ଆମ ଜିଲା ଖବର

ଆଖି ବୁଜିଲା ଆଉ ଏକ ହାତୀ

କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଡିଭିଜନ ତେଲକୋଇ ରେଞ୍ଜ ଅନ୍ତର୍ଗତ ସଲେଇକେନା ଗ୍ରାମ ନିକଟ ଜଙ୍ଗଲରେ ଏକ ପ୍ରାୟ ୨୦ ବର୍ଷର ଦନ୍ତା ହାତୀର ମୃତ୍ୟୁ ହୋଇଛି। ଦଳରେ ଥିବା ଦୁଇ ଦନ୍ତାହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଗୋଟିଏର ମୃତ୍ୟୁ ହୋଇଥିବା…

କେନାଲରେ ପାଣି ନାହିଁ, ଶୁଖିଲା ପଡ଼ିଛି ଜମି

ପଦ୍ମପୁର,୧୦।୧୧(ପ୍ରଦୀପ୍ତ ଦାଶ): ଆଉ ଦିନ କେଇଟା ପରେ ଧାନ ଅମଳ ହେବ। ଏଭଳି ସମୟରେ ଫସଲକୁ ପାଣି ଆବଶ୍ୟକତା ଥିବାବେଳେ କେନାଲରେ ପାଣି ଆସୁନାହିଁ। ଫଳରେ ଚାଷଜମି ଫାଟି ଆଁ କରିବା ସହ ଧାନ ଗଛ ଶୁଖିବା ଅବସ୍ଥାକୁ ଆସିଲାଣି। କିଛି…

କନକ ଜୁଏଲେରିରେ ଧନ୍‌ତେରାସ୍‌ ଅଫର

କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଭରସାଯୋଗ୍ୟ ବିଏସ୍‌ ମଲରେ ଥିବା କନକ ଜୁଏଲେରି ପକ୍ଷରୁ ଧନତେରାସ ଓ ଦୀପାବଳୀ ପାଇଁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ବିଏସ ମଲର ପରିଚାଳକ ବିଶ୍ବନାଥ ରାଉଳଙ୍କ କହିବା ଅନୁଯାୟୀ କନକ ଜୁଏଲାରୀରୁ ୫୦ ଲକ୍ଷ…

ପ୍ରୀତମ ଜୁଏଲେରି ଉଦ୍‌ଘାଟିତ

କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ଲାବଣ୍ୟଛକ ନିକଟରେ ଅତ୍ୟାଧୁନିକ ସୁନା ଗହଣା ଦୋକାନ ‘ପ୍ରୀତମ ଜୁଏଲେରୀ’ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ବଲିଉଡ଼ ଅଭିନେତ୍ରୀ ଫାତିମା ସାନା ସେଖ୍‌ ଫିତାକାଟି ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଫାତିମା ସୁନା ଗହଣା ଦୋକାନକୁ…

ପରମ୍ପରା ଉଜ୍ଜୀବିତ ରଖିଛନ୍ତି କୁମ୍ଭକାର

ସମ୍ବଲପୁର,୧୦ା୧୧(ଭବାନୀ ଶଙ୍କର ଭୋଇ): ଆସନ୍ତା ୧୨ ତାରିଖରେ ଦୀପାବଳି। ଭାରତୀୟ ପରମ୍ପରାରେ ଦୀପାବଳିରେ ପ୍ରତି ଘରେ ମାଟିଦୀପ ଜାଳିବାର ପରମ୍ପରା ରହିଛି। ସେଥିପାଇଁ ଏହି ପର୍ବ ଆସିଲେ ମାଟି ଦୀପର ଚାହିଦା ବୃଦ୍ଧି ପାଇଥାଏ। ମାଟିରେ ସୁନ୍ଦର ଆକୃତି ଦେଇ କୁମ୍ଭାକାରମାନେ…

ମେଘାଚ୍ଛନ୍ନ ହୋଇ ମଧ୍ୟ ବର୍ଷା ନାହିଁ, ଚାଷୀ ନିରାଶ

ପାରଳାଖେମୁଣ୍ଡି,୧୦ା୧୧(ଗିରିଧାରୀ ପରିଛା)ଗଜପତି ଜିଲାରେ ଦୁଇ ମାସରୁ ଊର୍ଦ୍ଧ୍ୱ ଦିନ ହେଲା ବର୍ଷା ହୋଇନଥିବାରୁ ଚାଷ ଜମିଫାଟି ଆଁ କରିଛି। ଚାଷୀମାନେ ନିରାଶ ହୋଇ ରହିଥିବା ବେଳେ ଗତ ଦୁଇ ଦିନ ହେଲା ଗୋଷାଣୀ ବ୍ଲକ, ରାୟଗଡ଼ ବ୍ଲକ, ନୂଆଗଡ଼ ବ୍ଲକର ବିଭିନ୍ନ…

ପାରାଦୀପ ଆସିବେ ରାଷ୍ଟ୍ରପତି

ପାରାଦୀପ,୧୦।୧୧(ଶରତ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୭ରେ ପାରାଦୀପ ଗସ୍ତରେ ଆସିବେ। ଏ ନେଇ ସରକାରୀ ଭାବେ ରାଷ୍ଟ୍ରପତି ଭବନର ସଚିବ ସମ୍ପଦ ମେହେଟ୍ଟା ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଯୋଗେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଗୁରୁବାର…

ଅନ୍ୟର ମତ ଶୁଣିବା ହିଁ ଗଣତନ୍ତ୍ର

ଭଦ୍ରକ,୧୦ା୧୧(ସନାତନ ରାଉତ): ଗଣମାଧ୍ୟମ ନିରପେକ୍ଷ ହେବା ଜରୁରୀ। ଗଣତନ୍ତ୍ରରେ ପ୍ରଶ୍ନ ପଚାରିବାର ଅଧିକାର ସମସ୍ତଙ୍କର ରହିଛି। କହିବା ଅପେକ୍ଷା ଅନ୍ୟର ମତକୁ ଶୁଣିବା ହେଉଛି ଗଣତନ୍ତ୍ରର ମୂଳଦୁଆ। ଆମ ଭିତରେ ସହନଶୀଳତା ରହିଲେ ଆମେ ଏକାଠି ହେବା ସହ ଦେଶରେ ଏକତା…

ଜଳସେଚନ ସୁବିଧା ନାହିଁ, ଉଜୁଡୁଛି ଫସଲ

ବେଗୁନିଆ,୧୦।୧୧(ହର ପ୍ରସନ୍ନ ପଣ୍ଡା): ଚାଷୀ ଓ ଚାଷର ଉନ୍ନତି ପାଇଁ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଚାଷଜମିକୁ ଜଳସେଚନ ପାଇଁ ପ୍ରଶାସନିକସ୍ତରରେ ଉପଯୁକ୍ତ ପଦକ୍ଷେପ ନିଆଯାଇ ନ ଥିବାରୁ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ବାଲିଯାତ୍ରା: ୧୫ ପାର୍କିଂ ସ୍ଥାନ ଚିହ୍ନଟ

କଟକ,୧୦ା୧୧(ସୁପ୍ରିୟା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଜୋର୍‌ ଧରିଛି। ଗତବର୍ଷ ଭଳି ଚଳିତବର୍ଷ ବାଲିଯାତ୍ରାରେ ଚଢା ପାର୍କିଂ ଦରକୁ ନେଇ ଅସନ୍ତୋଷ ଦେଖାଦେଇଛି। ଚଳିତବର୍ଷ ବାଲିଯାତ୍ରାରେ ଗାଡି ପାର୍କିଂ ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ୧୫ଟି ପାର୍କିଂସ୍ଥଳ…

ଶୁଖିବାକୁ ଲାଗିଛି ସୁନାମୁହିଁ ଜଳଭଣ୍ଡାର

ଖଣ୍ଡପଡ଼ା,୧୦ା୧୧(ଅଜୟ କୁମାର ମହାରଣା): ରାଜରାଜୁଡ଼ା ଅମଳରୁ ଖଣ୍ଡପଡ଼ା ସହରର ଉପକଣ୍ଠରେ ନିର୍ମାଣ ହୋଇଥିବା ସୁନାମୁହିଁ ଡ୍ୟାମ୍‌ ଏବେ ଶୁଖିବାକୁ ଲାଗିଛି। ଖଣ୍ଡପଡ଼ା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ସୁନାମୁହିଁ ଜଳଭଣ୍ଡାରର ଜଳଧାରଣ କ୍ଷମତା ସମୟାନୁକ୍ରମେ ହ୍ରାସ ପାଇବାରେ ଲାଗିଛି।…

୨ ମାସରେ ହେବ ବୈଷୟିକ ତଦନ୍ତ

ଯାଜପୁର,୧୦ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀଙ୍କ ବସତି କଲୋନୀ ନିର୍ମାଣରେ ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମଏଫ୍‌)ପାଣ୍ଠିର ଅନିୟମିତତା ଅଭିଯୋଗର ବୈଷୟିକ ତଦନ୍ତ ହେବ। ଭିଜିଲାନ୍ସ ପକ୍ଷରୁ ପ୍ରାଥମିକ ତଦନ୍ତ ରିପୋର୍ଟ ଦାଖଲ ଏବଂ ବୈଷୟିକ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?