବାଦ୍ୟ, କେବେ ଶକ୍ତି ଉପାସନା ତ ଆଉ କେବେ ମନୋରଞ୍ଜନର ମାଧ୍ୟମ ପାଲଟିଥିଲା...

ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri