ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ, ସଫା କରିଦେଲେ ଦେଢ଼ କୋଟି
ଆଠଗଡ଼,୧୦।୧୧: ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ଭର୍ତ୍ତି ଭ୍ୟାନ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆ ଅଞ୍ଚଳରେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ତିଗିରିଆ ଥାନା ଗୋଡ଼ିଝରିଆ ନୂଆ ରାସ୍ତାରୁ ଏହି ଲୁଟ୍ ହୋଇଛି।…
ଚିକିଟି, ପାତ୍ରପୁର ବ୍ଲକକୁ ମରୁଡ଼ି ଘୋଷଣା କରାଯାଉ
ଛତ୍ରପୁର,୧୦।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ଏବଂ ପାତ୍ରପୁର ବ୍ଲକରେ ବର୍ଷା ଅଭାବରୁ ଧାନ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏପରିକି ଚାଷୀ ଜମିରେ ଗୋରୁଙ୍କୁ ଛାଡିସାରିଲେଣି। ସ୍ଥିତିକୁ ଗୁରୁତର ସହିତ ବିଚାର କରି କୃଷି ଏବଂ ରାଜସ୍ବ ବିଭାଗ…
ବୌଦ୍ଧରେ ଖୋଲିଲା ପ୍ରଥମ ନେଚର ପାର୍କ
ବୌଦ୍ଧ,୧୦।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପ୍ରାକୃତିକ ଶୋଭାରେ ଭରପୁର। ଜିଲାରେ ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ନେବାକୁ ଜିଲାପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଆସୁଥିବା ବେଳେ ଗୁରୁବାର ଜିଲାରେ ପ୍ରଥମ ନେଚର ପାର୍କର ଶୁଭାରମ୍ଭ ହୋଇଛି। ଜିଲାର ବୌଦ୍ଧ ବ୍ଲକର ଡମରଗାଡ…
କୋରାପୁଟରେ ୧୨୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ,୧୦ା୧୧(ଅମିତାଭ ବେହେରା): ଶୁକ୍ରବାର କୋରାପୁଟ ସଦର ମହାକୁମାରେ ଥିବା ପୋଲିସ ପଡ଼ିଆଠାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲା ପାଇଁ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ବିଭିନ୍ନ ଉନୟନ…
ଧନତେରସରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ଠେଲାପେଲାରେ ୧୦ ଆହତ
ପୁରୀ,୧୦।୧୧: ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ମଙ୍ଗଳ ଆଳତି ସମୟରେ ଠେଲାପେଲା ହୋଇଛି। ଧନତେରସରେ ପ୍ରବଳ ଭିଡ଼ କାରଣରୁ ଠେଲାପେଲାରେ ୧୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ସୁରକ୍ଷାକର୍ମୀମାନେ ତୁରନ୍ତ ପୁରୀ ବଡ଼ ମେଡିକାଲରେ ଚିକିତ୍ସା…
ଦାନ୍ତ ଘଷୁଥିବା ବେଳେ ଚାପିଦେଲା ବୋଲେରୋ, ଜଣେ ମୃତ
ବଣାଇ,୧୦ା୧୧(ପ୍ରଦୀପ ତ୍ରିପାଠୀ): ମୃତ୍ୟୁ କେତେବେଳେ କେମିତି ଆସିବ କାହାକୁ ଜଣା ନ ଥାଏ। ଏମିତି ଏକ ଅଭାବନୀୟ ଘଟଣା ଶୁକ୍ରବାର ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ନୂଆଗାଁରେ। ଏଠାରେ ଥିବା କାରୋ ନାଳ ନିକଟରେ ବାସୁଦେବ ନାୟକ(୫୦)…
ଆଖି ବୁଜିଲା ଆଉ ଏକ ହାତୀ
କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଡିଭିଜନ ତେଲକୋଇ ରେଞ୍ଜ ଅନ୍ତର୍ଗତ ସଲେଇକେନା ଗ୍ରାମ ନିକଟ ଜଙ୍ଗଲରେ ଏକ ପ୍ରାୟ ୨୦ ବର୍ଷର ଦନ୍ତା ହାତୀର ମୃତ୍ୟୁ ହୋଇଛି। ଦଳରେ ଥିବା ଦୁଇ ଦନ୍ତାହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁ ଗୋଟିଏର ମୃତ୍ୟୁ ହୋଇଥିବା…
କେନାଲରେ ପାଣି ନାହିଁ, ଶୁଖିଲା ପଡ଼ିଛି ଜମି
ପଦ୍ମପୁର,୧୦।୧୧(ପ୍ରଦୀପ୍ତ ଦାଶ): ଆଉ ଦିନ କେଇଟା ପରେ ଧାନ ଅମଳ ହେବ। ଏଭଳି ସମୟରେ ଫସଲକୁ ପାଣି ଆବଶ୍ୟକତା ଥିବାବେଳେ କେନାଲରେ ପାଣି ଆସୁନାହିଁ। ଫଳରେ ଚାଷଜମି ଫାଟି ଆଁ କରିବା ସହ ଧାନ ଗଛ ଶୁଖିବା ଅବସ୍ଥାକୁ ଆସିଲାଣି। କିଛି…
କନକ ଜୁଏଲେରିରେ ଧନ୍ତେରାସ୍ ଅଫର
କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଭରସାଯୋଗ୍ୟ ବିଏସ୍ ମଲରେ ଥିବା କନକ ଜୁଏଲେରି ପକ୍ଷରୁ ଧନତେରାସ ଓ ଦୀପାବଳୀ ପାଇଁ ଆକର୍ଷଣୀୟ ଅଫର ଘୋଷଣା କରାଯାଇଛି। ବିଏସ ମଲର ପରିଚାଳକ ବିଶ୍ବନାଥ ରାଉଳଙ୍କ କହିବା ଅନୁଯାୟୀ କନକ ଜୁଏଲାରୀରୁ ୫୦ ଲକ୍ଷ…
ପ୍ରୀତମ ଜୁଏଲେରି ଉଦ୍ଘାଟିତ
କେନ୍ଦୁଝର,୧୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ଲାବଣ୍ୟଛକ ନିକଟରେ ଅତ୍ୟାଧୁନିକ ସୁନା ଗହଣା ଦୋକାନ ‘ପ୍ରୀତମ ଜୁଏଲେରୀ’ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ବଲିଉଡ଼ ଅଭିନେତ୍ରୀ ଫାତିମା ସାନା ସେଖ୍ ଫିତାକାଟି ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଫାତିମା ସୁନା ଗହଣା ଦୋକାନକୁ…
ପରମ୍ପରା ଉଜ୍ଜୀବିତ ରଖିଛନ୍ତି କୁମ୍ଭକାର
ସମ୍ବଲପୁର,୧୦ା୧୧(ଭବାନୀ ଶଙ୍କର ଭୋଇ): ଆସନ୍ତା ୧୨ ତାରିଖରେ ଦୀପାବଳି। ଭାରତୀୟ ପରମ୍ପରାରେ ଦୀପାବଳିରେ ପ୍ରତି ଘରେ ମାଟିଦୀପ ଜାଳିବାର ପରମ୍ପରା ରହିଛି। ସେଥିପାଇଁ ଏହି ପର୍ବ ଆସିଲେ ମାଟି ଦୀପର ଚାହିଦା ବୃଦ୍ଧି ପାଇଥାଏ। ମାଟିରେ ସୁନ୍ଦର ଆକୃତି ଦେଇ କୁମ୍ଭାକାରମାନେ…
ମେଘାଚ୍ଛନ୍ନ ହୋଇ ମଧ୍ୟ ବର୍ଷା ନାହିଁ, ଚାଷୀ ନିରାଶ
ପାରଳାଖେମୁଣ୍ଡି,୧୦ା୧୧(ଗିରିଧାରୀ ପରିଛା)ଗଜପତି ଜିଲାରେ ଦୁଇ ମାସରୁ ଊର୍ଦ୍ଧ୍ୱ ଦିନ ହେଲା ବର୍ଷା ହୋଇନଥିବାରୁ ଚାଷ ଜମିଫାଟି ଆଁ କରିଛି। ଚାଷୀମାନେ ନିରାଶ ହୋଇ ରହିଥିବା ବେଳେ ଗତ ଦୁଇ ଦିନ ହେଲା ଗୋଷାଣୀ ବ୍ଲକ, ରାୟଗଡ଼ ବ୍ଲକ, ନୂଆଗଡ଼ ବ୍ଲକର ବିଭିନ୍ନ…

